ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚଳିତ ବର୍ଷ ମୌସୁମୀ ବର୍ଷା ପ୍ରାୟ ୯୮% ହେବା ସମ୍ଭାବନା ରହିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ୯୮% ବର୍ଷା ହେବାର ସମ୍ଭାବନା ରହିଛି।ସାଧାରଣତଃ ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଭାରତରେ ବର୍ଷା ହୋଇଥାଏ। ତେବେ ଚଳିତ ଥର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ଭଲ ଚାଷ ହେବ ଏବଂ ଏହାର ପ୍ରଭାବରେ ଅର୍ଥନୀତି […]
ପାଟନା: ବିବାହ କାର୍ଡରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଫଟୋ। ବିହାର ହାଜିପୁରର ଜଣେ ଯୁବକ ନିଜ ବିବାହ କାର୍ଡରେ ଲାଲୁ ଯାଦବଙ୍କ ଫଟୋ ଲଗାଇବା ସହ ଜେଲ୍ରେ ଥିବା ଲାଲୁଙ୍କୁ ମୁକ୍ତ କରିବା ଲାଗି ଅପିଲ୍ କରିଛନ୍ତି। ଏହାସହ ବିବାହରେ ଯୋଗଦେବା ପାଇଁ ସେ ବିବାହ କାର୍ଡକୁ ଆର୍ଜେଡିର ଅନେକ ବଡ଼ ନେତାଙ୍କଠୁ ଆରମ୍ଭ କରି ଲାଲୁଙ୍କ ପୁଅ ତେଜସ୍ୱୀ, ପତ୍ନୀ ରାବିଡ଼ି ଦେବୀଙ୍କ ଘରକୁ ପଠାଇଛନ୍ତି। ହାଜିପୁର […]
ଲଗାତାର ୧୫ ଦିନ ସ୍ଥିର ରହିବା ପରେ କମିଲା ପେଟ୍ରୋଲ ଓ ଡିଜେଲ ଦର ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ୧୪ ପଇସା କମିଛି ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୦ ଟଙ୍କା ୫୬ ପଇସା ରହିଛି ନୂଆଦିଲ୍ଲୀ: ଲଗାତାର ୧୫ ଦିନ ସ୍ଥିର ରହିବା ପରେ ଆଜି ପେଟ୍ରୋଲ ଓ ଡିଜେଲ ଦର କମିଛି। ଆଜି ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ୧୪ ପଇସା କମିଛି। ଏହାପୂର୍ବରୁ […]
ନୂଆଦିଲ୍ଲୀ: ବାତିଲ୍ ହେଲା CBSE (Central Board of Secondary Education) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା। CBSE ଦଶମ ବୋର୍ଡ ପରୀକ୍ଷା ବାତିଲ୍ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ। ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନ ହେବେ ପୁଣି ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଟ୍ୱିଟ୍ […]
କମିଲା ସୁନା ଓ ରୂପା ଦର ଶୁକ୍ରବାର ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ମଧ୍ୟ ହ୍ରାସ ପାଇଛି ଅଲ୍ ଟାଇମ୍ ରେକର୍ଡଠୁ ପାଖାପାଖି ୧୦ ହଜାର ଟଙ୍କା ଶସ୍ତା ହୋଇଛି ସୁନା ନୂଆଦିଲ୍ଲୀ: ପୁଣିଥରେ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ଶୁକ୍ରବାର ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ମଧ୍ୟ ହ୍ରାସ ପାଇଛି। Multi Commodity Exchange(MCX)ରେ ଆଜି ସୁନା ୨୦୦ ଟଙ୍କା ହ୍ରାସ ସହ କାରବାର ଚାଲିଥିବା […]
ଲକ୍ଷ୍ନୌ: ଦୁଲ୍ହନ ବେଶରେ ଆସି ରୀତିନୀତି ଅନୁସାରେ ମନ୍ଦିରରେ ବିବାହ କଲେ, ଶେଷରେ ସୁନା ଅଳଙ୍କାର ନେଇ ଫେରାର ହୋଇଗଲେ। ସବୁଠାରୁ ବଡ଼ କଥା, ଏହି ବିବାହ ପାଇଁ ମଧ୍ୟସ୍ଥିଙ୍କ ସହ ଲକ୍ଷେ ଟଙ୍କା ମଧ୍ୟ ଛିଣ୍ଡି ଥିଲା। ଘଟଣାପରେ ନା ଯୁବତୀଙ୍କର କୌଣସି ପତ୍ତା ମିଳିପାରିଛି ନା ମଧ୍ୟସ୍ଥିଙ୍କ। ଉଭୟେ କେଉଁଆଡ଼େ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଉତ୍ତରପ୍ରଦେଶର ମିରଟରେ। ମୁଜାଫରନଗରରେ ରହୁଥିବା ଜଣେ କୃଷକ ବିବାହ ନାଁରେ ଠକାମିର ଶିକାର ହୋଇଥିବା ଅଭିଯୋଗ […]