ହାଇଦ୍ରାବାଦ : ତେଲଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେ. ଚନ୍ଦ୍ରଶେଖର ରାଓ ଆଜି ଶପଥ ନେଇଛନ୍ତି। ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ଇଏସଏଲ୍ ନରସିଂମନ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। କେ. ଚନ୍ଦ୍ରଶେଖର ରାଓ କ୍ରମାଗତ ଦ୍ୱିତୀୟ ଥର ପାଇଁ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନିକଟରେ ଶେଷ ହୋଇଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱରେ ଲଢୁଥିବା ତେଲେଙ୍ଗାନା ରାଷ୍ଟ୍ର ସମିତି ୮୮ଟି ଆସନରେ ବିଜୟୀ […]