• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

oil price
ପେଟ୍ରୋଲ, ଡିଜେଲ ଦର ହ୍ରାସ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଗ୍ରାହକଙ୍କୁ ଅାଶ୍ୱସ୍ତି । ପେଟ୍ରୋଲ, ଡିଜେଲ ଦର ହ୍ରାସ କଲେ କେନ୍ଦ୍ର ସରକାର । ଲିଟର ପିଛା ୨ ଟଙ୍କା ୫୦ ପଇସା ଶୁଳ୍କ ହ୍ରାସ। ଅାଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ। ଏଥି ସହିତ ରାଜ୍ୟ ସରକାର ବି ଅଢ଼େଇ ଟଙ୍କା ହ୍ରାସ କରିବାକୁ ଅପିଲ୍ କରିଛନ୍ତି ଅର୍ଥମନ୍ତ୍ରୀ। ଭାଟ୍ ଅଢ଼େଇ ଟଙ୍କା କାଟିବାକୁ ରାଜ୍ୟକୁ ଅନୁରୋଧ କରିଛନ୍ତି ଜେଟଲୀ। ‘ରାଜ୍ୟ ଅଢ଼େଇ ଟଙ୍କା କାଟିଲେ […]

  • Friday, 16 July 2021
People Fall Into Wel
ଶିଶୁକୁ ବଞ୍ଚାଇବାକୁ ଯାଇ କୂଅ ଭିତରେ ପଡ଼ିଗଲେ ୩୦ ଜଣ, ମିଳିଲା ୩ ମୃତଦେହ

ଜଣେ ଶିଶୁକୁ ବଞ୍ଚାଇବାକୁ ଯାଇ କୂଅ ଭିତରେ ପଡ଼ିଗଲେ ଗାଁର ୩୦ ଜଣ ଲୋକ। ଗତକାଲି ସନ୍ଧ୍ୟାରେ ମଧ୍ୟପ୍ରଦେଶ ଭିଦିଶା ଜିଳ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। 

Shivraj Singh Chouhan
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ୟା କନ୍ୟାଙ୍କର ଆଜି ବାହାଘର

ପ୍ରତିକ୍ରିୟାରେ ସେ କହିଛନ୍ତି, ମୋ ଉପରେ ଏକ ବଡ଼ ଦାୟିତ୍ୱ ଥିଲା। ଯାହା ଆଜି ପୂର୍ଣ୍ଣ ହେବାକୁ ଯାଉଛି। ଯେତେବେଳେ ମୁଁ ଜଣେ ସାଂସଦ ଥିଲି, ସେବେ ମୁଁ ଏ ଝିଅମାନଙ୍କୁ ପୋଷ୍ୟା କନ୍ୟା ଭାବେ ଗ୍ରହଣ କରିଥିଲି। ଆଜି ସେମାନେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଯାହା ପାଇଁ ମୁଁ ଅତ୍ୟନ୍ତ ଆନନ୍ଦିତ। ଏହାସହ ଶିବାରାଜ କହିଛନ୍ତି, ଜଣେ ପିତାର କର୍ତ୍ତବ୍ୟ ପୂର୍ଣ୍ଣ କରିଥିବାରୁ ମୁଁ ଖୁସି ଏବଂ ଏ ଭାବନାକୁ ଶବ୍ଦରେ ବାଖ୍ୟା କରାଯାଇପାରିବ ନାହିଁ ବୋଲି କହିଛନ୍ତି ଶିବରାଜ।

Arrest
ରାଜସ୍ଥାନରୁ ଆଇଏସଆଇ ଏଜେଣ୍ଟ ଗିରଫ

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏବଂ ଚାଞ୍ଚଲ୍ୟକର କଥା ହେଉଛି ଯେ, ସେନାର ଜଣେ ନାୟକ କନେଷ୍ଟବଲ ପରମଜୀତ ଏହି ହବିବୁର ରେହମାନଙ୍କୁ ଭାରତୀୟ ସେନାର ତଥ୍ୟ ଦେଉଥିଲେ ବୋଲି ଖୁଲାସା ହୋଇଛି

a11
ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଶୋକ ଗେହଲଟ୍

ଜୟପୁର: ତୃତୀୟ ଥର ପାଇଁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଅଶୋକ ଗେହଲଟ୍‌ ଶପଥ ଗ୍ରହଣ କରିଛନ୍ତି। ସେହିପରି ରାଜସ୍ଥାନର ଉପ ମୁଖ୍ୟମନ୍ତ୍ରୀ ଭାବେ ସଚିନ୍ ପାଇଲଟ୍ ଶପଥ ନେଇଛନ୍ତି। ରାଜ୍ୟପାଳ କଲ୍ୟାଣ ସିଂହ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ଆଜି ଜୟପୁର ଆଲ୍‌ବର୍ଟ ପ୍ୟାଲେସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମର ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଉପସ୍ଥିତ ଥିଲେ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ […]

  • Thursday, 15 July 2021