ଶ୍ରୀନଗର: ଚେନାବ ନଦୀରେ ତୀର୍ଥଯାତ୍ରୀ ଗାଡ଼ି ଓଲଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଜାମ୍ମୁ ଓ କାଶ୍ମୀରର କିସ୍ତୱାର ଜିଲ୍ଲାରେ ଆଜି ଏହି ଅଘଟଣ ଘଟିଛି। ମଶେଲ୍ ତୀର୍ଥଯାତ୍ରାରୁ ଫେରିବା ବେଳେ ଏହି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି। ତେବେ ସୌଭାଗ୍ୟବସତଃ ଜଣେ ୫ ବର୍ଷର ଶିଶୁକୁ ଜୀବତ ଉଦ୍ଧାର କରାଯାଇଛି। ବର୍ତ୍ତମାନ ଶିଶୁଟିର ଚିକିତ୍ସା ଚାଲିଛି। ତେବେ ଗାଡ଼ିରେ କେତେଜଣ ଯାତ୍ରୀ ଥିଲେ ଓ କେଉଁ ଅଞ୍ଚଳର ଏନେଇ କିଛି ଜଣାପଡ଼ିନି। ସୂଚନାଥାଉ କି, […]
କୋଚି: କେରଳରେ ଛାଡ଼ିଯାଇଛି ବର୍ଷା, ହେଲେ ବଢିଛି ଲୋକଙ୍କ ଦୁର୍ଦ୍ଦଶା। ଏବେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟରେ ଏନ୍ଡିଆର୍ଏଫ୍ ଓ ସେନା କର୍ମଚାରୀ ଲାଗି ପଡିଛନ୍ତି। ରିଲିଫ ସାମଗ୍ରୀ କିପରି ବିପନ୍ନଙ୍କ ପାଖରେ ପହଞ୍ଚିପାରିବ, ତା ଉପରେ ଫୋକସ୍ କରାଯାଇଛି। ଏବେ ବି ବନ୍ୟା ଘେରରେ ଫସିଛନ୍ତି ଶହଶହ ଓଡ଼ିଆ। ଏଭଳି ସ୍ଥିତିରେ କେରଳର ଗ୍ରାଉଣ୍ଡ ଜିରୋରେ ଓଟିଭି ଟିମ୍ ପହଞ୍ଚିଛନ୍ତି। ତ୍ରିଭାନ୍ଦ୍ରମ୍ରେ ଅଟକି ରହିଥିବା ବୁଣାକାରଙ୍କୁ ଟିମ୍ ଭେଟିଛନ୍ତି। ଓର୍ମାସ୍ ପକ୍ଷରୁ ମେଳାକୁ ଯାଇ ୧୧ଟି […]
ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ କମିଶନରେଟ ପୁଲିସ୍ ଆଜି ମୃତଦେହକୁ ଉଦ୍ଧାର କରିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପୁଲିସ୍ ସନ୍ଦେହ କରୁଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଉକ୍ତ ଯୁବକଙ୍କ ନିକଟରୁ ଟଙ୍କା ଓ ମୋବାଇଲ୍ ଜବତ ହୋଇଛି। ପୂର୍ବ […]
କୋଚି: ପ୍ରଳୟଙ୍କରୀ ବନ୍ୟା ପ୍ରକୋପରୁ ଏଯାଏ ନିସ୍ତାର ପାଇଁ ନାହାନ୍ତି କେରଳବାସୀ। କିଛି ଅଞ୍ଚଳରରେ ପାଣି କମୁଥିବାବେଳେ ଅନେକ ମୃତଦେହ ଉଦ୍ଧାର ହେଉଛି। ତ୍ରିସୁର ଓ ଚେନ୍ଗାନ୍ନୁରରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜୋରଦାର ଚାଲିଛି। ଇତି ମଧ୍ୟରେ କେନ୍ଦ୍ର ସରକାର କେରଳର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ଏକ ‘ଗୁରୁତର ପ୍ରାକୃତିକ ବିପର୍ଯ୍ୟୟ’ ବୋଲି ଘୋଷଣା କରିଛନ୍ତି। ସେହିପରି ଥିରୁଅନନ୍ତପୁରମ୍ର ଏକ ଗାଁରେ ଫସିଥିବା ପ୍ରାୟ ୬୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି। ବନ୍ୟା ଓ ବର୍ଷା […]
ଭୁବନେଶ୍ୱର: କଂଗ୍ରେସରେ ସାମିଲ ହେଲେ ନୀଳଗିରି ରାଣୀ ମନୋଜା ମଞ୍ଜରୀ ଦେବୀ ଏବଂ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ଓରଫ ମିଲି ପଣ୍ଡା। ଗତକାଲି ଏକ ବିଶାଳ ଶୋଭାଯାତ୍ରାରେ ନିଜ ସମର୍ଥକଙ୍କ ସହ କଂଗ୍ରେସ ଭବନରେ ପହଞ୍ଚି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ଓ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଉଭୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ମିଲି ରଣପୁର ନିର୍ବାଚନମଣ୍ଡଳୀରୁ ଆମ ଓଡ଼ିଶା […]