ଜୟପୁର: ଶୋକାକୁଳ ପରିବେଶରେ ଫାଟି ପଡ଼ୁଛି ପୁରା ପରିବେଶ। ନିଜ ପ୍ରିୟର ପୁଅକୁ ହରାଇଛି ମାତୃଭୂମି। ଜୟପୁରର ମିଲେଟାରୀ ଷ୍ଟେସନ୍, ଯେଉଁଠି ସହିଦ୍ କର୍ଣ୍ଣଲ ଆଶୁତୋଷ ଶର୍ମାଙ୍କ ହୋଇଛି ଶେଷକୃତ୍ୟ। ରାଷ୍ଟ୍ରୀୟ ସମ୍ମାନ ସହ ଆଜି ସମସ୍ତେ ଆଶୁତୋଷଙ୍କୁ ମନେ ପକାଉଛନ୍ତି। ସେହି ବୀରତ୍ୱ, ଅଦମ୍ୟ ସାହାସକୁ ମନେ ପକାଉଛନ୍ତି ପରିବାରଲୋକେ। ଗତ ସପ୍ତାହରେ ଜାମ୍ମୁ ଓ କାଶ୍ମୀରର ହନ୍ଦୱାଣ୍ଡାରେ ଆତଙ୍କବାଦୀଙ୍କ ସହ ମୁକାବିଲା କରୁଥିବା ବେଳେ ସହିଦ ହୋଇଥିଲେ କର୍ଣ୍ଣେଲ ଆଶୁତୋଷ ଶର୍ମା। ଲମ୍ବା ସମୟ […]
ନୂଆଦିଲ୍ଲୀ: ଲକଡାଉନ୍ ଅବଧି ବୃଦ୍ଧି କାରଣରୁ ଘୁଞ୍ଚିଲା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା। ଆସନ୍ତା ମେ ୩୧ରେ ହେବାକୁ ଥିବା ସିଭିଲ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ୟୁପିଏସ୍ସି ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି। ସାରା ଦେଶରେ ଲକ୍ଡାଉନ୍ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ଘୁଞ୍ଚାଇ ଦିଆଯାଇଛି। ତେବେ ମେ ୨୦ ତାରିଖରେ ଆଉ ଥରେ ଆଲୋଚନା କରି ପରବର୍ତ୍ତୀ ପରୀକ୍ଷା ତାରିଖ ସ୍ଥିର କରାଯିବ ଥିବା ସୂଚନା ଦେଇଛି। […]
ନୂଆଦିଲ୍ଲୀ: ଦେଶରେ ବଢ଼ିଲା ଲକଡାଉନ୍। ମେ ୪ରୁ ଆଉ ୨ ସପ୍ତାହ ଲକ୍ ଡାଉନ୍ ବଢ଼ିଲା। ୨ ସପ୍ତାହ ଲକ୍ ଡାଉନ୍ ବୃଦ୍ଧି ନେଇ ଗୃହ ମନ୍ତ୍ରାଳୟର ବିଜ୍ଞପ୍ତି। ତେବେ ଘୋଷଣା ଅନୁସାରେ ମେ ୧୭ ଯାଏ ଲକ୍ଡାଉନ୍ କାର୍ଯ୍ୟକାରୀ ହେବ। A limited number of activities will remain prohibited across India, irrespective of the zone, including travel by air, rail, metro & inter-State movement by road; […]