• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

vlcsnap-error059
ଖାଦ୍ୟ ସୁରକ୍ଷାରୁ ବାଦ୍ ପଡିଥିବା ହିତାଧିକାରୀଙ୍କୁ ରାଜ୍ୟ ଦେବ ଟଙ୍କିକିଆ ଚାଉଳ

ଭୁବନେଶ୍ୱର: ଗୋଟିଏ ଗୁଳିରେ ଦୁଇଟି ଶିକାର। ନବୀନଙ୍କ ଏ ବାଣରେ ରହିଛି କେନ୍ଦ୍ରକୁ ନିଶାନା। ପୁଣି ରାଜ୍ୟ ଦେଇଛି ଗରିବଙ୍କ ପାଇଁ ନିର୍ବାଚନୀ ଭେଟି। କେନ୍ଦ୍ରର ଖାଦ୍ୟ ସୁରକ୍ଷାରୁ ବାଦ୍ ପଡିଥିବା ହିତାଧିକାରୀଙ୍କୁ ରାଜ୍ୟ ଦେବ ଟଙ୍କିକିଆ ଚାଉଳ। ସରକାରଙ୍କ ହିସାବରେ ଏମାନଙ୍କ ସଂଖ୍ୟା ୩୪ ଲକ୍ଷ ୪୪ ହଜାର। ମେ ମାସରେ ଏହି ଗରିବଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ ପାଇଁ ମୋଦିଙ୍କୁ ଚିଠି ଲେଖିଥିଲେ ନବୀନ। ଯୁକ୍ତି ଦର୍ଶାଇଥିଲେ ୨୦୧୧ ଜନଗଣନା ପରେ […]

  • Monday, 19 July 2021
sashi
ଅର୍ଥମନ୍ତ୍ରୀ ଶଶି ଭୂଷଣଙ୍କୁ ଜମାକାରୀଙ୍କ ଜୋର୍‌ଦାର ବିରୋଧ

ସୁରତ୍‌ : ଗୁଜରାଟ ସୁରତ୍‌ରେ ହଟହଟା ହେଲେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା। ଓଡ଼ିଶା ସରକାର ଜମାକାରୀଙ୍କ ଟଙ୍କା ଫେରସ୍ତ ଦିଗରେ ପଦକ୍ଷେପ ନେଇ ନଥିବା ଅଭିଯୋଗ କରିଛନ୍ତି ସୁରତ୍‌ରେ ରହୁଥିବା କ୍ଷତିଗ୍ରସ୍ତ ଓଡ଼ିଆ ଜମାକାରୀ। ତାସହ ବ୍ୟାନର୍ ଧରି ଅର୍ଥମନ୍ତ୍ରୀଙ୍କୁ ଜୋରଦାର ବିରୋଧ କରିଛନ୍ତି। ଅାଜି ସୁରତ ନାନ୍‌ପୁରାସ୍ଥିତ ଚାମ୍ବର୍ସ ଅଫ୍ କମର୍ସ ଅାଣ୍ଡ ଇଣ୍ଡଷ୍ଟ୍ରିର ଏକ ବୈଠକରେ ଯୋଗଦେବାକୁ ଅାସିଥିଲେ ଅର୍ଥମନ୍ତ୍ରୀ। ଏଠାରେ କ୍ଷତିଗ୍ରସ୍ତ ଜମାକାରୀ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ସାମିଲ ହୋଇଥିଲେ […]

  • Monday, 19 July 2021
up3
ବର୍ଷା ବିତ୍ପାତ : ଉତ୍ତରପ୍ରଦେଶରେ ଗଲାଣି ୪୦ରୁ ଅଧିକ ଲୋକ ପ୍ରାଣ

ନୂଆଦିଲ୍ଲୀ: କେଉଁଠି ଘରର କାନ୍ଥ ପଡ଼ି ତ ଆଉ କେଉଁଠି ବନ୍ୟା ପାଣିରେ ଭାସି ଯାଇଛନ୍ତି ଲୋକେ। ଗତ ଦୁଇ ଦିନ ଧରି ଲାଗି ରହିଥିବା ବର୍ଷା ଲୋକଙ୍କୁ ଦୁଃଖର ସାଗରରେ ଭସାଇ ଦେଇଛି। ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ ଯୋଗୁଁ ୪୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ହଜାର ହଜାର ଏକର ଫସଲ ନଷ୍ଟ ହେବାକୁ ବସିଛି। ମୁଖ୍ୟତଃ ପଶ୍ଚିମ ୟୁପିରେ ପରିସ୍ଥିତି ସଙ୍ଗୀନ ରୂପ ନେଇଛି। ସାହାରନ୍‌ପୁରରେ କାନ୍ଥ ଭୁସୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୪ […]

  • Monday, 19 July 2021
ss
ଡାକ୍ତରଙ୍କୁ ଆକ୍ରମଣ ହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଗତ ୫ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ଥମିବାର ନାଁ ନେଉନି। ଆନ୍ଦୋଳନରତ ଡାକ୍ତରମାନେ ନିଜ ଜିଦ୍‌ରେ ଅଟଳ ଥିବା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସେମାନଙ୍କ ଦାବି ସମ୍ପର୍କରେ ଆଲୋଚନା କରୁନାହାନ୍ତି ।ଏହା ଭିତରେ ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମମତା ସରକାରଙ୍କୁ ଜବାବ ତଲବ କରି ଜାରି କରିଛି ଆଡଭାଇଜରି । ସେପଟେ ଡାକ୍ତରଙ୍କୁ ଆକ୍ରମଣ ହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି […]

wife3
ପାରିବାରିକ କଳହରୁ ହତ୍ୟା

ବାଲେଶ୍ୱର  : ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀର ମୁହଁକୁ ଛେଚି ଅମାନୁଷିକ ଭାବେ ହତ୍ୟା କଲା ସ୍ୱାମୀ। ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଓଡଙ୍ଗୀ ଗାଁରୁ ଏହି ଅଭିଯୋଗ ଅାସିଛି। ମିଳିଥିବା ସୂଚନା ଅନୁସାରେ, ମହିଳାଙ୍କ ପରିବାର ଲୋକେ ମହିଳାଙ୍କୁ ଉଦ୍ଧାର କରି ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରିଥିଲେ। ହେଲେ ମହିଳାଙ୍କ ମୃତ୍ୟୁ ଘଟିଛି। ସଦର ଥାନା ପୁଲିସ୍‌ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି ତଦନ୍ତ ଚଳାଇଛି। ଏହି […]

  • Monday, 19 July 2021
t
ରାଷ୍ଟ୍ରପତି ଭବନରେ ନୀତି ଆୟୋଗର ବୈଠକ,  ସବ୍‌କା ସାଥ, ସବ୍‌କା ବିକାଶ ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ:  ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ନୀତି ଆୟୋଗର ପଞ୍ଚମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକ ବସିଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉପସ୍ଥିତ ଅଛନ୍ତି ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ଣ୍ଣର, କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ବୈଠକକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସବ୍‌କା ସାଥ୍ ସବ୍‌କା ବିକାଶ ଓ ସବ୍‌କା ବିଶ୍ୱାସର ମନ୍ତ୍ରକୁ ସାକାର କରିବା ଦିଗରେ ନୀତି ଆୟୋଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ୨୦୨୪ […]

bus accident
ଘାଟି ତଳକୁ ଖସିଲା ବସ୍‌; ଚାଲିଗଲା ୩୩ ଜୀବନ

ମୁମ୍ବାଇ: ମହାରାଷ୍ଟ୍ର ମହାବଳେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା। ରାଇଗଡ଼ ଜିଲ୍ଲା ଅମ୍ବେନାଳି ଘାଟିରୁ ବସ୍‌ ଖସି ୩୩ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରାୟ ୩୫ ରୁ ୪୦ ଜଣ ଯାତ୍ରୀ ଏକ ବସ୍‌ରେ ମହାବଳେଶ୍ୱର ପିକ୍‌ନିକ୍ କରିବାକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଗାଡ଼ିଟି ଭାରସାମ୍ୟ ହରାଇ ପାହାଡ଼ିଆ ରାସ୍ତା ଥିବା ଅମ୍ବେନାଳି ଘାଟିରୁ ପ୍ରାୟ ୨୦୦ ଫୁଟ ତଳଖୁ ଖସି ପଡ଼ିଥିଲା। ଗାଡ଼ିରେ ଥିବା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଥିଲେ ପ୍ରକୃତରେ […]

  • Monday, 19 July 2021
police official
ପୁଣି ଜଣେ ପୁଲିସ୍‌ କର୍ମଚାରୀଙ୍କୁ ଅପହରଣ କଲେ ଆତଙ୍କବାଦୀ

ଶ୍ରୀନଗର: ଆତଙ୍କବାଦୀଙ୍କ ଟାଗେର୍ଟରେ ଏବେ ପୁଲିସ୍‌ ଅଧିକାରୀ। ଜାମ୍ମୁ ଓ କାଶ୍ମୀରରେ ଆଉ ଜଣେ ପୁଲିସ୍‌ କର୍ମଚାରୀଙ୍କୁ ଆତଙ୍କବାଦୀମାନେ ଅପହରଣ କରି ନେଇଛନ୍ତି। ସୂଚନା ଅନୁସାରେ ପୁଲଓ୍ୱାମା ଜିଲ୍ଲାର ଟ୍ରାଲ୍ ଅଞ୍ଚଳରୁ ଗତକାଲି ରାତିରେ ସ୍ପେଶାଲ୍ ପୁଲିସ୍‌ ଅଫିସର ମୁଦାସିର୍‌ ଅହମ୍ମଦ ଲୋନ୍‌ଙ୍କୁ ଆତବାଦୀମାନେ ଘରୁ ଅପହରଣ କରି ନେଇଛନ୍ତି । ବର୍ତ୍ତମାନ ସେ କେଉଁଠି ଅଛନ୍ତି ତାଙ୍କୁ ଖୋଜାଖୋଜି ଚାଲିଛି। ସେ ଜଣେ ରୋଷେୟା ଥିଲେ। ଗତ ୨ ମାସ ମଧ୍ୟରେ୨ ଜଣ ପୁଲିସ୍‌ କର୍ମଚାରୀଙ୍କୁ […]

  • Monday, 19 July 2021
nu
ନୀତି ଆୟୋଗ ବୈଠକରେ ଯୋଗଦେଲେ ନବୀନ

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସିଛି ନୀତି ଆୟୋଗର ଗଭର୍ଣ୍ଣିଂ କାଉନ୍ସିଲ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ଥର ପାଇଁ ଏନ୍ଡିଏ ସରକାର ଗଠନ ହେବା ପରେ ଏହା ପ୍ରଥମ ନୀତି ଆୟୋଗ ବୈଠକ । ଏହି ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୈଠକରେ ଯୋଗ ଦେବା ପୂର୍ବରୁ ଫୋନି ବାତ୍ୟା ସହାୟତା ଏବଂ  ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇବେ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ […]

mo
ଆସନ୍ତାକାଲିଠୁ କେନ୍ଦ୍ରରେ ଆରମ୍ଭ ହେବ ଏନଡିଏ-ଟୁ ସରକାର

ନୂଆଦିଲ୍ଲୀ: ଆସନ୍ତାକାଲିଠୁ କେନ୍ଦ୍ରରେ ଆରମ୍ଭ ହେବ ଏନଡିଏ-ଟୁ ସରକାର। ଦ୍ୱିତୀୟ ଥର ପାଇଁ ଦିଲ୍ଲୀ ଗାଦି ସମ୍ଭାଳିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଶପଥଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି। ଏଥିରେ ଯୋଗ ଦେବା ଲାଗି ପାକିସ୍ତାନକୁ ଛାଡ଼ି ଅନ୍ୟ ସବୁ ପଡ଼ୋଶୀ ଦେଶର ରାଷ୍ଟ୍ରମୁଖ୍ୟଙ୍କୁ ନିମନ୍ତ୍ରଣ କରାଯାଇଛି । ଦେଶ ବିଦେଶର ସାଢ଼େ ୬ ହଜାର ଅତିଥି ମୋଦିଙ୍କ ଶପଥ ଉତ୍ସବରେ ସାମିଲ ହେବେ। ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉତ୍ସବରେ ଯୋଗ […]

dead
ଅପମାନ ସହିନପାରି ଆତ୍ମହତ୍ୟା!

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ସୁରପ୍ରତାପପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀ ହୁଡ଼ାରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅପମାନ ସହି ନପାରି ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି ବୋଲି ନାବାଳକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଗତକାଲି ଭୁବନ ଅଞ୍ଚଳର ଜଣେ ନାବାଳକ ଏକ ଜଳଖିଆ ଦୋକାନକୁ ଯାଇଥିଲେ। ସେଠାରେ ସେ ଚୋରି କରିଥିବା କହି କେହି ଜଣେ ତାଙ୍କ […]

  • Monday, 19 July 2021
malkangiri
ଆଜିଠୁ ମାଓବାଦୀଙ୍କ ସହିଦ ସପ୍ତାହ; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ବସ୍‌ ଚଳାଚଳ ବନ୍ଦ

ମାଲକାନଗିରି: ଆଜିଠୁ ସପ୍ତାହେ ବ୍ୟାପୀ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀ ପାଳୁଛନ୍ତି ସହିଦ ସପ୍ତାହ। କୌଣସି ଅଘଟଣ ଆଶଙ୍କାରେ ମାଲକାନଗିରି ଜିଲ୍ଲାରେ ସରକାରୀ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ସହିଦ ସପ୍ତାହରେ ମାଓବାଦୀମାନେ ହିଂସାକାଣ୍ଡ ଘଟାଇବା ଆଶଙ୍କା ଥିବାରୁ ମାଲକାନଗିରି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।  ମାଲକାନଗିରି ଜିଲ୍ଲା ମାଓ ପ୍ରବଣ ଅଞ୍ଚଳରେ ଏସ୍‌ଓଜି, ବିଏସ୍ଏଫ୍, ଡିଭିଏଫ୍ ପକ୍ଷରୁ ଅପରେସନକୁ ଜୋରଦାର କରାଯାଇଛି। ସୁରକ୍ଷାକର୍ମୀଙ୍କୁ ଆଲର୍ଟ କରାଯିବା ସହ ଅନାବଶ୍ୟକ ଗତିବିଧିକୁ  […]

  • Monday, 19 July 2021
karunanidhi
ଡିଏମ୍‌କେ ପାର୍ଟି ସୁପ୍ରିମୋ ଏମ୍‌ କରୁଣାନିଧି ICUରେ ଭର୍ତ୍ତି

ଚେନ୍ନାଇ: ତାମିଲନାଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ସଭାପତି ଏମ୍. କରୁଣାନିଧି ଅସୁସ୍ଥ। ରକ୍ତଚାପ ହ୍ରାସ ଯୋଗୁଁ ଗତକାଲି ମଧ୍ୟରାତ୍ରରେ ତାଙ୍କୁ ଚେନ୍ନାଇର କାବେରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ଗତକାଲିଠୁ ସେ ICUରେ ଅଛନ୍ତି। ବର୍ତ୍ତମାନ ତାଙ୍କର ରକ୍ତଚାପ ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରୁ ସୂଚନା ମିଳିଛି। ଦକ୍ଷ ଡାକ୍ତରୀ ଦଳଙ୍କ ଦ୍ୱାରା ତାଙ୍କ ଚିକିତ୍ସା ଚାଲିଥିବା ସୂଚନା ଦିଆଯାଇଛି। କରୁଣାନିଧିଙ୍କ ଘର ଓ କାବେରୀ […]

  • Monday, 19 July 2021
truck strike
ଟ୍ରକ୍ ଧର୍ମଘଟ ପ୍ରତ୍ୟାହୃତ

ନୂଆଦିଲ୍ଲୀ: ଦୀର୍ଘ ୭ ଦିନ ଧରି ଚାଲିଥିବା ଟ୍ରକ୍ ଧର୍ମଘଟ ଶେଷରେ ପ୍ରତ୍ୟାହୃତ ହୋଇଛି। ଗତକାଲି କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଏବଂ ଅଲ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସ (AIMTC) ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ସଂଘର ବିଭିନ୍ନ ଦାବି ମାନିନେବାକୁ ସରକାର ପ୍ରତିଶ୍ରୁତି ଦେବା ପରେ ଗତକାଲିଠୁ ଧର୍ମଘଟ ପ୍ରତ୍ୟାହୃତ ହୋଇଥିବା AIMTC ପକ୍ଷରୁ ସୂଚନା ଦିଆଯାଇଛି। ଜାତୀୟ ରାଜପଥରୁ ଟୋଲ୍‌ ଉଚ୍ଛେଦ, ଥାର୍ଡ ପାର୍ଟି ଇନ୍‌ସ୍ୟୁରାନ୍ସ ପ୍ରିମିୟମ […]

  • Monday, 19 July 2021
lunar eclipse
ଦୃଶ୍ୟମାନ ହେଲା ଶତାବ୍ଦୀର ବିରଳ ଦୀର୍ଘତମ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର: ଦୃଶ୍ୟମାନ ହେଲା ଶତାବ୍ଦୀର ବିରଳ ଦୀର୍ଘତମ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ। ଆଉ ଏହି ବିରଳ ମହାଜାଗତିକ ଦୃଶ୍ୟକୁ ଦେଖିଲା ସାରା ବିଶ୍ୱ। ଗତରାତିରେ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗହଣ ଦେଖିବା ଲାଗି ଲୋକଙ୍କ ମନରେ ନାହିଁ ନ ଥିବା ଉତ୍ସାହ। ରାତି ୧୦ଟା ୪୪ ମିନିଟ୍‌ରେ ଚନ୍ଦ୍ର ପୃଥିବୀର ଉପଛାୟାରେ ପ୍ରବେଶ କରି ଧୀରେ ଧୀରେ ଅଦୃଶ୍ୟ ହେବାକୁ ଆରମ୍ଭ କରିଥିଲା। ଠିକ୍‌ ରାତି ୧୧ଟା ୫୪ ମିନିଟ୍ ବେଳକୁ ଚନ୍ଦ୍ର ପ୍ରଛାୟାରେ ପ୍ରବେଶ କରିବା ସହ ରାତି ୧ଟାରେ […]

  • Monday, 19 July 2021
tito
ଭିଜିଲାନ୍ସର ଟିଟୋ ତନାଘନା

ଭୁବନେଶ୍ୱର : ଟିଟୋ ସହ ସରକାରୀ ବାବୁ ଲିଙ୍କ୍ ନେଇ ଭିଜିଲାନ୍ସର ଜାରି ରହିଛି ଖୋଳତାଡ଼ ରେଡ୍। କେନ୍ଦ୍ରାପଡ଼ା ଭିଜିଲାନ୍ସ ଟିମ୍ ଅାଜି ଟିଟୋର ବାଲି ଖାଦାନ, ବ୍ୟାଙ୍କ୍‌ ଓ ପେଟ୍ରୋଲ ପମ୍ପ ସମ୍ପର୍କରେ ତନାଘନା କରିଛି। ତାସହ କେନ୍ଦ୍ରାପଡ଼ା ସବ୍ ରେଜିଷ୍ଟାର ଅଫିସ୍, ମ୍ୟୁନିସିପାଲିଟି ଅଫିସ୍‌ରୁ କାଗଜପତ୍ର ଓ ୨୦୧୫ ମସିହାରେ କେଉଁ ସବୁ ଅଫିସର ଥିଲେ ତାର ତଥ୍ୟ ସଂଗ୍ରହ କରିଛି। ପରେ ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍, ଜଳସେଚନ, ରାସ୍ତା ଓ ବ୍ରିଜ୍ […]

  • Monday, 19 July 2021
yh
ରାହୁଲଙ୍କ ଇସ୍ତଫାକୁ CWCର ଅଗ୍ରାହ୍ୟ, ଏଣେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ମମତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସର ମାନସମନ୍ଥନ। ଆଜି ଦିଲ୍ଲୀରେ ବସିଥିବା CWC ବୈଠକରେ ନିର୍ବାଚନ ଫଳାଫଳକୁ ନେଇ ଆଲୋଚନା କରାଯାଇଛି। ଦଳର ଶୋଚନୀୟ ପରାଜୟ ପାଇଁ ନିଜକୁ ଦାୟୀ କରି ସଭାପତି ପଦ ଛାଡିବାକୁ ଜିଦ୍ ଧରିଥିଲେ ରାହୁଲ । ମାତ୍ର CWC ତାଙ୍କ ପ୍ରସ୍ତାବକୁ ଅଗ୍ରାହ୍ୟ କରିଦେଇଛି । ଅନ୍ୟପକ୍ଷରେ ଆଗାମୀ ଦିନରେ କଂଗ୍ରେସ କିଭଳି ଶକ୍ତିଶାଳୀ ହେବ ସେନେଇ ନିଷ୍ପତ୍ତି ନେବାକୁ ରାହୁଲ ଗାନ୍ଧୀଙ୍କୁ, ନିରଙ୍କୁଶ କ୍ଷମତା ଦେବା ପାଇଁ ପ୍ରସ୍ତାବ […]