ଭୁବନେଶ୍ୱର: ସାତକୋଶିଆ ଅଭୟାରଣ୍ୟରେ ଛଡ଼ାଯିବ ମହାବଳ ବାଘ। ଏଥିପାଇଁ ମଧ୍ୟପ୍ରଦେଶ କାହ୍ନା ଜାତୀୟ ଉଦ୍ୟାନରୁ ଆସିଥିବା ମହାବଳ ବାଘ ଓଡ଼ିଶାରେ ପହଞ୍ଚିଛି। ମଧ୍ୟପ୍ରଦେଶର କାହ୍ନା ଜାତୀୟ ବ୍ୟାଘ୍ର ଉଦ୍ୟାନରୁ ସ୍ୱତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ଏହି ବାଘକୁ ଆଜି ଓଡ଼ିଶା ଅଣାଯାଇଛି। ଏକ ସ୍ୱତନ୍ତ୍ର ଗାଡ଼ିରେ ଫ୍ୟାନ୍ ଓ ପାଣି ସିଞ୍ଚନ ବ୍ୟବସ୍ଥା କରାଯାଇ ବାଘକୁ ଅଣାଯାଇଛି। ବାଘର ସୁରକ୍ଷା ପାଇଁ ସାଙ୍ଗରେ ବନବିଭାଗ ଅଧିକାରୀ ଓ ଡାକ୍ତରୀ ଦଳ ମଧ୍ୟ ଆସିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଅଣ୍ଡିରା […]
ଭୋପାଳ: ଶବ ଦାହ କରିବାକୁ ଯାଇ ନିଜେ ହୋଇଗଲେ ଶବ। ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟିକ୍ରିୟା କରିବାକୁ ଯାଉଥିବା ବେଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୧୫ ଜୀବନ। ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରୁ ୪୫୬ କିଲୋମିଟର ଦୂର ମୋରେନାଠାରେ ଏଭଳି ଦୁଃଖଦ ଘଟଣା ଘଟିଛି। ଗୋଟିଏ ପରିବାରର ୨୦ଜଣ ସଦସ୍ୟ ଏକ ଜିପ୍ରେ ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ଯାଉଥିଲେ। ମୋରେନା ଘୁରଘାନ୍ ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଲି ବୋଝେଇ ଟ୍ରାକ୍ଟର ଜିପ୍କୁ […]
ଭୁବନେଶ୍ୱର: ମୌସୁମୀ ସଅଳ ଆସିଥିଲେ ମଧ୍ୟ ରାଜ୍ୟବ୍ୟାପି ଗ୍ରୀଷ୍ମପ୍ରବାହ ଜାରି ରହିଛି । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ଗରମ ମଧ୍ୟ ପବନ ବହୁଛି । ଗତ କିଛି ଦିନ ହେଲା ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ତେବେ ରାଜ୍ୟରେ ଆଜି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିପାଇଁ ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୪ଟା […]
ଇସ୍ଲାମାବାଦ : ପାକିସ୍ତାନ ଆକାଶ ମାର୍ଗ ବନ୍ଦ କରିବା ପରେ ଏବେ ଏହାକୁ ନେଇ ଉଠିଛି ବିରୋଧ। ଜାତିସଂଘରେ ଶାନ୍ତି ଓ ସଦଭାବନାର କଥା କହୁଥିବା ପାକିସ୍ତାନର ଅସଲ ମୁଖା ଏହି ଘଟଣା ପରେ ଖୋଲି ଯାଇଥିବା କହିଛନ୍ତି ପ୍ରତିରକ୍ଷା ବିଶେଷଜ୍ଞ। କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ଏପରି ଆଭିମୁଖ୍ୟ ଆଦୌ ଶୋଭନୀୟ ନୁହେଁ। ଏନେଇ ପରବର୍ତ୍ତି ସମୟରେ ଭାରତ କଡ଼ା ଜବାବ ରଖିବା ଉଚିତ୍ ବୋଲି କହିଛନ୍ତି ବରିଷ୍ଠ ପ୍ରତିରକ୍ଷା ବିଶେଷଜ୍ଞ ଜେଡି ବକ୍ସି । […]