ପ୍ରତୀକ୍ଷାର ଅନ୍ତ। ଘୋଷଣା ହୋଇଛି ବହୁ ପ୍ରତୀକ୍ଷିତ ସାଧାରଣ ନିର୍ବାଚନ ତାରିଖ। ଏପ୍ରିଲ୍ ୧୯ରୁ ଜୁନ୍ ୧ ମଧ୍ୟରେ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ।
ଯିଏ ଦେଖୁଥିଲା ସିଏ ପଚାରୁଥିଲା, ଏଠି କୌଣସି ଫିଲ୍ମର ସୁଟିଂ ଚାଲିଛି କି । କାରଣ ଦୃଶ୍ୟ ହିଁ କିଛି ଏମିତି ଥିଲା । ଗୋଟେ କୁକୁର ପାଟିରେ ଛିଣ୍ତା ହାତ ଧରି ହସ୍ସିଟାଲ ପରିସରରେ ବୁଲୁଥିଲା । ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କିଙ୍ଗ ଜର୍ଜ ମେଡିକାଲ ୟୁନିଭରସିଟିରେ ।
ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ।
୨୦୨୪ର ସାଧାରଣ ନିର୍ବାଚନ ଲାଗି ଆଜି ବିଗୁଲ ବଜାଇଲେ ନିର୍ବାଚନ କମିଶନ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର।
ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା। ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର।
ଫିଲ୍ମଗୁଡ଼ିକ ଭଲ ବ୍ୟବସାୟ କରିବାରେ ଏହା ସହଯୋଗ ହେବ । ତେଣୁ ଏହି ଅନଲାଇନ୍ ସାର୍ଟିଫିକେଟ୍ ପ୍ରଦାନ ପ୍ରକ୍ରିୟାକୁ ଆପଣାଇବା ପାଇଁ ଚେଷ୍ଟା କରନ୍ତୁ ।
ଜାଣି ଆପଣ ବି ନିଶ୍ଚୟ ଗର୍ବ ଅନୁଭବ କରିବେ । ଆମ ଭାରତ ବି କିଛି କମ୍ ନୁହେଁ । କରେନ୍ସି ତାଲିକାରେ ଭାରତର ମୁଦ୍ରା ଦାମ୍ କେତେ ରହିଛି ଆସନ୍ତୁ ଜାଣିବା...
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୬,୧୦୦ ଟଙ୍କା ହୋଇଛି।
ମୃତଦେହକୁ ଖଣ୍ଡ ଖଣ୍ଡ କରି ପେଟିରେ ଓ ଫ୍ରିଜରେ ଭର୍ତ୍ତି କରି ନାବାଳିକାକୁ ଅପହରଣ କରି ଫେରାର ହୋଇଯାଇଛି। ଏପରି ଏକ ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି।
ପିଇବା ପାଣିରେ ଘୋର ଅଭାବ । ଲୋକଙ୍କୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଉଛି ପ୍ରଶାସନ ।
୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା କାଉଣ୍ଟଡାଉନ୍ ଆରମ୍ଭ। ଆସନ୍ତାକାଲି ଅପରାହ୍ନ ୩ଟାରେ ବିସ୍ତୃତ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ ECI।
୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା କାଉଣ୍ଟଡାଉନ୍ ଆରମ୍ଭ। ଆସନ୍ତାକାଲି ଅପରାହ୍ନ ୩ଟାରେ ବିସ୍ତୃତ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ ECI।
ଆଜି ନାଗପୁରରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭଗବତ ଅଖିଳ ଭାରତୀୟ ପ୍ରତିନିଥି ସଭାର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ବାର୍ଷିକ ‘ଶିକ୍ଷା ବର୍ଗ’ରେ ନାମ ଓ ଫର୍ମାଟ୍ ବଦଳାଇଲା RSS...
ପୁଣି ଥରେ ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାମ । ପୁଣି ଅଭିଭୁତ କଲା ଭଳି ବିଶାଳ ମନ୍ଦିରର ନିଖୁଣ ନିର୍ମାଣ ଶୈଳୀ କରାଯାଉଛି ।
ବାପା ତାଙ୍କର ସୁପ୍ରିମ କୋର୍ଟର ରୋଷେୟା। ସୁଖ ସ୍ୱାଚ୍ଛନ୍ଦ୍ୟର ପରିଧି ହୁଏତ ତାଙ୍କ ପାଇଁ ସ୍ୱଳ୍ପ। ତଥାପି ସେ ସ୍ୱପ୍ନ ଦେଖିଛନ୍ତି। ଆକାଶରେ ଉଡିବାର ଦମ୍ଭ ବାନ୍ଧିଛନ୍ତି। ପାଠ ପଢିଛନ୍ତି, ଭଲ ପଢିଛନ୍ତି। ଯେଉଁଥିପାଇଁ ଉଚ୍ଚ ଶିକ୍ଷା ଲାଗି ବିଦେଶରୁ ପାଇଛନ୍ତି ସ୍କଲାରସିପ୍। ଆଉ ଏ ଖୁସିକୁ ଦ୍ବିଗୁଣିତ କରିଛି ଦେଶର ପ୍ରମୁଖ ବିଚାରପତି ଡି ୱାଇ ଚନ୍ଦ୍ରଚୂଡଙ୍କ ଆଶିର୍ବାଦ। ଯାହା ଏବେ ଚର୍ଚ୍ଚାର ବିଷୟା ପାଲଟିଛି।
ସର୍ଭେ ପ୍ୟାନେଲ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ମେଘା ଇଞ୍ଜିନିୟରିଂ ଏବଂ ଇନଫ୍ରାଷ୍ଟ୍ରକଚର ଲିମିଟେଡ୍ ୯୬୬କୋଟି ଟଙ୍କା ଦାନ କରିଛି। ହାଇଦ୍ରାବାଦର ଏହି କମ୍ପାନୀ ବର୍ତ୍ତମାନ ଅନେକ ଭିତ୍ତିଭୂମି ପ୍ରକଳ୍ପରେ କାର୍ଯ୍ୟ କରୁଛି।
ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏ ଉପରେ ଶୁଣାଣି କରିଥିଲେ।
କାଲି ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା ହେବା ନେଇ ସୂଚନା ମିଳିଛି।
ଗତ ମଙ୍ଗଳବାର ଏହି ତଥ୍ୟ SBI ଦାଖଲ କରିବା ପରେ, ଏହାକୁ ୧୫ ତାରିଖ ସୁଦ୍ଧା ସାର୍ବଜନୀନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହାକୁ ଯେମିତି ମିଳିଥିଲା ସେମିତି ପ୍ରକାଶ କରାଯାଇଛି ବୋଲି ଦର୍ଶାଇଛି ECI ।
ପ୍ରଧାନମନ୍ତ୍ରୀ ମୋଦି ମମତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ନିଯୁକ୍ତ ହେଲେ ୨ ନିର୍ବାଚନ କମିଶନର । ୨ IASଙ୍କୁ ନିର୍ବାଚନ କମିଶନର୍ ଭାବେ ମିଳିଲା ନିଯୁକ୍ତ। ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ନୂଆ ନିର୍ବାଚନ କମିଶନର ।
ଶସ୍ତା ହେଲା ପେଟ୍ରୋଲ୍ ଓ ଡିଜେଲ୍ । ଲିଟର ପିଛା ୨ ଟଙ୍କା ଶସ୍ତା କଲେ କେନ୍ଦ୍ର ସରକାର । ସୋସିଆଲ୍ ମିଡ଼ିଆ Xରେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀଙ୍କ ସୂଚନା ।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଇଲେକ୍ଟୋରାଲ୍ ବଣ୍ଡ ତଥ୍ୟକୁ ସାର୍ବଜନୀନ କଲା ଭାରତୀୟ ନିର୍ବାଚନ କମିଶନ। SBI ପକ୍ଷରୁ ଦାଖଲ ହୋଇଥିବା ଡାଟା ପ୍ରକାଶ କଲେ...
ପୁଣି ବଞ୍ଚିବେ କି ସାଧ୍ୱୀ ଆଶୁତୋଷମ୍ବରୀ ? ଜୀବନ୍ତ ଫେରିବା ନେଇ ଆଶା ରଖିଛନ୍ତି ଅନୁଗାମୀ...୪୫ ଦିନ ହେଲା ସମାଧି ନେଲେଣି ସାଧ୍ୱୀ ଆଶୁତୋଷମ୍ବରୀ...
ଭାବନ୍ତୁ ତ, ଗୋଆ ଯାଇଥିବେ ବୁଲିବାକୁ । ଭରପୂର ମଜାମସ୍ତି କରୁଥିବେ । ଏହି ସମୟରେ କୌଣସି ଏକ କାରଣରୁ ଆପଣଙ୍କର ଆଇଫୋନଟି ଚୋରି ହୋଇଯିବ । ତେବେ ଆପଣ କ’ଣ କରିବେ କହିଲେ ।