ନୂଆଦିଲ୍ଲୀ: ଦେଶରେ ବଢ଼ିଲା ଲକଡାଉନ୍। ମେ ୪ରୁ ଆଉ ୨ ସପ୍ତାହ ଲକ୍ ଡାଉନ୍ ବଢ଼ିଲା। ୨ ସପ୍ତାହ ଲକ୍ ଡାଉନ୍ ବୃଦ୍ଧି ନେଇ ଗୃହ ମନ୍ତ୍ରାଳୟର ବିଜ୍ଞପ୍ତି। ତେବେ ଘୋଷଣା ଅନୁସାରେ ମେ ୧୭ ଯାଏ ଲକ୍ଡାଉନ୍ କାର୍ଯ୍ୟକାରୀ ହେବ। A limited number of activities will remain prohibited across India, irrespective of the zone, including travel by air, rail, metro & inter-State movement by road; […]
ମୁମ୍ବାଇ: କଂଗ୍ରେସ ସଭାପତି ସୋନିଆ ଗାନ୍ଧିଙ୍କୁ ଟିପ୍ପଣୀ ମାମଲାରେ ରିପବ୍ଲିକ୍ ଟିଭି ଏଡିଟିର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ୧୦ ଘଣ୍ଟା ଧରି ଜେରା। କଂଗ୍ରେସର ଅଭିଯୋଗ ଆଧାରରେ ଅର୍ଣ୍ଣବଙ୍କୁ ଆଜି ସକାଳୁ ଜେରା କରୁଛି ମୁମ୍ବାଇର ଏନଏମ୍ ଜୋଶୀ ମାର୍ଗ ପୋଲିସ। ସକାଳ ୯ଟା ୨୦ରୁ ସେ ଥାନାକୁ ଯାଇଥିବା ବେଳେ ସେବେଠୁ ପୋଲିସ ତାଙ୍କୁ ଜେରା କରିଥିବା ସୂଚନା ମିଳିଛି। ମହାରାଷ୍ଟ୍ରର ପଲଘର ଅଞ୍ଚଳରେ ଦୁଇ ସାଧୁଙ୍କୁ ପିଟି ପିଟି ହତ୍ୟା କରିବା ମାମଲାରେ […]