• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

bus driver
ମହଙ୍ଗା ପଡିଲା ମହିଳାଙ୍କୁ କମେଣ୍ଟ ମାରିବା

ବାଲେଶ୍ୱର : ମହଙ୍ଗା ପଡ଼ିଲା କମେଣ୍ଟ ମାରିବା। ବସ୍ ଚାଳକକୁ ମାଡ଼ ମାରିଲେ ମହିଳା ଓ ବସ୍ ଯାତ୍ରୀ।   ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ବଜାରରେ ଘଟଣା ଘଟିଛି। ଅଭିଯୋଗ ଅନୁସାରେ ଅାଶା ଗୋବିନ୍ଦ ବସ୍‌ର ଡ୍ରାଇଭର୍ ଜଣେ ମହିଳା ଯାତ୍ରୀଙ୍କୁ କମେଣ୍ଟ ମାରିଥିଲେ। ଏହା ପରେ ସେହି ମହିଳା ଜଣକ ବସ୍ ଡ୍ରାଇଭରଙ୍କୁ ଉତ୍ତମ ମଧ୍ୟମ ଦେଇଥିବା ଜଣାପଡ଼ିଛି। ତା ପରେ ବସ୍ ଯାତ୍ରୀମାନେ ବି ଡ୍ରାଇଭରକୁ ମାଡ଼ ମାରିଛନ୍ତି। ଏହି ଘଟଣାକୁ ନେଇ କିଛି ସମୟ […]

  • Tuesday, 20 July 2021
rahul gandhi
ଭୟଙ୍କର ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା ପାଇଁ ରାହୁଲଙ୍କ ନିବେଦନ

ନୂଆଦିଲ୍ଲୀ : କେରଳର ଭୟଙ୍କର ବନ୍ୟାକୁ ଜାତୀୟ ବିପତ୍ତି ଭାବେ ଘୋଷଣା କରିବାକୁ ଦାବି କରିଛନ୍ତି କଂଗ୍ରେସ ସଭାପତି ରାହୁଲ ଗାନ୍ଧି। କାଳବିଳମ୍ବ ନକରି ଏହାକୁ ଜାତୀୟ ବିପତ୍ତି ଘୋଷଣା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସେ ଦାବି କରିଛନ୍ତି। ୧୪ଟି ଜିଲ୍ଲା ମଧ୍ୟରୁ ୧୩ ଟି ଜିଲ୍ଲା ବନ୍ୟାରେ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ଯୁଅାଡ଼େ ଦେଖିବ ଖାଲି ପାଣି ଅାଉ ପାଣି। ଅଗଷ୍ଟ ୯ ତାରିଖରୁ ଅାରମ୍ଭ ହୋଇଥିବା ବର୍ଷା ଏବେ […]

  • Tuesday, 20 July 2021
kerala flood
କେରଳ ବନ୍ୟା ପାଇଁ ୫ଶହ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

ଥିରୁଅନନ୍ତପୁରମ୍‌: କେରଳ ବନ୍ୟା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଶହ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପ୍ରତି ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ଦିଆଯିବ। ଏହା ପୂର୍ବରୁ ଅଗଷ୍ଟ ୧୨ରେ ଗୃହମନ୍ତ୍ରୀ ରାଜନାଥ ସିଂ ୧୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ। ସେହିପରି ବିହାର […]

  • Tuesday, 20 July 2021
heavy rainfall
କାଲିଠାରୁ ପ୍ରବଳ ବର୍ଷା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ବର୍ଷାର ପରିମାଣ ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ପୁରୀ, ରାୟଗଡା, କନ୍ଧମାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କୋରାପୁଟ, ମାଲକାନଗିରି […]

  • Tuesday, 20 July 2021
imran khan
ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଇମ୍ରାନ୍ ଖାନ୍

ଇସ୍‌ଲାମାବାଦ୍‌: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଇମ୍ରାନ୍‌ ଖାନ୍‌ ଶପଥ ଗ୍ରହଣ କରିଛନ୍ତି। ୨୨ତମ ପ୍ରଧାନମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ଇସ୍‌ଲାମାବାଦ୍‌ରେ ଆଜି ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ମାମୁନ୍‌ ହୁସେନ୍‌ ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥଗ୍ରହଣ ଉତ୍ସବରେ ପୂର୍ବତନ କ୍ରିକେଟର୍ ତଥା ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ନଭଜୋତ ସିଂହ ସିଦ୍ଧୁ ଯୋଗ ଦେଇଥିଲେ। ସିଦ୍ଧୁଙ୍କ ପାକିସ୍ତାନ ଗସ୍ତକୁ ଅନେକ ଭାରତୀୟ ଗ୍ରହଣ କରି ପାରିନାହାନ୍ତି। ଏଥିପାଇଁ ସୋଶାଲ୍ […]

  • Tuesday, 20 July 2021
kerla
କେରଳରେ ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି

କେରଳ  : କେରଳରେ ଗମ୍ଭୀର ହେବାରେ ଲାଗିଛି ବନ୍ୟା ପରିସ୍ଥିତି। ବର୍ତ୍ତମାନ ସୁଦ୍ଧା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି। ଗତ ୧୦୦ ବର୍ଷ ମଧ୍ୟରେ ଏହା ସବୁଠାରୁ ଭୟଙ୍କର ବନ୍ୟା ବୋଲି କୁହାଯାଉଛି। ସ୍ଥିତି ଅନୁଧ୍ୟାନ ପାଇଁ ଅାଜି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟରେ ସେନାର ଯବାନଙ୍କ ସହ ଏନ୍‌ଡିଅାରଏଫ୍ ଓ ଅଗ୍ନିଶମ ବିଭାଗ ନିୟୋଜିତ ହୋଇଛନ୍ତି। ୧୪ଟି ଜିଲ୍ଲା ମଧ୍ୟରୁ ୧୩ଟି […]

  • Tuesday, 20 July 2021