ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୦ ବର୍ଷ ପୂରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ମହାରାଷ୍ଟ୍ର ରାଜ୍ୟପାଳ ସି. ବିଦ୍ୟାସାଗର ରାଓ ଓ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନାଭିସ୍ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆମେରିକାର ସେକ୍ରେଟାରୀ ଅଫ୍ ଷ୍ଟେଟ୍ ମାଇକ୍ ପମ୍ପେଓ ଏହି ଆକ୍ରମଣ ପାଇଁ ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାକୁ ପାକିସ୍ତାନକୁ ଆହ୍ୱାନ କରିଛନ୍ତି। ୨୦୦୮ ମସିହା ଆଜିର ଦିନରେ ଆତଙ୍କବାଦୀମାନେ ମୁମ୍ବାଇର ତାଜ୍ ପ୍ୟାଲେସ, ଛତ୍ରପତି […]