ଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ। ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ସବୁଠାରୁ ଅଧିକ ପ୍ରଦୂଷିତ ସହରରେ ପରିଣତ ହୋଇଛି। ସ୍ୱିଜରଲାଣ୍ଡ ସଂସ୍ଥା IQAir ର ରେଟିଂ ଅନୁସାରେ ଦିଲ୍ଲୀ ବିଶ୍ୱର ୫୦ ରାଜଧାନୀ ମଧ୍ୟରୁ ସବୁଠାରୁ ଅଧିକ ପ୍ରଦୂଷିତ ରାଜଧାନୀରେ ପରିଣତ ହୋଇଛି। ଏଠାରେ PM ୨.୫ରେ ପହଞ୍ଚିଯାଇଛି।, ଯାହା ହୃଦଘାତ ସମ୍ବନ୍ଧୀୟ ସମସ୍ୟା ଆଦିକୁ ବଢ଼ାଇଦିଏ । IQAir ଅନୁସାରେ ଦିଲ୍ଲୀ ସରକାରଙ୍କ ଲଗାତାର ପ୍ରୟାସ ଓ ତାବଲାବନ୍ଦ […]
ଅହମଦାବାଦ: ଗୁଜରାଟର ଅହମଦାବାଦରେ ଜଣେ ମହିଳା ସାବରମତୀ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟା କରିବା ପୂର୍ବରୁ ମହିଳା ଜଣକ ଏକ ଭିଡିଓ କରି ସୋସିଆଲ୍ ମିଡିଆରେ ଶେଆର କରିଥିଲେ। ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ମହିଳାଙ୍କ ନାଁ ଆୟଶା ବୋଲି ଜଣାପଡ଼ିଛି। ଯାହା ବି କିଛି ଜୀବନରେ ମିଳିଛି, ବହୁତ ଭଲ। ବର୍ତ୍ତମାନ ମୁଁ ଭଗବାନଙ୍କୁ ଭେଟିବାକୁ ଚାହୁଁଛି ବୋଲି ଆୟଶା ଭିଡିଓରେ କହୁଥିବା ଦେଖିବାକୁ ମିଳିଛି। ଭିଡିଓରେ ସେ କହିଥିଲେ, ‘ହ୍ୟାଲୋ, ମୋ […]
ନୂଆଦିଲ୍ଲୀ: ଚଳିତ ସପ୍ତାହରେ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। Multi Commodity Exchange(MCX)ରେ ଆଜି ଦିନ ସାଢ଼େ ୧୧ଟାରେ ସୁନା ଦର ପ୍ରତି ୧୦ ଗ୍ରାମକୁ ୧୯୫ ଟଙ୍କା ହ୍ରାସ ସହ ୪୬,୦୪୬ ଟଙ୍କାରେ କାରବାର ଚାଲିଥିବା ବେଳେ ରୂପା ପ୍ରତି କିଲୋକୁ ୭୮୭ ଟଙ୍କା ହ୍ରାସ ସହ ୬୮,୪୮୯ ଟଙ୍କାରେ କାରବାର ଚାଲିଥିଲା। ଦିଲ୍ଲୀ ସର୍ରାଫା ବଜାରରେ ଗୁରୁବାର ସୁନା ଦର ୩୫୮ ଟଙ୍କା ହ୍ରାସ ସହ ପ୍ରତି ୧୦ ଗ୍ରାମକୁ […]