• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

a11
ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଶୋକ ଗେହଲଟ୍

ଜୟପୁର: ତୃତୀୟ ଥର ପାଇଁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଅଶୋକ ଗେହଲଟ୍‌ ଶପଥ ଗ୍ରହଣ କରିଛନ୍ତି। ସେହିପରି ରାଜସ୍ଥାନର ଉପ ମୁଖ୍ୟମନ୍ତ୍ରୀ ଭାବେ ସଚିନ୍ ପାଇଲଟ୍ ଶପଥ ନେଇଛନ୍ତି। ରାଜ୍ୟପାଳ କଲ୍ୟାଣ ସିଂହ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ଆଜି ଜୟପୁର ଆଲ୍‌ବର୍ଟ ପ୍ୟାଲେସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମର ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଉପସ୍ଥିତ ଥିଲେ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ […]

  • Thursday, 15 July 2021
1
ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେଶ ବାଘେଲ୍‌

ରାୟପୁର: ଛତିଶଗଡ଼ ବିଧାନସଭା ନିର୍ବାଚନ ଫଳାଫଳ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଛତିଶଗଡ଼ କଂଗ୍ରେସ ମୁଖ୍ୟ ଭୂପେଶ ବାଘେଲ୍‌ଙ୍କୁ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି। ଆଜି ରାୟପୁରରେ ବସିଥିବା କଂଗ୍ରେସ ବିଧାୟକ ଦଳ ବୈଠକ ପରେ ତାଙ୍କ ନାଁ ଚୂଡ଼ାନ୍ତ କରାଯାଇଥିବା ସୂଚନା ମିଳିଛି। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍‌ଙ୍କ ସମେତ ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ହୋଇଥିବା ନୂଆ ମୁଖ୍ୟମନ୍ତ୍ରୀ ଗତକାଲି ଶପଥ ନେବେ ବୋଲି […]

  • Thursday, 15 July 2021