• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

ram nath kovind
ରାଷ୍ଟ୍ରପତିଙ୍କ ବିମାନ ଉଡ଼ାଣ ଉପରେ ରୋକ୍ ଲଗାଇଲା ପାକ୍‌

ଇସ୍‌ଲାମାବାଦ : ପାକିସ୍ତାନ ଆକାଶ ମାର୍ଗ ବନ୍ଦ କରିବା ପରେ ଏବେ ଏହାକୁ ନେଇ ଉଠିଛି ବିରୋଧ। ଜାତିସଂଘରେ ଶାନ୍ତି ଓ ସଦଭାବନାର କଥା କହୁଥିବା ପାକିସ୍ତାନର ଅସଲ ମୁଖା ଏହି ଘଟଣା ପରେ ଖୋଲି ଯାଇଥିବା କହିଛନ୍ତି ପ୍ରତିରକ୍ଷା ବିଶେଷଜ୍ଞ। କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ଏପରି ଆଭିମୁଖ୍ୟ ଆଦୌ ଶୋଭନୀୟ ନୁହେଁ। ଏନେଇ ପରବର୍ତ୍ତି ସମୟରେ ଭାରତ କଡ଼ା ଜବାବ ରଖିବା ଉଚିତ୍ ବୋଲି କହିଛନ୍ତି ବରିଷ୍ଠ ପ୍ରତିରକ୍ଷା ବିଶେଷଜ୍ଞ ଜେଡି ବକ୍ସି । […]

  • Monday, 19 July 2021
chida
ତିହାର ଜେଲରେ ଏହି ସବୁ ସୁବିଧା ପାଇବେ ଚିଦାମ୍ବରମ

ନୂଆଦିଲ୍ଲୀ : ଶେଷରେ ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଆସନ୍ତା ୧୯ ତାରିଖ ଯାଏ ଏହି ଜେଲରେ ରହିବେ। ତେବେ ତିହାର ଜେଲ୍‌ରେ ଏହି ପୂର୍ବତନ କେନ୍ଦ୍ର ଅର୍ଥ ଓ ଗୃହମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳିବ, ସେନେଇ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଅବଶ୍ୟ ଜେଲର ଅନ୍ୟ କଏଦୀଙ୍କ ଭଳି ଚିଦାଙ୍କ ସହ ବ୍ୟବହାର କରାଯିବ ବୋଲି ତିହାର କର୍ତ୍ତୃପକ୍ଷ କହିଛନ୍ତି। […]

  • Monday, 19 July 2021
puri
ପୁରୀ ପାଇଁ ୩ଟି ନୂଆ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀ ବିଶ୍ୱ ଐତିହ୍ୟ ନଗରୀ ଅଗ୍ରଗତି ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା।  ଲୋକସେବା ଭବନଠାରେ ପୁରୀ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀ ପାଇଁ ୩ଟି ନୂଆ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ୩ଟି ପ୍ରକଳ୍ପ ହେଲା, ଐତିହ୍ୟ ସୁରକ୍ଷା ଜୋନ୍, ରଘୁନନ୍ଦନ ଲାଇବ୍ରେରୀ ଓ ବାସଗୃହ ପ୍ରକଳ୍ପ। ଜଗନ୍ନାଥ ସଂସ୍କୃତିର ଗବେଷଣା କେନ୍ଦ୍ର ହେବ ରଘୁନନ୍ଦନ ଲାଇବ୍ରେରୀ। ରଘୁନନ୍ଦନ ଲାଇବ୍ରେରୀ ବିକଶିତ ପାଇଁ ୨୫ […]

  • Monday, 19 July 2021
jio fiber
କାଲି ଲଞ୍ଚ ହେବ ଜିଓ ଫାଇବର : ପଢ଼ନ୍ତୁ କଣ ସୁବିଧା ରହିଛି ଏଥିରେ

ନୂଆଦିଲ୍ଲୀ: ଇଣ୍ଟରନେଟ୍ ଏବଂ ମନୋରଞ୍ଜନ ଦୁନିଆରେ ଆସନ୍ତାକାଲି ଅର୍ଥାତ ସେପ୍ଟେମ୍ବର ୫ରୁ ଆରମ୍ଭ ହେଉଛି ଜିଓ ଫାଇବର ଯୁଗ। ପୂର୍ବରୁ ବହୁ ଲୋଭନୀୟ ଅଫର ଜରିଆରେ ଗ୍ରାହକଙ୍କ ମନ କିଣିପାରିଥିବା ଜିଓ ପ୍ରାଥମିକ ଭାବେ ୧୬୦୦ ସହରରେ ଏହି ସେବା ଆରମ୍ଭ କରିବ। ଯଦିଓ ବିଧିବଦ୍ଧ ଭାବେ ନୂଆ ଟାରିଫ୍ ଏବଂ ସୁବିଧା ବିଷୟରେ ଘୋଷଣା ହୋଇନି, ଆମେ ଶେଷ ଖବର ସୁଦ୍ଧା ପହଞ୍ଚିଥିବା ସୂଚନା ଆପଣଙ୍କୁ ଜଣାଇବୁ। ଏହି ଯୋଜନା ଅନୁଯାୟୀ, ଲ୍ୟାଣ୍ଡଲାଇନରୁ ସାରାଜୀବନ ଫ୍ରି’ […]

  • Monday, 19 July 2021
pak singer
ମୋଦିଙ୍କୁ ଧମକ ଦେଲେ ପାକିସ୍ତାନୀ ଗାୟିକା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାପରେ ଭାରତ ସରକାରଙ୍କ ଏହି ନିଷ୍ପତ୍ତିକୁ ପାକିସ୍ତାନ ବିରୋଧ କରୁଛି। କଶ୍ମୀରକୁ ନେଇ ପାକିସ୍ତାନ ଭାରତକୁ ବାରମ୍ୱାର ଧମକ ଦେବାରେ ଲାଗିଛି। ଏପରିକି ପାକିସ୍ତାନ କଳାକାର ମଧ୍ୟ ଭାରତକୁ ଧମକ ଦେଉଥିବାର ଦେଖାଯାଉଛି। ଏହି କ୍ରମରେ ପାକିସ୍ତାନ ଗାୟିକା ରବି ପିରଜାଦା ବି ଏଥିରେ ସାମିଲ ହୋଇଛନ୍ତି। ପିରଜାଦା କଶ୍ମୀର ଉପରେ ହୋଇଥିବା ନିଷ୍ପତ୍ତିକୁ ବିରୋଧ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦେଇଛନ୍ତି। ଏକ […]

  • Monday, 19 July 2021