ବିମାନ ବନ୍ଦରରୁ ଜବତ ହେଲା ୧.୩ କୋଟିରୁ ଅଧିକ ମୂଲ୍ୟର ସୁନା । କଷ୍ଟମ ବିଭାଗ ଏହି ସୁନାକୁ ବିମାନବନ୍ଦରରୁ ହିଁ ଜବତ କରିଛି । ତେବେ ମିଳିଥିବା ସୂଚନା ଅନୁସାରେ, କଷ୍ଟମ୍ସ ଆକ୍ଟ ଅନୁଯାୟୀ ଏକ ଏୟାରଲାଇନ୍ସର ଜଣେ କ୍ରୁ ସଦସ୍ୟଙ୍କୁ ଗିରଫ କରିଛି କଷ୍ଟମ ବିଭାଗ ।
ଗୁଜୁରାଟ :କୃଷକମାନଙ୍କ ଆନ୍ଦେ।ଳନକୁ ସମର୍ଥନ ଦେଉନାହିଁ ଗୁଜୁରାଟ । ତେବେ ଏନେଇ ସ୍ପଷ୍ଟ କରିଛନ୍ତି ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି । ସେ କହିଛନ୍ତି ଯେ, ଆସନ୍ତାକାଲି ଦେଶରେ କୃଷକମାନେ ଯେଉଁ ଆନ୍ଦେ।ଳନର ଡାକରା ଦେଇଛନ୍ତି ତାହାକୁ ଗୁଜୁରାଟ ସମର୍ଥନ ଦେଉନାହିଁ । ଯଦି କୌଣସି ବ୍ୟକ୍ତି ଓ ସଂଗଠନ ଜେ।ର ଜବରଦସ୍ତି ଦୋକାନ ଏବଂ ଅନ୍ୟାନ୍ୟ ପ୍ରତିଷ୍ଠାନକୁ ବନ୍ଦ କରିବାକୁ ଚେଷ୍ଟା କରନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟ।ନୁଷ୍ଠାନ ଗ୍ରହଣ କରାଯିବ । ଆସନ୍ତାକାଲି […]
ଦିଲ୍ଲୀ ସୀମାରେ ଚାଲିଥିବା କୃଷକଙ୍କ ଆନ୍ଦେ।ଳନରେ ସମର୍ଥନ ବଢ଼ିବାରେ ଲାଗିଛି । ଡିସେମ୍ବର ୫ରେ କେନ୍ଦ୍ର ସରକାରଙ୍କ ସହ ଚାଷୀଙ୍କ ଆଲେ।ଚନା ବିଫଳ ପରେ ଆନ୍ଦେ।ଳନକୁ ଆହୁରି ମଜଭୁତ କରିବାକୁ ଚେଷ୍ଟା ଚଳାଇଛନ୍ତି ଚାଷୀ ସଂଗଠନ
ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଏଲୁରୁ ସହରରେ ଏବେ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଏହି ରୋଗରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୯୨ ଜଣ ଅସୁସ୍ଥ ହୋଇପଡିଛନ୍ତି । କ୍ରମାଗତ ଭାବେ ଅସୁସ୍ଥଙ୍କ ସଂଖ୍ୟା ବଢିବାରେ ଲାଗିଛି
ଚନ୍ଦନ କହିଲେ ସାଧାରଣ ଲେ।କଙ୍କ ମନରେ ଅନେକ କଥା ଆସେ । କାରଣ ଚନ୍ଦନକୁ ନେଇ ବିଶେଷ କରି ହିନ୍ଦୁ ଧର୍ମରେ ଅନେକ କଥା ରହିଛି । ଠିକ ସେହିପରି ଭାବରେ ରକ୍ତ ଚନ୍ଦନକୁ ନେଇ ବି ଅନେକ କଥା ରହିଛି
ବିହାର ନିର୍ବାଚନ ଶେଷ ହେ।ଇଛି ସତ କିନ୍ତୁ ଥମିବାରେ ନା ନେଉନାହିଁ ରାଜନୀତି । ଚାଷୀ ପ୍ରସଙ୍ଗରେ ତେଜସ୍ୱୀ ରାଜ୍ୟ ସରକାରଙ୍କୁ ଜେ।ରଦାର ସମାଲେ।ଚନା କରିଛନ୍ତି । ବିହାରରେ ଗଠନ ହେ।ଇଥିବା ନୂଆ ସରକାରକୁ ଡରୁଆ ଓ ନିକମ। ସରକ।ର ବେ।ଲି କହିଛନ୍ତି
ଆମେରିକୀୟ କମ୍ପାନୀ ଫାଇଜର୍ ଓ ଜର୍ମାନ କମ୍ପାନୀ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ ଭ୍ୟାକ୍ସିନ୍ ଭାରତରେ ଟିକାକରଣ ପାଇଁ ଅନୁମତି ଲୋଡିଛି । ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ-ଡିସିଜିଆଇର ଅନୁମତି ଲୋଡ଼ିଛି ଫାଇଜର
କର୍ଣ୍ଣାଟକ : କଂଗ୍ରେସ ବିରେ।ଧରେ ବିଶେ।ଦକାର କଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ ଡି କୁମାର ସ୍ୱାମୀ । କୁମାର ସ୍ୱାମୀ କହିଛନ୍ତି ଯେ, ଯଦି ସେ ପୂର୍ବରୁ ବିଜେପି ସହ ବନ୍ଧୁତା କରିଥାଆନ୍ତେ ତେବେ ବର୍ତମାନ ସମୟରେ ବି ସେ ମୁଖ୍ୟମନ୍ତ୍ରୀ ପଦରେ ହିଁ ରହିଥାଆନ୍ତେ । କଂଗ୍ରେସ ସହ ମିଶି ଯାହା କିଛି କମ।ଇଥିଲେ ତାହା ଶେଷ ହେ।ଇଥିବା ସେ କହିଛନ୍ତି । ମହୀଶୁରର ଏକ ସଭାରେ ସେ କହିଛନ୍ତି ଯେ, ଯଦି ମୁଁ […]
ଜାମ୍ମୁରେ ବଢିବାରେ ଲାଗିଛି ଆତଙ୍କୀ କାର୍ଯ୍ୟକଳ।ପ । ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ପୁଣି ଆତଙ୍କବାଦୀଙ୍କ ଗୁପ୍ତ ଶିବିର ଠାବ ହେ।ଇଛି । ତେବେ ଶିବିରରୁ ବିପୁଳ ପରିମାଣରେ ବିସ୍ଫେ।ରକ ଓ ମାରଣାସ୍ତ୍ର ଉଦ୍ଧାର କରାଯାଇଛି ।
ନିଜ ଜିଦରେ ଅଟଳ ରହିଛନ୍ତି ଚାଷୀ । ନିଜ ଦାବଇ ପୂରଣ ନହେବା ପର୍ଯ୍ୟନ୍ତ ଚାଷୀ ଆନ୍ଦେ।ଳନ ଶାନ୍ତିପୂର୍ଣ୍ଣ ଭାବରେ ଚାଲିବ ବେ।ଲି କହିଛନ୍ତି ଚାଷୀ ନେତା । ତେବେ ଗତକାଲି ବୈଠକରେ କୌଣସି ନିଷ୍କର୍ସ ବାହାରିନଥିବା ଜଣାଯାଇଛି ।
ଭୁବନେଶ୍ୱର: ମାଳଦ୍ୱୀପରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ଲାଗି ରାଜଧାନୀ ମାଲେରେ ପହଞ୍ଚିଲା ଭାରତୀୟ ନୌସେନା ଜାହଜ। ସମୁଦ୍ର ସେତୁ ଅଭିଯାନରେ ଭାରତୀୟ ନୌସେନାର ଆଇଏନ୍ଏସ୍ ଜଳାଶ୍ୱ ମାଲେରେ ପହଞ୍ଚି ଥିବାବେଳେ ଆଇଏନ୍ଏସ୍ ମଗର ଦୁଇ ଦିନ ମଧ୍ୟରେ ପହଞ୍ଚିବ। ଦୁଇ ଜାହାଜରେ ହଜାରେ ଭାରତୀୟଙ୍କୁ ଫେରାଇ ଅଣାଯିବ ମାଲେରୁ ଆସି କେରଳର କୋଚିରେ ପହଞ୍ଚିବେ। ଭାରତୀୟମାନେ ସେଠାରୁ ନିଜ ରାଜ୍ୟକୁ ନେବା ପାଇଁ ପଦକ୍ଷେପ ନିଆଯିବ। ସେହିପରି ଆଇଏଏନ୍ଏଶ ଶାର୍ଦୁଲ ଓ ଆଇଏନ୍ଏସ୍ ଐରାବତ […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଗୁଜରାଟ ଓ ମହାରାଷ୍ଟ୍ରର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଛନ୍ତି। ଦୁଇ ରାଜ୍ୟରେ କରୋନା ସ୍ଥିତି ଓ ଏହାର ମୁକାବିଲା ନେଇ ଆଲୋଚନା ହୋଇଛି। ମହାରାଷ୍ଟ୍ରରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବା ଦେଶ ପାଇଁ ଚିନ୍ତାର କାରଣ ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ରାଜ୍ୟର ୩୬ଟି ଜିଲ୍ଲାରୁ ୩୪ଟି ଜିଲ୍ଲା କରୋନା ପ୍ରଭାବିତ ହୋଇଛି ଏଯାଏ ୧୪ ହଜାର ୫୪୧ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୫୮୩ ଜଣଙ୍କ ମୃତ୍ୟୁ […]
ଜୟପୁର: ଶୋକାକୁଳ ପରିବେଶରେ ଫାଟି ପଡ଼ୁଛି ପୁରା ପରିବେଶ। ନିଜ ପ୍ରିୟର ପୁଅକୁ ହରାଇଛି ମାତୃଭୂମି। ଜୟପୁରର ମିଲେଟାରୀ ଷ୍ଟେସନ୍, ଯେଉଁଠି ସହିଦ୍ କର୍ଣ୍ଣଲ ଆଶୁତୋଷ ଶର୍ମାଙ୍କ ହୋଇଛି ଶେଷକୃତ୍ୟ। ରାଷ୍ଟ୍ରୀୟ ସମ୍ମାନ ସହ ଆଜି ସମସ୍ତେ ଆଶୁତୋଷଙ୍କୁ ମନେ ପକାଉଛନ୍ତି। ସେହି ବୀରତ୍ୱ, ଅଦମ୍ୟ ସାହାସକୁ ମନେ ପକାଉଛନ୍ତି ପରିବାରଲୋକେ। ଗତ ସପ୍ତାହରେ ଜାମ୍ମୁ ଓ କାଶ୍ମୀରର ହନ୍ଦୱାଣ୍ଡାରେ ଆତଙ୍କବାଦୀଙ୍କ ସହ ମୁକାବିଲା କରୁଥିବା ବେଳେ ସହିଦ ହୋଇଥିଲେ କର୍ଣ୍ଣେଲ ଆଶୁତୋଷ ଶର୍ମା। ଲମ୍ବା ସମୟ […]
ନୂଆଦିଲ୍ଲୀ: ଲକଡାଉନ୍ ଅବଧି ବୃଦ୍ଧି କାରଣରୁ ଘୁଞ୍ଚିଲା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା। ଆସନ୍ତା ମେ ୩୧ରେ ହେବାକୁ ଥିବା ସିଭିଲ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ୟୁପିଏସ୍ସି ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି। ସାରା ଦେଶରେ ଲକ୍ଡାଉନ୍ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ଘୁଞ୍ଚାଇ ଦିଆଯାଇଛି। ତେବେ ମେ ୨୦ ତାରିଖରେ ଆଉ ଥରେ ଆଲୋଚନା କରି ପରବର୍ତ୍ତୀ ପରୀକ୍ଷା ତାରିଖ ସ୍ଥିର କରାଯିବ ଥିବା ସୂଚନା ଦେଇଛି। […]