• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

kcr2
ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେସିଆର

ହାଇଦ୍ରାବାଦ : ତେଲଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେ. ଚନ୍ଦ୍ରଶେଖର ରାଓ ଆଜି ଶପଥ ନେଇଛନ୍ତି। ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ଇଏସଏଲ୍ ନରସିଂମନ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। କେ. ଚନ୍ଦ୍ରଶେଖର ରାଓ କ୍ରମାଗତ ଦ୍ୱିତୀୟ ଥର ପାଇଁ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନିକଟରେ ଶେଷ ହୋଇଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱରେ ଲଢୁଥିବା ତେଲେଙ୍ଗାନା ରାଷ୍ଟ୍ର ସମିତି ୮୮ଟି ଆସନରେ ବିଜୟୀ […]

  • Thursday, 15 July 2021
encounter
ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ବାରାମୂଳାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ। ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ଗତକାଲି ସୋପୋରେ ଅଞ୍ଚଳର ବ୍ରଥ୍‌ କଲାଣ୍‌ରେ କର୍ଡନ ଓ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିଲେ। ଯାହାର ପାଲଟା ଜବାବରେ ଏନ୍‌କାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ନିହତ ହୋଇଥିବା ଆତଙ୍କବାଦୀ କେଉଁ ଆତଙ୍କବାଦୀ ସଂଗଠନର ତାହା […]

  • Thursday, 15 July 2021