• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

newhundred
ବଜାରକୁ ଅାସିବ ନୂଅା ଶହେ ଟଙ୍କିଅା ନୋଟ୍

ନୂଆଦିଲ୍ଲୀ : ଖୁବ୍ ଶୀଘ୍ର ବଜାରକୁ ଅାସିବ ନୂଅା ଶହେ ଟଙ୍କିଅା ନୋଟ୍। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ହେବାକୁ ଥିବା ଏହି ନୂତନ ଶହେ ଟଙ୍କିଅା ନୋଟ୍ ବାଇଗଣି ରଙ୍ଗର ରହିବ। RBI ପକ୍ଷରୁ ଏହାର ଫଟୋ ଜାରି କରାଯାଇଛି। ନୂଅା ନୋଟ୍ ଅାସିଲେ ବି ପୁରୁଣା ଶହେ ଟଙ୍କିଅା ନୋଟ୍ ପ୍ରଚଳନ ରହିବ। ନୂଅା ନୋଟ୍ ପୁରୁଣା ନୋଟ୍‌ରୁ ସାମାନ୍ୟ ଛୋଟ ଏବଂ ୧୦ ଟଙ୍କିଅାଠୁ ସାମାନ୍ୟ ବଡ଼ ରହିବ। ନୂଅା ଶହେ ଟଙ୍କିଅା […]

  • Monday, 19 July 2021
hanging
କାଲି ଦିଆଯିବନି ନିର୍ଭୟା ଦୋଷୀଙ୍କୁ ଫାଶୀ

ନୂଆଦିଲ୍ଲୀ :  ଶେଷରେ ଯାହା ଆଶା କରାଯାଉଥିଲା ତାହା ହିଁ ହେଲା । ଆସନ୍ତାକାଲି ଦିଆଯିବନି ନିର୍ଭୟା ଦୋଷୀଙ୍କୁ ଫାଶୀ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଫାଶୀ ଟାଳିଦେଇଛନ୍ତି ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟ। ଆସନ୍ତାକାଲି ଫାଶୀ ଦେବାକୁ ଦିନ ଧାର୍ଯ୍ୟ ହୋଇଥିଲା । କିନ୍ତୁ ତାହାକୁ ଘୁଞ୍ଚାଇ ଦେଇଛନ୍ତି ପଟିଆଲା ହାଉସ୍‌ କୋର୍ଟ । ତେବେ କେବେ ଫାଶୀ ଦିଆଯିବ ସେ ନେଇ ଦିନ ଧାଯ୍ୟ ହୋଇନାହିଁ । ଦୋଷୀଙ୍କ ଆଇନଗତ ଦିଗ ବାକି ଥିବାରୁ […]

  • Monday, 19 July 2021
vlcsnap-error813
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ମାଲକାନଗିରି: ନକ୍ସଲ ପ୍ରବଣ ଅଞ୍ଚଳରେ ଜଣେ ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ। ଯନ୍ତ୍ରଣାରେ ପୀଡ଼ିତ ଜଣେ ଆଦିବାସୀ ମହିଳାଙ୍କୁ ଭାରବାଡ଼ିରେ ବୋହି ଦୀର୍ଘ ୧୦ କିଲୋମିଟର କାଦୁଅ ରାସ୍ତାରେ ନେଲେ ଆଇଟିବିପି ଯବାନ। ମାଲକାନଗିରି ଛତିଶଗଡ଼ ସୀମାନ୍ତ କୋଣ୍ଡାଗା ଓ ଜିଲ୍ଲାରେ ଦେଖିବାକୁ ମିଳିଛି। ଯବାନଙ୍କ ଏଭଳି ପ୍ରଂଶସନୀୟ କାର୍ଯ୍ୟ ୪୧ ବାଟାଲିୟନ ଆଇଟିବିପି କ୍ୟାମ୍ପରୁ ଯବାନମାନେ ଅପରେସନ୍ ଲାଗି ହାଉଡ଼ି ଜଙ୍ଗଲକୁ ଯାଉଥିଲେ। ଏହି ସମୟରେ ୮ ଦିନ ତଳେ ଶିଶୁପୁତ୍ରକୁ ଜନ୍ମ ଦେଇଥିବା […]

  • Monday, 19 July 2021
mao3
ଛତିଶଗଡ଼ ଦନ୍ତେଓ୍ୱାଡ଼ାରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ଛତିଶଗଡ଼: ଦନ୍ତେଓ୍ୱାଡ଼ାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ତିମେନାର ଜଙ୍ଗଲରେ ପୋଲିସ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୪ ପୁରୁଷ ମାଓବାଦୀ ଅଛନ୍ତି। ଏଥିସହ ଘଟଣାସ୍ଥଳରୁ ୨ଟା ଇନସାସ୍, ୨ଟା ଥ୍ରୀ ନଟ୍ ଥ୍ରୀ ଓ ଗୋଟିଏ ଦେଶୀ ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏବେ ବି ପୋଲିସ-ମାଓବାଦୀ ଗୁଳି ବିନିମୟ ଜାରି ରହିଥିବା ସୂଚନା ଦେଇଛନ୍ତି […]

  • Monday, 19 July 2021
Capture
ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗ: ବିଜେଡି ପକ୍ଷରୁ ହ୍ୱିପ୍ ଜାରି

ନୂଆଦିଲ୍ଲୀ: ବିଜେଡି ପକ୍ଷରୁ ହ୍ୱିପ୍ ଜାରି ହୋଇଛି। ସମସ୍ତ ଦଳୀୟ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ୍ ଜାରି କରିଛି ବିଜେଡି। ଆସନ୍ତାକାଲି ସଂସଦରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଗୃହରେ ନିଷ୍ପତ୍ତି ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବିଜେଡି ସଂସଦୀୟ ଦଳ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ଗୋଟିଏ ପଟେ ସ୍ୱତନ୍ତ୍ର ରାଜ୍ୟପାହ୍ୟା ନେଇ ବିଜେଡି ବାଚସ୍ପତିଙ୍କୁ ଧ୍ୟାନ ଆକର୍ଷଣକାରୀ ନୋଟିସ୍ ଦେଇଛି। ଅନ୍ୟପକ୍ଷେ ଦଳ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରି ବିରୋଧୀ ଦଳଙ୍କ […]

  • Monday, 19 July 2021
vlcsnap-error553
ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଋଷିକେଶ ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଯାଉଥିବା ସମୟରେ ଏକ ଯାତ୍ରୀବାହୀ ବସ ୨୫୦ ମିଟର ତଳକୁ ଖସିପଡ଼ିଛି। ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଓ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।  ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ବସରେ ପାଖାପାଖି ୨୫ ଜଣ ଯାତ୍ରୀ ଥିବା ଜଣାପଡିଛି।  ଆହତମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ହେଲିକପ୍ଟର ବ୍ୟବସ୍ଥା […]

  • Monday, 19 July 2021
love
ରାତିରେ ପ୍ରେମିକାଙ୍କ ଘରକୁ ଯିବା ମହଙ୍ଗା ପଡ଼ିଲା ...

ଅନୁଗୋଳ(ବିରଜା ଦାସ) : ବିବାହିତ ହୋଇ ପୁଣି ଚୋରାପ୍ରୀତି କରିବା ମହଙ୍ଗା ପଡ଼ିଛି । ଏମିତି ଏକ ଘଟଣା ଘଟିଛି ଅନୁଗୁଳରେ।ରାତି ଅଧରେ ପ୍ରେମିକା ଘରକୁ ଯାଇଥିବା ବେଳେ ହୋଇଛି ଛୁରା ମାଡ଼।  ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅଞ୍ଚଳରେ ଗତକାଲି ଘଟିଥିବା ଏପରି ଘଟଣାରେ ଗୁରୁତର ଯୁବକଜଣକ ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ହଣ୍ଡପା ଥାନା ବଡ଼ହୁଲା ଗାଁର ବନମାଳି ଗୋଛାୟତଙ୍କ ପୁଅ ଅଜିତ ଗୋଛାୟତ ଜରପଡ଼ାରେ ଏକ ଘରୋଇ […]

  • Monday, 19 July 2021
bus
ମିଳିଲା ୪ ମୃତକଙ୍କ ପରିଚୟ , ଏବେ ବି ବସ୍ ଭିତରେ କିଛି ଯାତ୍ରୀ ଫସି ରହିଛନ୍ତି

ଗଞ୍ଜାମ : ଘାଟିରୁ ଖସିଲା ଯାତ୍ରୀବାହୀ ବସ୍ । ୭ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା । ଗଂଜାମ ଜିଲ୍ଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୭ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଦିଗପହଣ୍ଡି ମେଡିକାଲରେ ୫ ଜଣଙ୍କ ମୃତଦେହ ପହଞ୍ଚିଛି । ଏହାସହ ୩୦ରୁ ଅଧିକ ଆହତ ମେଡିକାଲ୍‌ରେ ପହଞ୍ଚିଛନ୍ତି । ମୃତାହତଙ୍କ ପରିବାରଲୋକେ ମେଡିକାଲ୍‌ରେ ଆସି ପହଞ୍ଚିଛନ୍ତି। ଘଟଣାସ୍ଥଳରେ କାନ୍ଦ ବୋବାଳିରେ […]

  • Monday, 19 July 2021
mig
ମିଗ୍-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ହିମାଚଳ ପ୍ରଦେଶ : ଖସି ପଡ଼ିଲା ଆଉ ଏକ ମିଗ୍ ଯୁଦ୍ଧ ବିମାନ। ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲ୍ଲାରେ ପଟ୍ଟା ଜାତିୟାନ ନିକଟରେ ଏକ ମିଗ୍-୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମିଗ୍ ବିମାନଟି ପଞ୍ଜାବ ପଠାନକୋଟ ଏୟାରବେସ୍‌ରୁ ଉଡ଼ାଣ କରିଥିଲା। ରୁଟିନ୍ ଉଡ଼ାଣ ସମୟରେ ଦିନ ଗୋଟାଏ ବାଜି ୨୧ ମିନିଟରେ ବିମାନଟି ଦୁର୍ଘଟଣାର ଶିକାର ହୋଇ ପୁରା ଅଗ୍ନି ପିଣ୍ଡୁଳାରେ ପରିଣତ ହୋଇ ଖସି ପଡ଼ିଥିଲା। ପାଇଲଟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାର କାରଣ ଜାଣିବା […]

  • Monday, 19 July 2021
mitra
ବିଜେପି ଛାଡ଼ିଲେ ଚନ୍ଦନ ମିତ୍ର

ନୂଆଦିଲ୍ଲୀ :  ବିଜେପି ଛାଡ଼ିଲେ ବରିଷ୍ଠ ନେତା ଚନ୍ଦନ ମିତ୍ର। ସେ ତାଙ୍କ ଇସ୍ତଫା ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି । ବିଜେପି ଛାଡ଼ି ସେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରେ ଯୋଗ ଦେବା ନେଇ ଜୋରଦାର ଚର୍ଚ୍ଚା ହେଉଛି। ଏମିତିକି ଅାସନ୍ତା ଶନିବାର ଦିନ ସେ ଟିଏମ୍‌ସିରେ ଯୋଗ ଦେବାର ସମ୍ଭାବନା ରହିଛି। ଜଣେ ବରିଷ୍ଠ ସାମ୍ବାଦିକ ଭାବେ ଜଣାଶୁଣା ଚନ୍ଦନ ମିତ୍ର ୨୦୦୩ରୁ ୨୦୦୬ ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ଥିଲେ। ଏହା […]

  • Monday, 19 July 2021
Parliament (1)
ସଂସଦର ମୌସୁମୀ ଅଧିବେଶନ ଅାରମ୍ଭ

ନୂଆଦିଲ୍ଲୀ : କେନ୍ଦ୍ରରେ କ୍ଷମତାରେ ଥିବା ଏନ୍‌ଡିଏ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଅାଣିଛନ୍ତି ବିରୋଧୀ। ଟିଡିପି, ଏନ୍‌ସିପି ଓ କଂଗ୍ରେସ ଏନ୍‌ଡିଏ ସରକାର ବିରୋଧରେ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଅାଣିଛନ୍ତି। ଏହି ପ୍ରସ୍ତାବକୁ ବାଚସ୍ପତି ସୁମିତ୍ରା ମହାଜନ ଗ୍ରହଣ କରିଛନ୍ତି। ତା ଉପରେ ଅାସନ୍ତା ଶୁକ୍ରବାର ଲୋକସଭାରେ ଅାଲୋଚନା ହେବ। ରାଜ୍ୟସଭାରେ ଅାସନ୍ତା ସୋମବାର ଅାଲୋଚନା ହେବ। ଗତ ଅଧବେଶନରେ ମଧ୍ୟ ଟିଡିପି ଏନଡିଏ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଅାଣିଥିଲା। କିନ୍ତୁ ତା ଉପରେ […]

  • Monday, 19 July 2021
cm
ମନୋଜ ଦାସଙ୍କୁ ଭେଟି ସମ୍ମାନିତ କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ: ଓଡ଼ିଆ ଓ ଇଂରାଜୀ ଭାଷାରେ ବହୁ ଉଚ୍ଚକୋଟୀର ସାହିତ୍ୟ ସୃଷ୍ଟି କରି ସଦ୍ୟ ପଦ୍ମ ଭୂଷଣ ପାଇଁ ମନୋନୀତ ମନୋଜ ଦାସଙ୍କୁ ଆଜି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ ଭେଟିଛନ୍ତି। ମଙ୍ଗଳବାର ନାରାୟସାମୀ ମନୋଜ ଦାସଙ୍କୁ ଭେଟିବା ସହ ତାଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରିଛନ୍ତି। ସାହିତ୍ୟ ଓ ଶିକ୍ଷା ବିଭାଗରେ ପଦ୍ମଭୂଷଣ ପାଇଁ ମନୋନୀତ ମନୋଜ ଦାସ ପୂର୍ବରୁ ପଦ୍ମଶ୍ରୀ ପାଇସାରିଛନ୍ତି। ଆଜି ନାରାୟଣସାମୀ ତାଙ୍କୁ ଭେଟିବା ଅବସରରେ ଶିକ୍ଷାମନ୍ତ୍ରୀ ଆର କମଲାକର୍ଣ୍ଣନ୍ ଏବଂ ମୁଖ୍ୟମନ୍ତ୍ରୀଙ୍କ […]

  • Monday, 19 July 2021
telengana
ବିଧାନ ପରିଷଦ ପାଇଁ ତେଲେଙ୍ଗାନା ଓ ବିହାରରୁ ଅନୁଧ୍ୟାନ ସାରି ଫେରିଲା ଟିମ୍

ଭୁବନେଶ୍ୱର : ବିଧାନ ପରିଷଦ ଗଠନ ପାଇଁ ପାଇଁ ୨ଟି ରାଜ୍ୟ ଅନୁଧ୍ୟାନ କରି ଫେରିଲା ସ୍ୱତନ୍ତ୍ର ଅନୁଧ୍ୟାନ କମିଟି।  ତିନିଜଣିଆ ଟିମ୍ ବିହାର ଓ ତେଲେଙ୍ଗାନା ଯାଇ ସେମାନଙ୍କ ବିଧାନ ପରିଷଦ ଗଠନ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି।  ଏନେଇ ରାଜ୍ୟସରକାରଙ୍କୁ ଖୁବଶୀଘ୍ର ରିପୋର୍ଟ ଦିଅାଯିବ ବୋଲି କମିଟିର ଅଧ୍ୟକ୍ଷ ନୃସିଂହ ସାହୁ କହିଛନ୍ତି। ତେଲେଙ୍ଗାନାରେ ଯେପରି ରିଜୋଲ୍ୟୁସନ୍ ପାସ୍ ହେଲା, ସେହି ଅାଧାରରେ ରିଜୋଲ୍ୟୁସନ ଅାସିପାରେ ବୋଲି ସେ ସୂଚନା ଦେଇଛନ୍ତି। ପରିବହନ ମନ୍ତ୍ରୀ ନୃସିଂହ […]

  • Monday, 19 July 2021
nirmala -1
ବଦଳିବ ଟାକ୍ସ ସ୍ଲାବ୍ ନା ମିଳିବ ରିହାତି ; ତାକୁ ନେଇ ବଢୁଛି ଉତ୍କଣ୍ଠା

ନୂଆଦିଲ୍ଲୀ :  ଦେଶର ଅର୍ଥ ବ୍ୟବସ୍ଥା ଘଡ଼ସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିବା ବେଳେ, ଆଉ ୩ ଦିନ ପରେ ସଂସଦରେ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ନିଜ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ରେ ଅର୍ଥମନ୍ତ୍ରୀଙ୍କ ଫୋକସ୍‌ରେ ରହିବ କେଉଁ ସବୁ ସେକ୍ଟର ? ଦେଶର ଧିମା ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣିବାକୁ କେଉଁ ରଣନୀତି ଆପଣାଇବେ ନିର୍ମଳା ? ଅନୁମାନ କରାଯାଉଛି, ଆସନ୍ନ ବଜେଟ୍‌ରେ ରିୟଲ୍ ଇଷ୍ଟେଟ୍ ଓ […]

  • Monday, 19 July 2021