• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Atishi Marlena
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ସାଜିଲେ ଭରତ, ରାମଙ୍କ ପାଇଁ ଛାଡ଼ିଲେ ଚୌକି

ଆଜି AAP ନେତ୍ରୀ ଆତିଶୀ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ଏ ସମୟରେ ମଧ୍ୟ ସେ ଅରବିନ୍ଦ କେଦ୍ରିୱାଲଙ୍କ ପ୍ରତି ଆନୁଗତ୍ୟ ପ୍ରଦର୍ଶନ କରିବାକୁ ଭୁଲି ନଥିଲେ ।

child pornography
ଚାଇଲ୍ଡ ପର୍ଣ୍ଣୋଗ୍ରାଫି ନେଇ ସୁପ୍ରିମ ରାୟ; ଦେଖିଲେ କିମ୍ୱା ଡାଉନ୍‌ଲୋଡ୍‌ କଲେ ଯିବେ ଜେଲ୍

ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କିମ୍ବା ଦେଖିବା POCSO ଅଧିନିୟମ ଅନୁଯାୟୀ ଅପରାଧ ।

rail track
ଟ୍ରେନ୍‌ ଦୁର୍ଘଟଣା ପାଇଁ ବଡ଼ ଷଡ଼ଯନ୍ତ୍ର ! ସିଲିଣ୍ଡର ପରେ ଟ୍ରାକ୍‌ରୁ ମିଳିଲା ଲୁହା ରଡ୍‌

କିଛିଦିନ ହେବ ଟ୍ରେନ୍‌କୁ ଟାର୍ଗେଟ୍ କରାଯାଉଛି। ରେଲୱେ ଟ୍ରାକ୍‌ରେ ସିଲିଣ୍ଡରଠାରୁ ଆରମ୍ଭ କରି ଡିଟୋନେଟର ପଡିଥିବା ଦେଖିବାକୁ ମିଳୁଛି। ଯାହାକି ପ୍ରମାଣିତ କରୁଛି ଯେ ଟ୍ରେନ୍ ଆଟାକ୍ ପାଇଁ ବଡ଼ ଷଡ଼ଯନ୍ତ୍ର ଚାଲିଛି।

Narendra Modi
‘ମେଡ୍ ଇନ୍ ଇଣ୍ଡିଆ ଆଜି ବିଶ୍ବର ସବୁଠୁ ବଡ଼ ବ୍ରାଣ୍ଡ’

ନରେନ୍ଦ୍ର ମୋଦି ଆହୁରି କହିଛନ୍ତି ଯେ, ଆପଣଙ୍କ ସ୍କିଲ, ଟ୍ୟାଲେଣ୍ଟର କୌଣସି ମୁକାବିଲା ନାହିଁ, ବିବିଧତା ସତ୍ତ୍ବେ ଆମେ ଏକ ହୋଇ ଆଗକୁ ବଢୁଛୁ । ଏହି ମୂଲ୍ୟବୋଧ ହିଁ ଆମକୁ ବିଶ୍ବବନ୍ଧୁ କରିଛି ବୋଲି କହିଛନ୍ତି ମୋଦି ।

Narendra Modi
ନ୍ୟୁୟର୍କରେ ଓଡ଼ିଆଙ୍କୁ ଭେଟିଲେ ମୋଦି, ରାତିରେ ପ୍ରବାସୀ ଭାରତୀୟଙ୍କୁ କରିବେ ସମ୍ବୋଧନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତି ନିକଟରେ ପାଇ ପ୍ରବାସୀ ଭାରତୀୟମାନେ ପିଏମଙ୍କ ସହ ସେଲଫି ନେବା ସହ ଖୁସି ପ୍ରକାଶ କରିଛନ୍ତି ।

Train accident
ପୁଣି ଏଡାଗଲା ବଡ଼ ଟ୍ରେନ ଅଘଟଣ; ରେଳ ଧାରଣାରୁ ମିଳିଲା ଗ୍ୟାସ ସିଲିଣ୍ଡର

ଉତ୍ତରପ୍ରଦେଶର ପ୍ରେମପୁର ରେଳଷ୍ଟସନ ନିକଟ ଧାରଣା ଉପରୁ ଗ୍ୟାସ ସିଲିଣ୍ଡର ଠାବ। ଏହା ଦେଖିବା ପରେ ଟ୍ରେନ ଅଟକାଇଲେ ମାଲବାହୀ ଟ୍ରେନର ଲୋକୋ ପାଇଲଟ୍। 

Atishi Takes Oath As Delhi Chief Minister
ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ

ସର୍ବକନିଷ୍ଠ ନେତ୍ରୀ ଭାବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ । ସ୍ୱାଧୀନ ଭାରତର ସପ୍ତଦଶ ମହିଳା ଭାବେ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ।

Modi
‘ମୋ ମା’ ରହୁଥିବା ଘର ଆପଣଙ୍କ କାର୍‌ଠୁ ବି ଛୋଟ’; ଓବାମାଙ୍କୁ କାହିଁକି ଏମିତି କହିଲେ ମୋଦି ?

୨୦୧୪ରେ ମୋଦି ଓ ବାରାକ୍ ଓବାମାଙ୍କ ସାକ୍ଷାତକାର ସମୟର ଏକ ବିଶେଷ ଘଟଣା ସେୟାର କରିଛନ୍ତି ପୂର୍ବତନ ବୈଦେଶିକ ସଚିବ ତଥା ବର୍ତ୍ତମାନର ଆମେରିକାରେ ଥିବା ଭାରତୀୟ ରାଷ୍ଟ୍ରଦୂତ ବିନୟ କ୍ୱାତ୍ରା।

Amar preet Singh
ବାୟୁ ସେନା ମୁଖ୍ୟ ହେଲେ ଏୟାର ମାର୍ଶଲ ଅମରପ୍ରୀତ ସିଂ

ଏବେ ବାୟୁ ସେନା ମୁଖ୍ୟ ଅଛନ୍ତି ଏୟାର ମାର୍ଶଲ ବିବେକ ରାମ ଚୌଧୁରୀ ।

Tirupati laddu
କେମିତି ତିଆରି ହୁଏ ତିରୁପତି ଲଡ଼ୁ, କେଉଁଠୁ ଆସେ କଞ୍ଚା ମାଲ୍ ?

ବର୍ଷକୁ ୬୧୦୦ ଟନ୍‌ ଘିଅ, ୧୪ ଟନ୍‌ ଚିନି, ୯୨୦୦ ଟନ୍‌ ବେଙ୍ଗଲ ଗ୍ରାମ୍, ୪୬୮୦ ଟନ୍‌ର ସୋନା ମସୁର ଡାଲି ଏବଂ ଅନ୍ୟ ଉପାଦନ ଯେମିତିକି କାଜୁ, କିଶମିଶ, ଗୁଜୁରାତି, ବେସନ, ଇଲାଇଚି ଓ ସୂର୍ଯ୍ୟମୁଖୀ ତେଲ ।

  • Saturday, 21 September 2024
Gold Price Today
Gold Price Today 20th September 2024: ପାର୍ବଣ ଋତୁରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଜାଣନ୍ତୁ କେତେ...

Gavisiddeshwara Swamiji
ଛାଡ଼ପତ୍ର ପାଇଁ କୋର୍ଟ ଆସିଥିଲେ ଦମ୍ପତି; ଜଜ୍‌ କହିଲେ, ପ୍ରଥମେ ସ୍ୱାମିଜୀଙ୍କୁ ଭେଟ...

ଆଜିକାଲି ସାମାନ୍ୟ ଘଟଣାକୁ ନେଇ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଛି। ଏପରିକି ଛାଡପତ୍ର ଯାଏଁ କଥା ଚାଲିଯାଉଛି। ହେଲେ ବିବାହକୁ ବଞ୍ଚାଇବା ପାଇଁ କର୍ଣ୍ଣାଟକ ହାଇକୋର୍ଟ ଏପରି ପରାମର୍ଶ ଦେଇଛନ୍ତି ଯାହା ଆପଣଙ୍କୁ ବି ଆଶ୍ଚର୍ଯ୍ୟ କରିବ।

  • Saturday, 21 September 2024
  • Divorce
atishi-marlena
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶି; ସମ୍ଭାଳିବେ ଦିଲ୍ଲୀ ଶାସନ ଗାଦି

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ୍ ଆଦମୀ ପାର୍ଟିର ଫାୟାରବ୍ରାଣ୍ଡ୍ ନେତ୍ରୀ ଆତିଶି ମାର୍ଲେନା। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶି।

Tirupati Laddu row
ତିରୁପତି ବାଲାଜୀଙ୍କ ପ୍ରସାଦରେ ମିଶୁଛି କି ପଶୁ ଚର୍ବି ?

ଆନ୍ଧ୍ରପ୍ରଦେଶ ତିରୁପତି ତିରୁମାଳା ଭେଙ୍କଟେଶ୍ୱର ମନ୍ଦିରରେ ପ୍ରସ୍ତୁତ ପବିତ୍ର ଲଡୁ ପ୍ରସାଦରେ ପଶୁ ଚର୍ବିର ଘିଅ । ରାଜ୍ୟରେ ବର୍ତ୍ତମାନ କ୍ଷମତାରେ ଥିବା ଟିଡିପି ନେତୃତ୍ୱାଧୀନ ସରକାର ଏଭଳି ସାଙ୍ଘାତିକ ଅଭିଯୋଗ ଆଣିବା ପରେ ଏବେ ସାରା ଦେଶରେ ଏ ବିବାଦକୁ ନେଇ ଚର୍ଚ୍ଚା । 

Tirupati Laddu row
ହିନ୍ଦୁଙ୍କ ଧର୍ମୀୟ ଭାବନା ପ୍ରତି ଶକ୍ତ କୁଠାରଘାତ: ତିରୁପତି ବାଲାଜୀଙ୍କ ପ୍ରସାଦରେ ମିଶୁଛି କି ପଶୁ ଚର୍ବି ? 

ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀଙ୍କ ବିଶ୍ବବ୍ୟାପୀ ଅଗଣିତ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମନରେ ଗଭୀର ଆଘାତ। ସତରେ କଣ ତିରୁପତି ବାଲାଜୀଙ୍କ ପ୍ରସାଦ ତିଆରିରେ ବ୍ୟବହାର ହେଉଛି ପଶୁଙ୍କ ଚର୍ବିରୁ ପ୍ରସ୍ତୁତ ଘିଅ ? 

I Phone 16
iPhone କ୍ରେଜ୍ ! ଫାଷ୍ଟ ଏଣ୍ଟ୍ରି ପାଇଁ ଷ୍ଟୋର ବାହାରେ ଧାଡ଼ିରେ ୨୧ ଘଣ୍ଟା

ଏହି ଘଟଣା ମୁମ୍ବାଇରୁ ସାମ୍ନାକୁ ଆସିଛି । ଖାଲି ୨୧ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇଛନ୍ତି ତାହା ନୁହେଁ ।

  • Friday, 20 September 2024
  • IPhone
PM Modi Buys Lord Jagannath Statue
ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି କିଣିଲେ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର ୱାର୍ଦ୍ଧାରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି କିଣିଲେ ମୋଦି । ‘ପିଏମ୍ ବିଶ୍ବକର୍ମା’ ପ୍ରଦର୍ଶନୀରେ କିଣିଲେ ପ୍ରତିମୂର୍ତ୍ତି

iphone
ଆରମ୍ଭ ହେଲା ଆଇଫୋନ୍‌ ୧୬ ସିରିଜ୍‌ର ବିକ୍ରି, ଆପଲ୍‌ ଷ୍ଟୋର ବାହାରେ ପ୍ରବଳ ଭିଡ଼

ଆପଲ୍‌ ଷ୍ଟୋର ଖୋଲିବା ମାତ୍ରେ ଆଇଫୋନ୍‌ ୧୬ କିଣିବା ପାଇଁ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।

  • Friday, 20 September 2024
  • IPhone
Gold Price Today
Gold Price Today 20th September 2024: ଭୁବନେଶ୍ୱରରେ କମିଛି ସୁନା ଦର,କିଣିବା ପୂର୍ବରୁ ଜାଣି ନିଅନ୍ତୁ ଦାମ୍

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଜାଣନ୍ତୁ କେତେ...

protest
ଆନ୍ଦୋଳନରୁ ହଟିବେ ଜୁନିୟର ଡାକ୍ତର, ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ

ପଶ୍ଚିମବଙ୍ଗ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି । ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ ଡାକ୍ତର । ଅଭୟାକୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିଲେ

Tirupati laddoos
ତିରୁପତି ତିରୁମାଲା ପ୍ରସାଦକୁ ନେଇ ହଇଚଇ: ଲଡୁ ପାଇଁ ବ୍ୟବହୃତ ଘିଅରେ ଚର୍ବି ଅଂଶ ଠାବ !

ତିରୁମାଲା ପ୍ରସାଦରେ ପଶୁ ଚର୍ବି ମିଶୁଥିବା ଅଭିଯୋଗକୁ ନେଇ ଆନ୍ଧ୍ରପ୍ରଦେଶରେ ହଇଚଇ। ଲଡ଼ୁ ପାଇଁ ବ୍ୟବହୃତ ଘିଅରେ ବିଫ୍ ଚର୍ବି ଓ ମାଛ ତେଲ ମିଶା ଯାଉଥିବା ନେଇ ଶାସକ ଟିଡିପିର ଅଭିଯୋଗ।

Diesel Car
ଭାରତରେ ଆଉ ବିକ୍ରି ହେବନି ଡିଜେଲ୍ କାର !

ସରକାରଙ୍କ ଏହି ପ୍ରସ୍ତାବ କେବଳ ସେହି ସହରଗୁଡିକରେ କାର୍ଯ୍ୟକାରୀ ହେବ ଯେଉଁଠାରେ ପ୍ରଦୂଷଣ ସ୍ତର ଅଧିକ ଏବଂ ଜନସଂଖ୍ୟା ୧୦ ଲକ୍ଷରୁ ଅଧିକ ।

Gold Price Today
Gold Price Today 19th September 2024: ଆଜି କମିଛି ସୁନା ଦର,ଜଲ୍‌ଦି କିଣନ୍ତୁ ସୁନା ଅଳଙ୍କାର

ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଜାଣନ୍ତୁ କେତେ...

One Nation One Election
ୱାନ୍ ନେସନ୍ ୱାନ୍ ଇଲେକ୍ସନକୁ କ୍ୟାବିନେଟ୍ ମଂଜୁରୀ

ଦେଶରେ ଦୁଇଟି ପର୍ଯ୍ୟାୟରେ ହେଉ ନିର୍ବାଚନ। ପ୍ରଥମେ ଏକକାଳୀନ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ତାର ଶହେ ଦିନ ଭିତରେ ସମସ୍ତ ପୌରାଞ୍ଚଳ ଏବଂ ପଂଚାୟତ ନିର୍ବାଚନ କରାଯାଉ।

One Nation One Election
ୱାନ୍ ନେସନ୍ ୱାନ୍ ଇଲେକ୍ସନକୁ କ୍ୟାବିନେଟ୍ ମଂଜୁରୀ, ଶୀତ ଅଧିବେଶନରେ ଉପସ୍ଥାପନ ହେବ ବିଲ୍

ଦେଶରେ ଦୁଇଟି ପର୍ଯ୍ୟାୟରେ ହେଉ ନିର୍ବାଚନ। ପ୍ରଥମେ ଏକକାଳୀନ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ତାର ଶହେ ଦିନ ଭିତରେ ସମସ୍ତ ପୌରାଞ୍ଚଳ ଏବଂ ପଂଚାୟତ ନିର୍ବାଚନ କରାଯାଉ।