• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

spyware pegasus
ଭାରତୀୟ ନେତା ଏବଂ ସାମ୍ବାଦିକଙ୍କ ଫୋନ ହ୍ୟାକିଂ କରି ପୁଣି ଚର୍ଚ୍ଚାରେ ସ୍ପାଇଓୟାର ପେଗାସସ୍‌

କେନ୍ଦ୍ର ମନ୍ତ୍ରୀ, ତିନିଜଣ ବିରୋଧୀ ଦଳ ନେତା ଓ କିଛି ବରିଷ୍ଠ ସାମ୍ବାଦିକଙ୍କ ଫୋନ ନମ୍ବର ହ୍ୟାକ୍ କରାଯାଇଛି। ଇଜିରାଏଲ କମ୍ପାନୀ ପକ୍ଷରୁ ଏପରି କରାଯାଇଥିବା ସୂଚନା ମିଳିଛି।

dhule
କେମିକାଲ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ମୁମ୍ୱାଇ : ମହାରାଷ୍ଟ୍ରର ଧୁଲେ କେମିକାଲ ଫ୍ୟାକ୍ଟ୍ରି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଏହି ଘଟଣାରେ ୫୮ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ୫ ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର।  ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ଶହେଜଣ ଶ୍ରମିକ ଥିବା ଜଣାପଡ଼ିଛି। ଧୁଲେର ଶିରପୁର ମଣ୍ଡଳର ଓ୍ୱାଘଡ଼ି ଗାଁ ନିକଟରେ ଏହି କେମିକାଲ ଫ୍ୟାକ୍ଟ୍ରିରେ ଆଜି ସକାଳେ ବିସ୍ଫୋରଣ ହୋଇଥିଲା। ସେପଟେ ସୁରତ ପାଣ୍ଡ୍ୟାସରା ଅଞ୍ଚଳରେ ଥିବା ଏକ ଟେକ୍ସଟାଇଲ ମିଲ୍‌ରେ […]

  • Monday, 19 July 2021
rainfall-750x430
ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ; ଜିଲ୍ଲାପାଳଙ୍କୁ ଆଲର୍ଟ

ଭୁବନେଶ୍ୱର  : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଲଘୁଚାପ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ସତର୍କବାଣୀ ଶୁଣାଇଛନ୍ତି। ଯେଉଁସବୁ […]

  • Monday, 19 July 2021
pipin rawat
ଆଜି ଶ୍ରୀନଗର ଯିବେ ସେନା ମୁଖ୍ୟ ଜେନେରାଲ ବିପିନ ରାୱତ

ନୂଆଦିଲ୍ଲୀ :  ଆଜି ଶ୍ରୀନଗର ଯିବେ ସେନା ମୁଖ୍ୟ ଜେନେରାଲ ବିପିନ ରାୱତ। ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀରରେ କଣ ରହିଛି ସୁରକ୍ଷା ବ୍ୟବସ୍ଥା ଏବଂ ଏଥିପାଇଁ ମୁତୟନ ସୁରକ୍ଷାକର୍ମୀ କିପରି ପ୍ରସ୍ତୁତ ଅଛନ୍ତି, ତାର ସମୀକ୍ଷା କରିବେ। ୩୭୦ ଉଚ୍ଛେଦ ପରେ ଏହା ହେଉଛି ସେନା ମୁଖ୍ୟ ବିପିନ ରାୱତଙ୍କ ପ୍ରଥମ ଜମ୍ମୁ କାଶ୍ମୀର ଗସ୍ତ। ଧାରା ୩୭୦ ଉଚ୍ଛେଦ ହେବାର ୨୫ ଦିନ ପରେ ମଧ୍ୟ ସୁରକ୍ଷା ଦୃଷ୍ଟିକୋଣରୁ କାଶ୍ମୀରରେ ଅନେକ ସ୍ଥାନରେ […]

  • Monday, 19 July 2021
std
ଦେଶରେ ଖୋଲିବ ଆଉ ୭୫ଟି ମେଡିକାଲ କଲେଜ

ନୂଆଦିଲ୍ଲୀ: ଦେଶରେ ଆଗାମୀ ୩ ବର୍ଷରେ ୭୫ଟି ନୂଆ ମେଡିକାଲ କଲେଜ୍‌ ଖୋଲିବ। ଯେଉଁ ସବୁ ସ୍ଥାନରେ ସ୍ୱାସ୍ଥ୍ୟସେବାର ଅଧିକ ଆବଶ୍ୟକତା ରହିଛି ସରକାର ସେସବୁ ସ୍ଥାନରେ ୨୪,୩୭୫ କୋଟି ଟଙ୍କାର ନିବେଶ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା କେନ୍ଦ୍ର ପରିବେଶ, ଜଙ୍ଗଲା ଏବଂ ଜଳବାୟୁ ପରିବର୍ତ୍ତନ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଘୋଷଣା […]

  • Monday, 19 July 2021
rahul
ରାହୁଲଙ୍କୁ ଖୁସିରେ ଚୁମ୍ବନ କଲେ ! ଭିଡିଓ ଭାଇରାଲ୍

କେରଳ  : ରାହୁଲଙ୍କୁ ଖୁସିରେ ଚୁମ୍ବନ କଲେ କଂଗ୍ରେସ କର୍ମୀ। କେରଳ ବନ୍ୟା କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନରେ ଯାଇଥିଲେ ରାହୁଲ। ଏହି ଅବସରରେ ଭିଡ଼ ଭିତରରୁ ଜଣେ କର୍ମୀ ରାହୁଲଙ୍କୁ ଜାବୁଡ଼ି ଧରି ଚୁମ୍ବନ କରିଥିଲେ। #WATCH A man kisses Congress MP Rahul Gandhi during his visit to Wayanad in Kerala. pic.twitter.com/9WQxWQrjV8 — ANI (@ANI) August 28, 2019 ଗାଡ଼ି ଭିତରେ ଥିବା ରାହୁଲ ଏଥି ପାଇଁ ସମ୍ମତି […]

  • Monday, 19 July 2021