ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡାଙ୍କ ହତ୍ୟାକାଣ୍ଡର ରହସ୍ୟ ଧୀରେ ଧୀରେ ଖୋଲିବାରେ ଲାଗିଛି। ପୋଲିସ ହତ୍ୟାକାଣ୍ଡର ମୁଖ୍ୟ ଷଡଯନ୍ତ୍ରକାରୀ ସୁବାସ ଖୁଣ୍ଟିଆକୁ ଆଳତୁମା କଇଁବିଲ ନିକଟରୁ ଗିରଫ କରିଛି। ସୁବାସ ହତ୍ୟାକାରୀଙ୍କୁ ବ୍ଲୁପ୍ରିଣ୍ଟ ସହ ରାସ୍ତା ବତାଉଥିଲା ବୋଲି ଜଣାପଡିଛି। ସେ ମୁଖ୍ୟ ଅଭିଯୁକ୍ତ ରାକେଶ ନାଥର ସହଯୋଗୀ ଭାବେ କାମ କରୁଥିଲା। ପୋଲିସ ସୁବାସ ନିକଟରୁ ମୋବାଇଲ ଫୋନ ଜବତ କରିଛି। ପୂର୍ବରୁ ଯଶୋବନ୍ତ ପରିଡା ହତ୍ୟା ଘଟଣାରେ ପୋଲିସ […]
ରାୟଗଡ଼ା: ଅନ୍ଧବିଶ୍ୱାସର ନଗ୍ନ ନମୂନା। ମୃତ ପତ୍ନୀର ଜୀବନ ଫେରାଇ ଆଣିବାକୁ ସ୍ୱାମୀର ୨୨ ଘଣ୍ଟା ଧରି ଝଡ଼ାଫୁଙ୍କା। ରାୟଗଡ଼ାରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣକ ଶିବପଦର ପଞ୍ଚାୟତ ସମିତିସଭ୍ୟା କୁନି ନୁଣ୍ଡ୍ରୁକା କିଛି ଦିନ ହେବ ଅସୁସ୍ଥ ଥିଲେ। ମେଡିକାଲ ନନେଇ ଅସୁସ୍ଥ ସ୍ତ୍ରୀକୁ ସ୍ୱାମୀ ଝଡ଼ାଫୁଙ୍କା କରୁଥିଲେ ବୋଲି ଜଣାପଡ଼ିଛି। ଗତକାଲି ସକାଳ ୧୦ଟାରେ କୁନିଙ୍କ ମୃତ୍ୟୁ ପରେ ବି ଶବଦାହ ପାଇଁ ଛାଡ଼ୁନଥିଲେ ସ୍ୱାମୀ। ଜୀବନ ଫେରାଇବାକୁ ତନ୍ତ୍ର କରୁଥିଲେ […]
ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୧୯୪୮ ମସିହା ଆଜିର ଦିନରେ ଗଠିତ ରାଜଧାନୀ ଭୁବନେଶ୍ୱରକୁ ଆଜି ୭୦ ବର୍ଷ ପୂରିଛି। ଚଳିତ ବର୍ଷ ଏହି ପ୍ରତିଷ୍ଠା ଦିବସ ୩ ଦିନ ବ୍ୟାପି ପାଳନ କରାଯିବ। ଏହି ଅବସରରେ ସଚିବାଳୟ ନିକଟ ରାଜଧାନୀ ପ୍ରତିଷ୍ଠା ଫଳକ ସମ୍ମୁଖରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି। ରବୀନ୍ଦ୍ର ମଣ୍ଡପଠାରୁ ଜୟଦେବ ଭବନ ପର୍ଯ୍ୟନ୍ତ ବେସାମରିକ ପରେଡ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଭାଗ ନେବେ। ତାସହ […]
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି। ୪ ଜଣ ଛାତ୍ରଙ୍କ ନିଲମ୍ବନ ଉଠାଇବା ଦାବିରେ ଛାତ୍ରମାନେ ଦୀର୍ଘ ସମୟ ଧରି କ୍ୟାମ୍ପସର ମୁଖ୍ୟ ଗେଟକୁ ବନ୍ଦ କରିଥିଲେ। ଘଟଣାସ୍ଥଳରେ ଏସିପି ତ୍ରିନାଥ ମିଶ୍ର ପହଞ୍ଚି କୁଳପତିଙ୍କ ସହ ଆଲୋଚନା କରି ସମାଧାନ କରାଯିବାର ପ୍ରତିଶ୍ରୁତି ଦେବା ପରେ ଛାତ୍ରମାନେ ଧାରଣାରୁ ହଟିଥିଲେ। ଗତ ଡିସେମ୍ବର ମାସରେ କିଛି ଛାତ୍ରଙ୍କୁ ଅସଦାଚରଣ ଅଭିଯୋଗରେ ୪ ଜଣ ଛାତ୍ରଙ୍କୁ ନିଲମ୍ବନ କରିଥିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ତେବେ ଘଟଣାର ସଠିକ୍ […]
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କମ୍ ରହିଛି ଦିନର ତାତି। ଏମିତିକି ଗତକାଲି ରାଜ୍ୟର କୌଣସି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିନଥିଲା। ଆଜି ମଧ୍ୟ ଉପକୂଳ ଓଡ଼ିଶାର କେତେକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ଅନୁମାନ କରୁଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ପବନ ସାଙ୍ଗକୁ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ତେବେ ୧୫ ତାରିଖ ପରେ ଖରା ପ୍ରକୋପ ବଢ଼ିବା ପୂର୍ବାନୁମାନ କରାଯାଇଛି। ଗତକାଲି ସୋନପୁରର ତାପମାତ୍ରା […]
ପୁରୀ: ଆସନ୍ତା ୧୬ ତାରିଖ ସୁଦ୍ଧା ଭକ୍ତମାନେ ଜଗମୋହନକୁ ଯାଇ ଭିତରକାଠ ପାଖରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଜୟବିଜୟ ଦ୍ୱାର ଦେଇ ପ୍ରବେଶ କରି ବେହରଣ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗତକାଲି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜଗମୋହନ ଭିତରକାଠ ଦର୍ଶନ ସହ ଗର୍ଭଗୃହକୁ ପାଳିଆ ସେବକମାନଙ୍କ ପ୍ରବେଶ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳ କରାଯିବାକୁ ବୈଠକରେ ନିଷ୍ପତ୍ତି […]
ଭବାନୀପାଟଣା: ଭବାନୀପାଟଣାରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଏନଏଚ୍ ୨୬ ଲାଲପୋଲିଆ ପୋଲରୁ ରୁ ପ୍ରାୟ ୩୦ ଫୁଟ ତଳକୁ ଏକ ବସ୍ ଖସି ପଡିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍ କଣ୍ଡକ୍ଟରଙ୍କ ସହ ଜଣେ ଶିଶୁ ଅଛନ୍ତି। ଦୁର୍ଘଟଣାରେ ୩୪ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆଜି ଭୋର ପ୍ରାୟ ସାଢ଼େ ୫ଟା ବେଳେ ମାଣିକେଶ୍ୱରୀ ଟ୍ରାଭେଲ୍ସ ବସ୍ ଭାରସାମ୍ୟ ହରାଇ ଲାଲପୋଲିଆ ପୋଲରୁ ପ୍ରାୟ […]
ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ସହ ଘଡ଼ଘଡି ମାରିବାର ସମ୍ଭାବନା। ପ୍ରବଳ ବେଗରେ ପବନ ମଧ୍ୟ ବହିବ। ଏନେଇ ଆଜି ରାତି ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ମୁତାବକ ଗଜପତି, ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହିତ ୬୦ରୁ ୭୦ […]
ଦେବଗଡ଼ : ଦେବଗଡ଼ ରିଆମାଳ ଅଞ୍ଚଳର ଜଣେ ଯୁବତୀଙ୍କ ଚୁମ୍ବନ ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ଘଟଣାରେ ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଯୁବକ ହୃଷୀକେଶ ବିଶ୍ୱାଳ ଓ ତାର ଘର କୁମାଳ ଗାଁରେ ବୋଲି ଜଣାପଡ଼ିଛି। ଘଟଣାରେ ଏକାଧିକ ମୋବାଇଲ୍ ଫୋନ୍ ଜବତ କରି ପୋଲିସ ଘଟଣାର ତଦନ୍ତ କରୁଛି। ଗତ ମାର୍ଚ୍ଚ ୩୦ରୁ ସୋସିଆଲ୍ ମିଡିଆରେ ଏହା ଭାଇରାଲ୍ ହୋଇଥିଲା।
ଭୁବନେଶ୍ୱର : ଖଣ୍ଡଗିରି ଛକରୁ ଏକ ଟନ୍ ଗଞ୍ଜେଇ ଜବତ ହୋଇଛି। ଟ୍ରକ୍ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଁ ରାଜସ୍ୱ ନିର୍ଦ୍ଦେଶାଳୟ ପକ୍ଷରୁ ଚଢଉ କରାଯାଇଥିଲା। ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଗଞ୍ଜେଇ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରମରୁ ବିହାରକୁ ଚାଲାଣ ହେଉଥିଲା ବୋଲି ସୂଚନା ମିଳିଛି।
ଭୁବନେଶ୍ୱର : କେନ୍ଦ୍ର କୋଇଲା ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି। ରାଜ୍ୟର ୪ଟି କୋଇଲା ଖଣିକୁ ୱେଷ୍ଟର୍ଣ୍ଣ କୋଲଫିଲଡ ଲିମିଟେଡ୍ ବା WCL ବଦଳରେ ମହାନଦୀ କୋଲ କୋଲଫିଲଡକୁ ଦେବାକୁ ଚିଠିରେ ଦାବି କରିଛନ୍ତି ନବୀନ। କୋଇଲା ଖଣି କାର୍ଯ୍ୟକ୍ଷମ ଜମି ଅଧିଗ୍ରହଣ,ଥଇଥାନ ଏବଂ ପୁନନିର୍ବାସ ଆଦିର ଆବଶ୍ୟକ ହୋଇଥାଏ, ଯେଉଥି ପାଇଁ ସ୍ଥାନୀୟ ପ୍ରଶାସନ ସହ ସଂଯୋଜନା ଜରୁରୀ। WCL ମୁଖ୍ୟାଳୟ ନାଗପୁରରେ ଅବସ୍ଥାପିତ ହୋଇଥିବାରୁ ଏହା ଠିକ ଭାବେ ଏହି […]
ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
ସିରିୟା: ସିରିୟାରେ ରାସାୟନିକ ଅସ୍ତ୍ର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଛି। ଋଷ୍ ଓ ପାଶ୍ଚାତ୍ୟ ଦେଶଗୁଡ଼ିକ ମୁହାଁମୁହିଁ ହେବାକୁ ଯାଉଛନ୍ତି। ସିରିୟାକୁ ସମର୍ଥନ କରୁଥିବା ଋଷ୍ ଓ ଇରାନ୍ ଉପରେ କ୍ଷୁବ୍ଧ ହୋଇଛି ଆମେରିକା। ଏହି ତିନି ଦେଶକୁ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି କଡ଼ା ଚେତାବନୀ ଦେଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଲାଟିନ୍ ଆମେରିକା ଗସ୍ତ ବାତିଲ୍ କରି ସିରିୟା ସ୍ଥିତି ଉପରେ ନଜର ରଖିବେ ବୋଲି ହ୍ୱାଇଟ ହାଉସ୍ […]
ନୂଆଦିଲ୍ଲୀ: ପାର୍ଲାମେଣ୍ଟରେ ଲାଗି ରହିଥିବା ଅଚଳାବସ୍ଥାକୁ ନେଇ ପ୍ରତିବାଦ। ଆଜି ଦିନକ ପାଇଁ ଉପବାସ ରହି ପ୍ରତିବାଦ ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ହୋଇପାରି ନ ଥିଲା। ତେଣୁ ବିରୋଧୀ ଦଳଙ୍କ ଏପରି କାର୍ଯ୍ୟକୁ ଗଣତନ୍ତ୍ର ପ୍ରତି ବିପଦ ବୋଲି କହି ମୋଦି ଏହି ଅନଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୋଦିଙ୍କୁ ସମର୍ଥନ ଜଣାଇ ବିଜେପି ସଭାପତି ଅମିତ ଶାହା ମଧ୍ୟ ଅନଶନ କରୁଛନ୍ତି। ସେହିଭଳି ସାରା […]
ସୋର: ସୋରରେ ସିରିଜ୍ ମନ୍ଦିର ଚୋରି। ସୋର ଥାନାର ସାବିରା ଗାଁରେ ଥିବା ୫ଟି ମନ୍ଦିରରୁ ଚୋରି ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଛନ୍ତି। ପତ୍ରାଶୁଣି ମନ୍ଦିର ଓ ଜାଗୁଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ସୁନାଚିତା, ହାର, ରୂପା ସହ ଲକ୍ଷାଧିକ ଟଙ୍କା ଲୁଟ୍ କରିଛନ୍ତି। ସେହିଭଳି ରାଧାକୃଷ୍ଣ ମନ୍ଦିରର ହୁଣ୍ଡି ବାକ୍ସକୁ ନେଇ ଲୁଟେରା ମାନେ ଫେରାର ହୋଇ ଯାଇଛନ୍ତି। ଅଞ୍ଚଳରେ ଆଉ ଦୁଇଟି ମନ୍ଦିରରୁ ମଧ୍ୟ […]
ଢେଙ୍କାନାଳ: ଢେଙ୍କାନାଳରେ ଦୁଇ ଜଣଙ୍କୁ ଦଳି ଦେଲା ହାତୀ। ଜିଲ୍ଲାର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ଆଜି ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଗଁଦିଆ ଥାନା ଦାମଦରନାଳି ଗାଁରେ ନିରଞ୍ଜନ ମହାନ୍ତି ଶୌଚ ହେବାକୁ ବାହାରକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ତାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। […]
ଭୁବନେଶ୍ୱର: ସେବାହିଁ ପରମ ଧର୍ମ। ଏଇ କଥାକୁ ଚରିତାର୍ଥ କରିଛି କମିଶନରେଟ ପୋଲିସର ଦୁଇ ଜଣ କର୍ମଚାରୀ। ରୋଗୀଙ୍କ ଚିକିତ୍ସା ପାଇଁ କର୍ତ୍ତବ୍ୟରତ ଅବସ୍ଥାରେ ରକ୍ତଦାନ କରି ଜଣେ ହାବିଲଦାର ଓ ଜଣେ କନଷ୍ଟେବଳ ଉଦାହରଣ ସୃଷ୍ଟି କରିଛନ୍ତି। ଦୁଇଟି ଭିନ୍ନ ଭିନ୍ନ ଘଟଣାରେ ଦୁଇ ଜଣ ରୋଗୀଙ୍କୁ ବିରଳ O- ରକ୍ତ ଆବଶ୍ୟକ ପଡୁଥିବାବେଳେ ଡୋନରଙ୍କୁ ଖୋଜାପଡିଥିଲା। ଲାଇଫ ଲାଇନ ଚାରିଟେବୁଲ ଟ୍ରଷ୍ଟ ସଂସ୍ଥା ଦୁଇ ରୋଗୀଙ୍କ ପାଇଁ O- ବ୍ଲଡ ଖୋଜୁଥିବାବେଳେ ଦୁଇ ପୋଲିସ […]