କଟକ:ମେଡିକାଲ୍ କଲେଜ୍ରେ ଆଡମିଶନ୍ ନାଁରେ ଲକ୍ଷ ଲକ୍ଷ ଟଙ୍କାର ଚୁନା। ୨୦ରୁ ଅଧିକ ଲୋକଙ୍କଠାରୁ ଠକା ଯାଇଛି ପ୍ରାୟ ଦେଢ଼ରୁ ୨ କୋଟି ଟଙ୍କା। ଏଭଳି ସାଂଘାତିକ ଅଭିଯୋଗ ଆସିଛି କଟକ ଜଗତପୁରସ୍ଥିତ ରେଶମା ସାଇନ୍ସ କଲେଜ୍ ନାଁରେ। ଝାଡ଼ଖଣ୍ଡ ଜାମସେଦପୁରର ସୁରେନ୍ଦ୍ର ସିଂଙ୍କ ଅଭିଯୋଗ ହେଲା- ଗତବର୍ଷ ଭୁବନେଶ୍ୱର ହାଇଟେକ୍ ମେଡିକାଲ୍ କଲେଜ୍ର ଏମ୍ବିଏସ୍ କୋର୍ସରେ ନିଜ ପୁଅର ଆଡମିଶନ ପାଇଁ ତାଙ୍କ ପାଖକୁ ମେସେଜ୍ ଆସିଥିଲା। ରେଶମା ସାଇନ୍ସ କଲେଜ୍ ନାଁରେ ଏଥିପାଇଁ ପ୍ରଥମେ […]
ରାଉରକେଲା : ରାଉରକେଲାରେ ମଦ୍ୟପ ବରକୁ ଛି କରି ପୁଣି ବାହାହେବା ଘଟଣାରେ ପୁଣି ଏକ ଟ୍ୱିଷ୍ଟ। ପୂର୍ବରୁ ବି ବର ଜଣକ ବାହା ହୋଇଥିବା ଅଭିଯୋଗ ଆଣିଛନ୍ତି ରାଉରକେଲା ସେକ୍ଟର-୭ର ଜଣେ ଯୁବତୀ। ଆଜି ଏନେଇ ସେ ଟାଙ୍ଗରପାଲି ଥାନାରେ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ, ଅଭିଯୁକ୍ତ ଶଙ୍କର ପଣ୍ଡା, ଗତ ନଭେମ୍ବର ମାସରେ କୋର୍ଟରେ ବିବାହ କରିଥିଲେ। ତେବେ ବିବାହ ପରେ ବାହାରକୁ କାମ କରିବାକୁ ଯିବାର ଅଛି କହି ତାଙ୍କୁ ବାପ […]
ନୂଆଦିଲ୍ଲୀ : ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା। ଗତକାଲି ବିଳମ୍ବିତ ରାତି ଯାଏ ଓଡ଼ିଶା ସମେତ ୧୦ରାଜ୍ୟରେ ପ୍ରାର୍ଥୀଙ୍କ ନାଁ ଚୟନ ନେଇ ଦିଲ୍ଲୀ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ହୋଇଥିଲା। ଆଶାୟୀଙ୍କ ନାଁକୁ ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅରୁଣ ଜେଟଲୀ, ରାଜନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ସିଇସି ବୈଠକରେ ଓଡ଼ିଶା […]
ବେଙ୍ଗାଲୁରୁ : କର୍ଣ୍ଣାଟକାର ଧାରୱାଡରେ ଥିବା ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ୧୫ ଜଣ ଗୁରୁତର ଆହତ ହୋଇଥିବା ବେଳେ ଧ୍ୱଂସାବଶେଷ ତଳେ ଏବେ ୪୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପୁଲିସ୍ ନିୟୋଜିତ ହୋଇଛନ୍ତି। ଘଟଣାସ୍ଥଳରେ ୨୦ଟି ଆମ୍ବୁଲାନ୍ସ ରଖାଯାଇଛି। ଆଜି ମଧ୍ୟାହ୍ନରେ ଧାରୱାଡର କୁମାରେଶ୍ୱର ନଗରଠାରେ ଥିବା ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିଥିଲା। କୋଠାଟି ଭୁଶୁଡ଼ିବା […]
ନୂଆଦିଲ୍ଲୀ : ଦେଶର ପ୍ରଥମ ଲୋକପାଳ ହେଲେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ପିନାକୀ ଚନ୍ଦ୍ର ଘୋଷ। ତାଙ୍କ ନିଯୁକ୍ତି ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ଜଷ୍ଟିସ ଘୋଷଙ୍କୁ ଲୋକପାଳ ପାଇଁ ମନୋନୀତ କରିଥିଲା। ଲୋକପାଳରେ ଅନ୍ୟ ୮ ସଦସ୍ୟଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ନ୍ୟାୟିକ ସଦସ୍ୟ ଅଛନ୍ତି। ସେମାନେ ହେଲେ ଜଷ୍ଟିସ ଦିଲୀପ ବି. ଭୋସଲେ, ଜଷ୍ଟିସ […]
ମୋଦିଙ୍କୁ ଭେଟିବା ପରେ ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ୟେଦିୟୁରପ୍ପାଙ୍କ ମିଡିଆ ଟିମରୁ ଜଣେ କହିଛନ୍ତି। ରାଜ୍ୟ ବିଜେପିରେ ୟେଦିୟୁରପ୍ପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବାହାର କରିବା ଦାବି ଜୋର୍ ଧରୁଥିବାବେଳେ ୟେଦିୟୁରପ୍ପା ଦିଲ୍ଲୀ ଯାତ୍ରା କରିଛନ୍ତି। ଯଦିଓ କିଛି କେନ୍ଦ୍ରୀୟ ନେତା ୟେଦିୟୁରପ୍ପା ମୁଖ୍ୟମନ୍ତ୍ରୀ ପଦରେ ବଜାୟ ରହିବେ ବୋଲି କହିଛନ୍ତି।
ପାଟଣାଗଡ଼ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ଘଟଣା। ଏହି ଘଟଣାରେ ଅଟକ ଥିବା ଜଣେ ସନ୍ଦିଗ୍ଧଙ୍କ ପଲିଗ୍ରାଫ ଟେଷ୍ଟ କରିପାରେ ପୋଲିସ। ବୌଦ୍ଧ ଜିଲ୍ଲାରୁ ଆଣି ଅଟକ ରଖିଥିବା ସନ୍ଦିଗ୍ଧଙ୍କ ଟେଷ୍ଟ କରିପାରେ ପୋଲିସ। ପଲିଗ୍ରାଫ୍ ଟେଷ୍ଟ ପୂର୍ବରୁ ସଂପୃକ୍ତ ସନ୍ଦିଗ୍ଧର ସ୍ୱାସ୍ଥ୍ୟ ପରୀକ୍ଷଣ କରାଯାଇଛି। ବଲାଙ୍ଗିର ମେଡିକାଲରେ ସଂପୃକ୍ତ ଯୁବକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିବା ଜଣାପଡିଛି। ଗତ ୧୮ ତାରିଖରେ ସୌମ୍ୟଶେଖରଙ୍କ ସହ ରୀମାଙ୍କ ବିବାହ ହୋଇଥିଲା। ତେବେ ୨୩ ତାରିଖ ଦିନ […]
ଭୁବନେଶ୍ୱର : ନିଷ୍ପତ୍ତି ବଦଳାଇଲେ ନବୀନ। ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ବିଜେଡି ସଭ୍ୟ ଇସ୍ତଫା ଦେବା ପ୍ରସଙ୍ଗରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ପୂର୍ବ ନିଷ୍ପତ୍ତି ବଦଳାଇଛନ୍ତି। ଯିଏ ଯେଉଁ କମିଟିରେ ଅଛନ୍ତି ପୂର୍ବବତ୍ ରହିବାକୁ କହିଛନ୍ତି। ଏନେଇ ବିଜେଡି ସଂସଦୀୟ ଦଳ ନେତା ଭର୍ତ୍ତୃହରି ମହତାବ ସୂଚନା ଦେଇଛନ୍ତି। ପ୍ରତିବର୍ଷ ମୁଖ୍ୟମନ୍ତ୍ରୀ ସଦସ୍ୟଙ୍କ କାର୍ଯ୍ୟର ତର୍ଜମା କରନ୍ତି। ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ସବୁ ସାଂସଦଙ୍କୁ କମିଟିରୁ ଇସ୍ତଫା ଦେବାକୁ କହିଥିଲେ। […]
ଚେନ୍ନାଇ : ରାଜନୀତିରେ ପାଦ ଥାପିବା ପରେ ପ୍ରଥମ ଥର ପାଇଁ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ତାମିଲ ସୁପରଷ୍ଟାର ରଜନୀକାନ୍ତ। କହିଛନ୍ତି, ଦକ୍ଷିଣ ଭାରତୀୟ ରାଜନୀତିରେ ବର୍ତ୍ତମାନ କୌଣସି ନେତା ନାହାନ୍ତି। ଜୟଲଳିତାଙ୍କ ମୃତ୍ୟୁ ହୋଇସାରିଛି। ଡିଏମକେ ମୁଖ୍ୟ କରୁଣାନିଧି ଅସୁସ୍ଥ ଅଛନ୍ତି। ତେଣୁ ଦକ୍ଷିଣ ଭାରତୀୟ ରାଜନୀତିରେ ବଡ଼ ଶୂନ୍ୟସ୍ଥାନ ଦେଖିବାକୁ ମିଳିଛି। ଆଉ ଏହାକୁ ପୂରଣ କରିବା ତାଙ୍କର ଏକମାତ୍ର ଲକ୍ଷ୍ୟ। ରଜନୀକାନ୍ତ ଆହୁରି ମଧ୍ୟ କହିଛନ୍ତି, ଅନ୍ସ୍କ୍ରିନ୍ ଓ ଅଫ୍ସ୍କ୍ରିନ୍ରେ ଏମଜିଆର […]
ରାଉରକେଲା : ରାଉରକେଲା ବିସ୍ରା ଥାନା ବାଗଡ଼େଗା ଛକରେ ଧାନ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା। ବାଇକ୍ରେ ଆସି ୩ଜଣ ଦୁର୍ବୃତ୍ତ ଗୁଳି କରି ଫେରାର ହୋଇ ଯାଇଛନ୍ତି। ଘଟଣାସ୍ଥଳରେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ଏବଂ ଫେରାର ଦୁର୍ବୃତ୍ତଙ୍କୁ ଧରିବାକୁ ପୋଲିସ ତଦନ୍ତ ଚଳାଇଛି।
ନୂଆଦିଲ୍ଲୀ: ପିଏନବିରେ ହୋଇଥିବା ପାଖାପାଖି୧୩ ହଜାର କୋଟି ଟଙ୍କାର ମହା ଦୁର୍ନୀତି ମାମଲାକୁ ନେଇ ଆଇସିଆଇସିଆଇ ବ୍ୟାଙ୍କର ସିଇଓ ତଥା ଏମଡି ଚନ୍ଦା କୋଚର ଏବଂ ଆକ୍ସିସ ବ୍ୟାଙ୍କ ମୁଖ୍ୟ ଶିଖା ଶର୍ମାଙ୍କୁ ଆଣ୍ଟି ଫ୍ରଡ୍ ଏଜେନ୍ସି, ଏସଏଫଆଇଓ(ସିରିୟସ ଫ୍ରଡ ଇନଭେଷ୍ଟିଗେସନ୍ ଅଫିସ) ଆଜି ସମନ ଜାରି କରିଛି। କୋଚର ଓ ଶର୍ମାଙ୍କୁ ଏସଏଫଆଇଓର ମୁମ୍ବାଇ ସ୍ଥିତ କାର୍ଯ୍ୟାଳୟରେ ହାଜର ହେବାପାଇଁ କୁହାଯାଇଛି। ତେବେ ବ୍ୟାଙ୍କର ଏହି ବରିଷ୍ଠ ଅଧିକାରୀଙ୍କୁ ଅଭିଯୁକ୍ତ ଭାବରେ ନୁହେଁ ବରଂ ପଚରାଉଚୁରା […]
ନୂଆଦିଲ୍ଲୀ : ୧୯ ଲୋକସଭା ନିର୍ବାଚନରେ ବିଜୟ ସହ ପୁଣି ଥରେ ଦିଲ୍ଲୀ ଗାଦି ଦଖଲ ପାଇଁ ଆକ୍ସନ ମୁଡ୍ରେ ବିଜେପି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ମେଁ ଭି ଚୌକିଦାର’ କ୍ୟାମ୍ପେନକୁ ଏବେ ଅଧିକ ଲୋକପ୍ରିୟ କରିବା ପାଇଁ ପ୍ରସ୍ତୁତ ହେଉଛି ବିଜେପି। ଘରେ ଘରେ ପ୍ରଧାନମନ୍ତ୍ରୀଙ୍କ କଥାକୁ ପହଞ୍ଚାଇବା ପାଇଁ ବିଜେପି ରଣନୀତି ପ୍ରସ୍ତୁତ କରିଛି। ଆସନ୍ତା ୩୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କୁ ସମ୍ବୋଧିତ […]
ଭୁବନେଶ୍ୱର: ମାତୃଭାଷା, ଗଣିତ ଓ ଇଂରାଜୀ ବିଷୟରେ ପ୍ରଶ୍ନପତ୍ର ଭାଇରାଲ ପରେ ପୁଣି ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ଆଜି ଥିବା ବିଜ୍ଞାନ ପ୍ରଶ୍ନପତ୍ର କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଭାଇରାଲ ହୋଇଥିବା ନେଇ ଅଭିଯୋଗ ଆସିଛି। ସକାଳ ୯ଟାରେ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୯ଟା ୩୦ରେ ହ୍ୱାଟ୍ସଆପରେ ପ୍ରଶ୍ନପତ୍ର ଭାଇରାଲ ନେଇ ଅଭିଯୋଗ ହୋଇଥିଲା। ପ୍ରଶ୍ନପତ୍ର ଭାଇରାଲକୁ ସଂପୂର୍ଣ୍ଣ ଗୁଜବ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର।
ନୂଆଦିଲ୍ଲୀ: ପୁଣି ଆଉ ଏକ ବଡ଼ ଝଟକା ଲାଗିଛି ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କୁ। ଦୁର୍ନୀତି ମାମଲାରେ ଗତ ସପ୍ତାହରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା କାର୍ତ୍ତିଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଇଡ଼ି ଦ୍ୱାରା ସମ୍ଭାବ୍ୟ ଗିରଫର ଆଶଙ୍କା ନେଇ କାର୍ତ୍ତି ଅନ୍ତରୀଣ ସୁରକ୍ଷା ପାଇଁ ସୁପ୍ରିମେକାର୍ଟଙ୍କୁ ନିବେଦନ କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ହେବ। ଅନ୍ୟପକ୍ଷରେ, INX ମିଡ଼ିଆ ଲାଞ୍ଚ ମାମଲାରେ ଗିରଫ […]
ସିଲଂ: ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି) ର ଅଧ୍ୟକ୍ଷ କନରାଡ଼ ସାଙ୍ଗାମା ଆଜି ମେଘାଳୟର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଗଙ୍ଗା ପ୍ରସାଦ ସାଙ୍ଗାମାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଥିଲେ। କନରାଡ଼ ସାଙ୍ଗାମା ସମେତ ୧୧ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥ ଗ୍ରହଣ ସମାରୋହରେ ବିଜେପି ଅଧ୍ୟକ୍ଷ ଅମିତ ଶାହ, ଗୃହମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ପ୍ରମୁଖ ନେତା ଉପସ୍ଥିତ ଥିଲେ। ମେଘାଳୟରେ ୨ଟି ସିଟ୍ ବିଜେପିକୁ […]
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ନିକଟ ମାର୍କେଟରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ଏକ ପୂଜାସାମଗ୍ରୀ ଦୋକାନ ଜଳିଯାଇଛି। ୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିଆଁ ଲିଭାଉଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସଟ୍ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରଯାଉଛି। ଦୋକାନରେ ଘିଅ, ତେଲ ଓ କପୂର ଥିବାରୁ ନିଆଁ ଶୀଘ୍ର ବ୍ୟାପି ଯାଇଥିଲା। ପ୍ରାୟ ଲକ୍ଷାଧିକ ଟଙ୍କାର ପୂଜାସାମଗ୍ରୀ ଜଳିଯାଇଥିବା ଅନୁମାନ କରାଯାଉଛି।
ଭୂବନେଶ୍ୱର: ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ ଜାଗା ଖୋଜା। ଭୁବନେଶ୍ୱର ତୋଷାଳି ଭବନରେ ହୋଇପାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ୍। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଚିଠି କରାଯାଇଛି। ଭୁବନେଶ୍ୱରର ତୋଷାଳି ଭବନରେ ପୂର୍ବରୁ ଚାଲୁଥିବା ଆଇଆଇଟି ଭୁବନେଶ୍ୱର ସ୍ଥାନକୁ ଦିଆଯାଉ ବୋଲି ଚିଠିରେ ଏଥିରେ ଉଲ୍ଲେଖ ରହିଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବ ବୋଲି ପ୍ରକ୍ରିୟା ଆରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟ ଲାଗି ୫୦ […]
ଭୁବନେଶ୍ୱର: ଇଡକୋ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହେଲା ଓଡିଶା ଏମଏସଏମଇ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। ଏହି ବାଣିଜ୍ୟ ମେଳାରେ ରାଜ୍ୟ ସହିତ ବିଦେଶର ୩୦ଟି ଶିଳ୍ପସଂସ୍ଥା ମାନେ ଯୋଗଦେଇଛନ୍ତି। ଚଳିତ ବର୍ଷ ପ୍ରଥମ କରି ଇରାନ, ବାଂଲାଦେଶ ଓ ଦକ୍ଷିଣ କୋରିଆ ଓ ଜର୍ମାନ ପ୍ରଭୃତି ଦେଶରୁ ପ୍ରାୟ ୩୦ ଟି ଶିଳ୍ପସଂସ୍ଥା ଯୋଗଦେଇଛନ୍ତି। ଏଥିରେ ୬ ଟି ପାଭିଲିଅନ ରେ ନିର୍ମିତ ପ୍ରାୟ ୩୫୦ ଟି ଷ୍ଟଲ ରେ ଏମଏସଏମଇ ଶିଳ୍ପୋଦ୍ୟୋଗୀ ଓ ଷ୍ଟାର୍ଟଅପ ମାନେ […]
ରାଉରକେଲା: ରାଉରକେଲା ସାରନଗରୀ ଅଞ୍ଚଳରେ ମଦୁଆ ବରକୁ ମଙ୍ଗୁଳା କନ୍ୟା ବାହା ହେବାକୁ ମନା କରିବା ପ୍ରସଙ୍ଗରେ ନୂଆ ମୋଡ଼। ଥାନାରେ ଉଭୟ ପକ୍ଷ ମଧ୍ୟରେ ବୁଝାମଣା ପରେ ଶେଷରେ ଥାନାରେ ମାଳା ଅଦଳବଦଳ କରିଛନ୍ତି ବରକନ୍ୟା। କିଛି ସାମାଜିକ କର୍ମୀ ଓ ଉଭୟ ପରିବାର ବସି ବିବାଦର ସମାଧାନ କରିବା ସହ ଥାନାରେ ଉଭୟଙ୍କ ବାହାଘର କରିଥିବା କନ୍ୟାଙ୍କ ଭାଇ ଶମ୍ଭୁନାଥ ପଣ୍ଡା ସୂଚନା ଦେଇଛନ୍ତି। ଏପରିକି ଆଜି ପୁଅ ଘର ପକ୍ଷରୁ ହେବାକୁ ଥିବା […]