କର୍ତ୍ତବ୍ୟ ପଥରେ ଶୌର୍ଯ୍ୟ ପ୍ରଦର୍ଶନ କରିଛି ଭାରତୀୟ ସେନା। ସେନାର ଏମଆଇ-୧୭ହେଲିକପ୍ଟର ପ୍ଲାଇପ୍ଲାଷ୍ଟ କରିଛି। ଫ୍ରାନ୍ସ ସେନାର ଏକ ଟିମ ମ୍ୟୁଜିକ ବ୍ୟାଣ୍ଡ ସହ ମାର୍ଚ୍ଚ କରିଛି।
ଆଇଟିବିପିର ହିମବୀର ଯବାନମାନେ ପ୍ରବଳ ଥଣ୍ଡା ଓ ତୁଷାରପାତ ଭିତରେ ଫରଫର କରି ତ୍ରିରଙ୍ଗା ଉଡ଼ାଇଛନ୍ତି ।
ଫ୍ରାନ୍ସରେ ପଢିବା ପାଇଁ ଭାରତୀୟ ଛାତ୍ରଛାତ୍ରୀଙ୍କ ଭିସା ପ୍ରକ୍ରିୟା ସହଜ କରାଯିବ । ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଫ୍ରାନ୍ସରେ ଅଧ୍ୟୟନ କରିବା ପାଇଁ ଫ୍ରାନ୍ସ ସରକାର ପୂର୍ବରୁ ଅନେକ ପଦକ୍ଷେପ ଆପଣାଇଛନ୍ତି ।
ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀକୁ ପୂରିଛି ୭୫ ବର୍ଷ । ଏହି ଦୀର୍ଘ ଗୌରବମୟ ଇତିହାସକୁ ଉଜ୍ଜୀବିତ କରି ରଖିବା ଲାଗି ଦିଲ୍ଲୀରୁ ପଲ୍ଲୀ, ଆଜି ସବୁଠି ଫର ଫର ହୋଇ ଉଡ଼ିଛି ତ୍ରିରଙ୍ଗା ।
ଆଉ ଏପରି ସମୟରେ ସାନିଆ ମିର୍ଜାଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମର ଏକ ପୋଷ୍ଟ ବେଶ ଭାଇରାଲ ହେବାରେ ଲାଗିଛି ।
ପରେଡ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏଥର ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ମୁଖ୍ୟ ଅତିଥି ଭାବରେ ଯୋଗଦେଇଛନ୍ତି । ସାଧାରଣତନ୍ତ୍ର ଦିବସ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ ରହିଛି ।
ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ନିଆଁକୁ ଆୟତ୍ତ କରିବାକୁ ୨୦ଟି ଅଗ୍ନିଶମ ଗାଡ଼ି ନିୟୋଜିତ କରାଯାଇଛି । ହେଲେ ବର୍ତ୍ତମାନ ସୁଦ୍ଧା ନିଆଁ ନିୟନ୍ତ୍ରଣାଧୀନ ହୋଇନାହିଁ ।
ବରିଷ୍ଠ ଅଭିନେତା ତଥା ବିଜେପି ନେତା ମିଥୁନ୍ ଚକ୍ରବର୍ତ୍ତି, ଜଣାଶୁଣା ବ୍ୟବସାୟୀ ସୀତାରାମ ଜିନ୍ଦଲ୍, ଗାୟିକା ଉଷା ଉଥପ୍ ଭଳି ୧୭ ଜଣଙ୍କ ନାଁ ପଦ୍ମ ଭୂଷଣ ପାଇଁ ଘୋଷଣା କରାଯାଇଛି। ଏହାବ୍ୟତୀତ ୧୧୦ ଜଣଙ୍କ ନାଁ ପଦ୍ମଶ୍ରୀ ସମ୍ମାନ ପାଇଁ ଘୋଷଣା ହୋଇଛି।
ସାଧାରଣତନ୍ତ୍ର ଦିବସ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ। ୮ହଜାରରୁ ଅଧିକ ଫୋର୍ସ ମୁତୟନ କରାଯାଇଛି।
ଗଣତନ୍ତ୍ର ହେଉଛି “ଲୋକମାନଙ୍କ ଦ୍ୱାରା, ଲୋକମାନଙ୍କ ପାଇଁ, ଲୋକମାନଙ୍କ ଦ୍ୱାରା ଶାସନ”। କିନ୍ତୁ ବିଭିନ୍ନ ଦେଶ, ସମୟ ଏବଂ ପରିସ୍ଥିତିରେ ବିଭିନ୍ନ ବିଚାର ଯୋଗୁଁ ଏଥିରେ କିଛି ମାତ୍ରାରେ ଜଟିଳତା ଦେଖାଦେଇଛି। ପ୍ରାଚୀନ କାଳରୁ ଗଣତନ୍ତ୍ରକୁ ନେଇ ଅନେକ ମତ ଆସିଥିଲା, କିନ୍ତୁ ଏଥିମଧ୍ୟରୁ ଅନେକକୁ ଗୁରୁତ୍ୱ ଦିଆଯାଇନି।
ଗଞ୍ଜାମର ଗୋପୀନାଥକୃଷ୍ଣ ଲୀଳା ଲୋକନାଟକର ପ୍ରଚାର ଓ ପ୍ରସାର ପାଇଁ ନିଜ ଜୀବନ ଉତ୍ସର୍ଗ କରିଛନ୍ତି । ଗାଁ ଗାଁରେ ସେ ଅଖାଡା ନିର୍ମାଣ କରି ସେ ଶହ ଶହ କଳାକାରଙ୍କୁ ଏହି ଲୋକକଳାର ପ୍ରଶିକ୍ଷଣ ଦେଇଛନ୍ତି ।
ଅରୁଣ ଯୋଗୀରାଜ କହିଛନ୍ତି, ୭ ମାସ ଧରି ବିଗ୍ରହକୁ ନିର୍ମାଣ କଲି, ବିଗ୍ରହ ଗର୍ଭଗୃହରେ ସ୍ଥାନିତ ହେବା ପୂର୍ବରୁ ଏବଂ ସ୍ଥାନିତ ହେବାଯାଏଁ ୧୦ ଦିନ ବିତାଇଲି ।
ଆଦିତ୍ୟ ଏଲ୍-୧ର ସଫଳତା ଆମକୁ ନୂଆ ସୋପାନକୁ ନେଇଛି । ଅନ୍ତରୀକ୍ଷ ବିଜ୍ଞାନରେ ଭାରତର ସଫଳତା ଯୁବଶକ୍ତିଙ୍କୁ ଉତ୍ସାହିତ କରିଛି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି କ୍ୟାମ୍ପ ଚଳଚଂଚଳ ହୋଇଉଠିଛି।
ଓଡ଼ିଶାରୁ ଗୃହ ବିଭାଗ ସ୍ୱତନ୍ତ୍ରସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ ।
ଛାତ୍ର ଜଣକ ଅଟୋ-ରିକ୍ସାରୁ ଓହ୍ଲାଇବା ମାତ୍ରେ ଲୋକମାନେ ତାଙ୍କୁ ଘେରିଯାଇ ଚାପୁଡ଼ା ମାରିଥିଲେ। କିଛି ଲୋକ ତାଙ୍କୁ ଟାଣି ଟାଣି ମନ୍ଦିରକୁ ନେଇ ଯାଇଥିଲେ।
ମହିଳା ଜଣକ ତାଙ୍କ ଛାଡପତ୍ର ଆବେଦନରେ ଲେଖିଛନ୍ତି, ତାଙ୍କ ସ୍ୱାମୀ ଆଇଟି ସେକ୍ଟରରେ କାମ କରନ୍ତି । ସେ ଭଲ ଦରମା ମଧ୍ୟ ପାଆନ୍ତି । ସେ ବି ଜଣେ କର୍ମଜୀବୀ ମହିଳା । ସେମାନଙ୍କ ଆର୍ଥିକ ସ୍ଥିତି ଭଲ ରହିଛି ।
ରାଜସ୍ଥାନର ସର୍ବପୁରାତନ ତଥା ୨୫୦ ବର୍ଷ ପୂର୍ବର ଜାନକୀଲା- ମୋହନଲାଲ୍ ଦୋକାନ ବୁଲି କିଛି ସାମଗ୍ରୀ କିଣିବେ।
ବିଧାନସଭା ନିର୍ବାଚନ ବେଳେ ବିଜେପି ଛାଡ଼ି କଂଗ୍ରେସ ଯାଇଥିଲେ ।
ଜାତୀୟ ଭୋଟର ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ନମୋ ନବ ମତଦାତା ସମ୍ମିଳନୀରେ ମୋଦିଙ୍କ ସମ୍ବୋଧନ ।
ସାଧାରଣ ନିର୍ବାଚନରେ ଭୋଟ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍ ।
‘ରାମ ରାଜ୍ୟରୁ ପ୍ରେରଣା ନେଇ ଦିଲ୍ଲୀରେ ସରକାର ଚଳାଇବାକୁ ଚେଷ୍ଟା କରୁଛୁ। ଏହା ଅଧୀନରେ କେହି ଭୋକିଲା ରହିବେ ନାହିଁ ଏବଂ ସମସ୍ତଙ୍କୁ ଘର ଯୋଗାଇ ଦିଆଯିବ।’
ବାଲକୃଷ୍ଣଙ୍କ ଘରୁ ନଗଦ ଟଙ୍କା ଗଣିବା ମେସିନ ବି ମିଳିଛି। ଆଜି ବି ଚଢାଉ ଜାରି ରହିଛି। ଏଯାଏ ତଦନ୍ତକାରୀ ଟିମ୍ ବାଲକୃଷ୍ଣଙ୍କ ୪ଟି ଲକର୍ ଠାବ କରିଛନ୍ତି ।
ଥାଇଲାଣ୍ଡ ଆକାଶର ୧୦ହଜାର ଫୁଟ ଉଚ୍ଚରେ ଯାଇ ସମସ୍ତଙ୍କୁ ଚକିତ କରିଦେଛନ୍ତି। ସ୍କାଏ ଡାଇଭିଂ କରି ‘ ଜୟ ଶ୍ରୀରାମ’ ଲେଖାଥିବା ଏକ ଧ୍ୱଜା ଉଡାଇଛନ୍ତି।
‘ମୁଁ ନିଜକୁ ବିଶ୍ୱାସ କରିପାରିଲିନି ଯେ ମୁଁ ଗଢ଼ିଥିବା ମୂର୍ତ୍ତି ଏତେ ସୁନ୍ଦର କେମିତି ହେଲା । ସେହି ସମୟରେ ମୋ ପାଖରେ ଯେଉଁମାନେ ଥିଲେ ମୁଁ ତାଙ୍କୁ ଏକଥା ସଙ୍ଗେ ସଙ୍ଗେ ଜଣେଇଛି ।’