• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

pakistan
ସୀମାକୁ ଅନୁପ୍ରବେଶ କରିବ ତ ମରିବ ପାକିସ୍ତାନୀ...

ଆତଙ୍କବାଦୀଙ୍କୁ କଡା ଜବାବ ଦେବାକୁ ତୟାର ଭାରତୀୟ ସେନା। ପାକ୍ ସୀମାନ୍ତ ପୁଂଚ୍ ସେରରେ ଚାଲିଛି ସୁରକ୍ଷାକର୍ମୀଙ୍କ ଜୋରଦାର ଅପରେସନ। ଶତ୍ରୁକୁ ମାତ୍ ଦେବାକୁ ଜାଗ୍ରତ ଆମର ବୀର ଯବାନ। ଗତକାଲି ପୁଂଚ୍, ମେଣ୍ଢାର ଓ ରାଜୌରି ଅଂଚଳରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଲାଗି ପ୍ରୟାସ କରିଥିଲା ପାକିସ୍ତାନ

  • Wednesday, 14 July 2021
pakistan
ପାକିସ୍ତାନ ଉପରେ ପୁଣି ହେବ ସର୍ଜିକାଲ ଷ୍ଟ୍ରାଇକ୍?

ଏମିତିକି ସର୍ଜିକାଲ୍ ଷ୍ଟ୍ରାଇକ୍ ପାଇଁ ଭାରତ ନିଜ ଘନିଷ୍ଠ ସହଯୋଗୀଙ୍କଠାରୁ ଅନୁମୋଦନ ନେବାକୁ ବି ଚେଷ୍ଟା ଜାରି ରଖିଥିବା ନେଇ ତାଙ୍କ ପାଖରେ ପକ୍କା ଗୁଇନ୍ଦା ସୂଚନା ରହିଥିବା କହିଛନ୍ତି ସେ କହିଛନ୍ତି।

  • Wednesday, 14 July 2021
sonia
ନେତାଙ୍କୁ ଭେଟିବେ, ସମାଧନର ରାସ୍ତା ବାହାର କରିବେ

ଅସନ୍ତୁଷ୍ଟ ନେତାଙ୍କୁ ଭେଟିବେ ସୋନିଆ ଗାନ୍ଧୀ। ମିଳିଥିବା ସୂଚନା ଅନୁସାରେ, କଂଗ୍ରେସରେ ଦେଖା ଦେଇଥିବା ବିଦ୍ରୋହକୁ ପ୍ରଶମିତ କରିବା ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ପ୍ରୟାସ ଦଳରେ ସାଂଗଠନିକ ସ୍ଥିତିରେ ପରିବର୍ତ୍ତନ ଆଣିବା ଲାଗି ଗତ ଅଗଷ୍ଟ ମାସରେ ଚିଠି ଲେଖିଥିବା ୨୩ ଜଣ ନେତାଙ୍କ ମଧ୍ୟରୁ କିଛି ନେତାଙ୍କୁ  ଆଜି ସାକ୍ଷାତ କରିବେ ସୋନିଆ।

  • Wednesday, 14 July 2021
amit sahah
ବଙ୍ଗ ଦଖଲ ପାଇଁ ଡେରା ପକାଇଛନ୍ତି କି ଶାହା ?

ବିଜେପିର ବଙ୍ଗ ଦଖଲ ପାଇଁ ସଜବାଜ। ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଗତ ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରେ ପହଞ୍ଚିଛନ୍ତି। ଆଜି ପୂର୍ବାହ୍ନରେ ଦଳୀୟ ନେତାଙ୍କ ସହ ବୈଠକ କରି ପ୍ରସ୍ତୁତ କରିବେ ରଣନୀତି। ଏହାସହ ରାଜ୍ୟର ଚାଷୀ ମାନଙ୍କୁ ଭେଟି ଆଲୋଚନା କରିବାର ମଧ୍ୟ ରହିଛି କାର୍ଯ୍ୟକ୍ରମ।

  • Wednesday, 14 July 2021
corona vaccine
କରୋନା ଟିକା ନେବା ବାଧ୍ୟତାମୂଳକ ନୁହେଁ

କରୋନା ଟିକା ନେବା ଇଚ୍ଛାଧୀନ ବ୍ୟାପାର। ଦେଶରେ କରୋନା ଟିକା ଉପଲବ୍ଧ ହେବା ପରେ ଯେଉଁ ବ୍ୟକ୍ତି ନିଜ ତରଫରୁ ଚାହିଁବେ, ସେମାନେ ନେଇ ପାରିବେ। ଏବଂ ଏହା ବାଧ୍ୟତାମୂଳକ ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର

  • Wednesday, 14 July 2021
rape
ହାଥରସ ଘଟଣାରେ କୋର୍ଟରେ ଚାର୍ଜସିଟ୍ ଦାଖଲ କଲା ସିବିଆଇ

ବହୁଚର୍ଚ୍ଚିତ ହାଥରସ ଗଣଦୁଷ୍କର୍ମ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ହାଥରସ କୋର୍ଟରେ ପହଞ୍ଚି ଚାର୍ଜସିଟ୍ ଦାଖଲ କରିଛନ୍ତି ସିବିଆଇ ଅଧିକାରୀ। ମିଳିଥିବା ସୂଚନା ଅନୁସାରେ ଏସସି/ଏସଟି କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟକୁ କୋର୍ଟ ଗ୍ରହଣ କରିଥିବା ମଧ୍ୟ ଜଣାଯାଇଛି

  • Wednesday, 14 July 2021
Crime
କାମ କରିବାକୁ ମନା କରିବାରୁ ପେଟ୍ରୋଲ ଢାଳି ଜିଅନ୍ତା ଜାଳିଦେଲେ

କାମ କରିବା ଲାଗି ମନା କପିଦେବାରୁ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ। ଜାଳିବା ପୂର୍ବରୁ ଯୁବକଙ୍କୁ ମାଡ ମର।ଯାଇଥିବା ନେଇ ମଧ୍ୟ ଅଭିଯୋଗ ରହିଛି। ତେବେ ଏହି ଘଟଣାରୁ ଆପଣ ଜାଣିପାରିବେ ଯେ, ମଣିଷ କେତେ ନିଷ୍ଠୁର ହୋଇପାରେ।

  • Wednesday, 14 July 2021
Koraput
ଶୀତକୁ ଆପଣେଇ ନେଇଛି କୋରାପୁଟ । ଅଳସୀ କ୍ଷେତ ଭରା ଯୌବନରେ ଉଛୁଳିଛି

ଶୀତର ସ୍ପର୍ଶରେ ପୁଲକିତ ଓ ଅପରୂପ ସୌନ୍ଦର୍ଯ୍ୟରେ ଭରା କୋରାପୁଟ । ପ୍ରକୃତି ଏଠାରେ ନିଆରା ।କୋରାପୁଟ ରେ ଶୀତ  ଆସିଲେ ହୁଏ ସୁଲୁସୁଲିଆ ପବନ ସାଙ୍ଗକୁ କୁହୁଡିର ଆସ୍ତରଣ। ଶୀତର ସ୍ପର୍ଶରେ ପୁଲକିତ ଓ ଅପରୂପ ସୌନ୍ଦର୍ଯ୍ୟରେ ଭରା କୋରାପୁଟ

  • Wednesday, 14 July 2021
pm-modi
ଚାଷୀଙ୍କୁ ଭ୍ରମିତ କରୁଛନ୍ତି ବିରୋଧୀ-ମୋଦି

ମଧ୍ୟପ୍ରଦେଶ କୃଷକ କଲ୍ୟାଣ କାର୍ଯ୍ୟକ୍ରମରେ ଚାଷୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାର୍ଯ୍ୟକ୍ରମରେ କଂଗ୍ରେସ ଉପରେ ଜୋରଦାର ବର୍ଷିଲେ। କହିଲେ, ଚାଷୀଙ୍କ ପାଇଁ ଆସିଥିବା ଆଇନ, ପ୍ରଥମେ ସେମାନେ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇପାରିନଥିଲେ।

  • Wednesday, 14 July 2021
modi
ବିକ୍ରି ହେବ କି ପ୍ରଧାନମନ୍ତ୍ରୀଙ୍କ ସଂସଦୀୟ କାର୍ଯ୍ୟାଳୟ

ବିକ୍ରି ହେବ ପ୍ରଧାନମନ୍ତ୍ରୀଙ୍କ ସଂସଦୀୟ କାର୍ଯ୍ୟାଳୟ। ବାରଣାସୀ ଗୁରୁଧାମ କଲୋନୀରେ ଥିବା ମୋଦିଙ୍କ କାର୍ଯ୍ୟାଳୟ ବିକ୍ରି ହେବା ନେଇ ଜୋରସୋରରେ ଚାଲିଛି ଚର୍ଚ୍ଚା। ତେବେ କାର୍ଯ୍ୟାଳୟ ବିକ୍ରି ହେବା ନେଇ ଓଏଲଏକ୍ସରେ ବିଜ୍ଞାପନ ଦିଆଯାଇଛି।

  • Wednesday, 14 July 2021
neha
ମାଆ ହେବାକୁ ଯାଉଛନ୍ତି ନେହା କକ୍କର...

ମାଆ ହେବେ ନେହା କକ୍କର। ଏହି ଖବର ସୋସିଆଲ ମିଡିଆରେ ଏବେ ଜୋରଦାର ଭାଇରାଲ ହେଲବାରେ ଲାଗିଛି। ତେବେ ଏହି ଘଟଣା ଜଣାପଡିବା ପରେ ପ୍ରଶଂସକମାନେ ମଂଧ୍ୟ ଆଶ୍ଚର୍ଯ୍ୟ ହୋଅଯାଇଛନ୍ତି। କାରଣ ବିବାହର ଏତେ କମ ଦିନ ମଧ୍ୟରେ ଏମିତି ଖୁସି ଖବର ନେହା ଦେବେ ବୋଲି କେହି ବିଶ୍ୱାସ କରିନଥିଲେ।

RahulGandhi
ଚାଷୀ ପ୍ରସଙ୍ଗରେ ବଡ ମନ୍ତବ୍ୟ ଦେଲେ ରାହୁଲ ଗାନ୍ଧୀ

ଚାଷୀଙ୍କୁ ନେଇ ଥମିବାରେ ନା ନେଉନାହିଁ ରାଜନୀତି। ଚାଷୀଙ୍କୁ ନେଇ ଲଗାତାର ଭାବରେ ମୁହାଁମୁହିଁ ହେଉଛନ୍ତି ଶାସକ ଓ ବିରେଧୀ। ତେବେ ଏହାରି ମଧ୍ୟରେ ଚାଷୀ ପ୍ରସଙ୍ଗରେ ପୁଣି ଥରେ ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେପଟେ ଚାଷୀ ଆନ୍ଦୋଳନ ସମୟରେ ମଧ୍ୟପ୍ରଦେଶରେ ଚାଷୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

  • Wednesday, 14 July 2021
jharkhanda cm
ମୁଖ୍ୟମନ୍ତ୍ରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ। ଏମିତି ସେମିତି ମାମଲା ନୁହେଁ ବରଂ ଆସିଛି ଦୁଷ୍କର୍ମ ପରି ସଙ୍ଗୀନ ମାମଲା। ତେବେ ଏପରି ସାଙ୍ଗାତିକ ଅଭିଯୋଗ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆଣିଛନ୍ତି ମୁମ୍ବାଇର ଜଣେ ମଡେଲ। ଏହି ମାମଲା ସାମ୍ନାକୁ ଆସିବା ପରେ ଜାତୀୟ ଗଣମାଧ୍ୟମରେ ମଧ୍ୟ ଶିରୋନାମା ପାଲଟିଛି।

  • Wednesday, 14 July 2021
Delhi-High-Court-1
ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ ?

ଦିଲ୍ଲୀ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହର ପ୍ରତିଶୃତି ଦେଇ ଏଣିକି ଶାରୀରିକ ସମ୍ପର୍କ ରଖିଲେ ତାହାକୁ ଦୁଷ୍କର୍ମ ବୋଲି ଧରାଯିବ ନାହିଁ ବୋଲି କହିଛନ୍ତି କୋର୍ଟ। ଜାତୀୟ ଗଣାମଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ଜଣେ ମହିଳା ୨୦୦୮ ମସିବାରଉ ଲିଭଇନ ରିଲେସନରେ ଥିଲେ।

  • Wednesday, 14 July 2021
pradeep-panigahrui
କୋର୍ଟ ପରିସରରେ ପ୍ରଦୀପ କହିଲେ, ୱେଟ୍ ଆଣ୍ଡ୍ ୱାଚ୍

ନିଯୁକ୍ତି ଜାଲିଆତି ଘଟଣାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଜେରା କରୁଛି ଏସଆଇଟି। କ୍ରାଇମବ୍ରାଞ୍ଚ ଅଫିସରରେ ସର୍ବେଶ୍ୱର ରାଓଙ୍କୁ ପଚରାଉଚରା ଚାଲିଛି। ଆକାଶ ପାଠକଙ୍କ ବ୍ୟକ୍ତିଗତ ସଚିବ ପିଟରଙ୍କୁ ଜେରା ବେଳେ ସେ ସର୍ବେଶ୍ୱରଙ୍କ ନାଁ ନେଇଥିଲେ।

  • Wednesday, 14 July 2021
Farmer
ଚାଷୀଙ୍କ ନାଁରେ ଅର୍ଥ ଆତ୍ମସାତ୍ କରୁଛନ୍ତି

କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଉନ୍ନତ ମାନର କୃଷି ଯନ୍ତ୍ରପାତି କିଣିବା ପାଇଁ ଆତ୍ମା ଯୋଜନା ମାଧ୍ୟମରେ ସବସିଡି ଯୋଗାଇ ବି ଦେଉଛନ୍ତି। ହେଲେ କୃଷି ବିଭାଗର ଆସିଷ୍ଟାଣ୍ଟ ଟେକ୍ନୋଲେଜି ମ୍ୟାନେଜର୍ କୃଷି ଉପକରଣ ଯୋଗାଇ ଦେବା ନାଁରେ ଗରିବ ଚାଷୀଙ୍କୁ ଠକି ଟଙ୍କା ଲୁଟ୍ କରୁଥିବା ଅଭିଯୋଗ ହୋଇଛି

  • Wednesday, 14 July 2021
slab
ବିପଦ କେତେ ବେଳେ ବି ଆସିପାରେ...

ଏମିତି ବି ଆସେ ବିପଦ। ରାଜସ୍ଥାନ ଭରତପୁର ଅଂଚଳରେ ଦୁଇଜଣ ଚାଲି ଚାଲି ଯାଉଥିବା ବେଳେ ଅଚାନକ ସେମାନଙ୍କ ଉପରେ ଏକ କଂକ୍ରିଟ୍ ପିଲର ଖସି ପଡିଥିଲା। ତେବେ ସୌଭାଗ୍ୟ ବଶତଃ ଜଣେ ବର୍ତ୍ତି ଯାଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।

  • Wednesday, 14 July 2021
supreme court
ଚାଷୀ ଆନ୍ଦୋଳନକୁ ନେଇ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ଦିଲ୍ଲୀ ସୀମାରେ ଚାଲିଥିବା ଚାଷୀଙ୍କ ଆନ୍ଦୋଳନକୁ ନେଇ ଆଜି ପୁଣି ସୁପ୍ରିମକୋର୍ଟରେ ଶୁଣାଣି। ଅବରୋଧ ହଟାଇବା ନେଇ ହୋଇଥିବା ଆବେଦନ ଉପରେ ଆଜି ଶୁଣାଣି ହେବ। ଗତକାଲି ମାମଲାର ଶୁଣାଣି କରି ଚାଷୀଙ୍କ ଦାବିର ସମାଧାନ ପାଇଁ ସ୍ୱତନ୍ତ୍ର କମିଟି ଗଠନ କରିବାକୁ ସୁପ୍ରିମକୋର୍ଟ କହିଥିଲେ।

  • Wednesday, 14 July 2021
ପ୍ରଣବ ମୁଖାର୍ଜୀ
କଂଗ୍ରେସର ଶୋଚନୀୟ ପରାଜୟ ପାଇଁ ସୋନିଆ ଓ ମନମୋହନ ଦାୟୀ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଆତ୍ମକଥାକୁ ନେଇ ବିବାଦ ମୁହାଁମୁହିଁ। ପୁଅ ଅଭିଜିତ୍ ଓ ଝିଅ ଶର୍ମିଷ୍ଠା ରୁପା ଦ୍ୱାରା ପ୍ରକାଶ ପାଇବାକୁ ଯାଉଥିବା ଆତ୍ମକଥାରେ ପ୍ରଣବ ୨୦୧୪ ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଦାୟୀ କରିଛନ୍ତି।

  • Wednesday, 14 July 2021
baijayanta
ଆସାମ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ଆସାମ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଆସାମ୍ ବିଜେପି ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ସେ ପ୍ରଥମ ଥର ପାଇଁ ରାଜ୍ୟ ଗସ୍ତରେ ଯାଇଛନ୍ତି। ଆଜି ଗୌହାଟି ବିମାନବନ୍ଦରରେ ପହଞ୍ଚିବା ପରେ ଆସାମ ବିଜେପି ସଭାପତି ରଣଜିତ ଦାସଙ୍କ ସହ ଅନ୍ୟ ବିଜେପି କର୍ମୀମାନେ ତାଙ୍କୁ ସ୍ୱାଗତ କରିଥିଲେ

  • Wednesday, 14 July 2021
naveen
ଏହି କାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ସମସ୍ତଙ୍କୁ ସୁରକ୍ଷିତ ବାସଗୃହ ପ୍ରସଙ୍ଗରେ ନବୀନ ପଟ୍ଟନାୟକ ଏହି ଚିଠି ଲେଖିଛନ୍ତି। PMAY ଯୋଜନାରେ ଫନି ପ୍ରଭାବିତ ୧୪ ଜିଲ୍ଲାକୁ ୭ କୋଟି ୮୭ ଲକ୍ଷ ଘର ଦାବି କରିଛନ୍ତି ନବୀନ।

  • Wednesday, 14 July 2021
supreme court
ଚାଷୀଙ୍କ ସମ୍ପର୍କରେ କଣ କହିଲେ ସୁପ୍ରିମକୋର୍ଟ...

ନୂଆ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଗତ ୨୧ ଦିନ ଧରି ଚାଲିଥିବା ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଆଜି ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଏକ କମିଟି ଗଠନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପକ୍ଷଙ୍କୁ ନେଇ ଏକ କମିଟି ଗଠନ କରିବାକୁ ସଲିସିଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

  • Wednesday, 14 July 2021