• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

bride
ବିୟୁଟି ପାର୍ଲର ଭିତରେ ଦୁଲ୍‌ହନକୁ ହତ୍ୟା

ଭୋପାଳ: ବିବାହ ପାଇଁ ବିୟୁଟି ପାର୍ଲରରେ ମେକ୍‌ଅପ୍‌ ନେଉଥିବା ବେଳେ ଜଣେ ଯୁବତୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମଧ୍ୟପ୍ରଦେଶର ରତଲାମ ଜିଲ୍ଲାରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବତୀଙ୍କ ବୟସ ୨୫ ବର୍ଷ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ରବିବାର ରତଲାମ ଜିଲ୍ଲାର ରାଜାପୁର ଗାଁର ଜଣେ ଯୁବତୀଙ୍କ ବିବାହ ନାଗଦାର ଜଣେ ଯୁବକଙ୍କ ସହ ହେବାର ଥିଲା। ବିବାହ ସନ୍ଧ୍ୟାରେ ଥିବାବେଳେ ସକାଳେ ସମ୍ପୃକ୍ତ ଯୁବତୀ ଜଣକ ଭଉଣୀଙ୍କ ସହ ମେକଅପ୍‌ […]

OTVForesight2021
ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ରାଜନୀତିକୁ ଆସିଲି-ଗମ୍ଭୀର

ଭୁବନେଶ୍ୱର: ସବୁ କ୍ରିକେଟରଙ୍କ ସ୍ୱପ୍ନ ଥାଏ ବିଶ୍ୱକପ ଦଳରେ ଖେଳିବ, ଜିତିବ।  ମୁଁ ଭାଗ୍ୟବାନ ଯେ,  ଦୁଇ ଦୁଇଟି ବିଶ୍ୱକପ ବିଜୟୀ ଟିମ୍‌ରେ ମୁଁ ଥିଲି।  ମାତ୍ର ପଦାର୍ପଣ ବିଶ୍ୱକପ ମ୍ୟାଚରେ ମୁଁ ଶୂନରେ ଆଉଟ ହୋଇଥିଲି।’ ଆଜି OTVର ବାର୍ଷିକ ସମ୍ମିଳନୀ ଫୋରସାଇଟ୍-୨୦୨୧ରେ ଯୋଗଦେଇ ନିଜର ଏମିତି ଅନୁଭୂତି ବାଣ୍ଟିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପ୍‌ନର  ତଥା ଇଷ୍ଟ ଦିଏଲ୍ଲୀର ସାଂସଦ ଗୌତମ ଗମ୍ଭୀର। ସେ କହିଥିଲେ, ମୋ ଜୀବନ ଉତ୍‌ଥାନ ପତନ ଦେଇ […]

  • Tuesday, 13 July 2021
OTVForesight2021
କୋଭିଡ୍ ମୁକାବିଲାରେ ଭାରତ ହେବ ବିଶ୍ୱଗୁରୁ-ହର୍ଷବର୍ଦ୍ଧନ

ଭୁବନେଶ୍ୱର: ଆରମ୍ଭ ହୋଇଛି ଓଟିଭିର OTVର ବାର୍ଷିକ ସମ୍ମିଳନୀ ଫୋରସାଇଟ୍‌-୨୦୨୧।  ବିଭିନ୍ନ ପର୍ଯ୍ୟାୟରେ ରାଜ୍ୟ ଓ ଜାତୀୟସ୍ତରର ଏକାଧିକ ଚିନ୍ତାନାୟକ ବିଭିନ୍ନ ପ୍ରସଙ୍ଗକୁ ନେଇ ମାନସ ମନ୍ଥନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମ ପର୍ଯ୍ୟାୟରେ  ଆଲୋଚନାର ବିଷୟ ରହିଛି ‘କୋଭିଡ-୧୯; ମାନବୀୟ ସାମର୍ଥ୍ୟ ବନାମ ଆପଦା’।  ନିଜର ମତ ରଖି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଥିଲେ, କୋଭିଡ୍ ଯୁଦ୍ଧକୁ ବର୍ଷେ ୨ ମାସ ବିତିଲାଣି। ଭାରତର ସଫଳତାକୁ ନେଇ ବିଶ୍ୱରେ ଚର୍ଚ୍ଚା ହେଉଛି ।  […]

  • Tuesday, 13 July 2021
shasikala
ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ ଶଶିକଳା

ନୂଆଦିଲ୍ଲୀ: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ଶଶିକଳା। ସମସ୍ତଙ୍କୁ ଚମକାଇ ରାଜନୀତି ଛାଡିଥିବା ଘୋଷଣା କରିଛନ୍ତି AIADMKର ପୂର୍ବତନ ନେତ୍ରୀ ଭି.କେ. ଶଶିକଳା । ତେବେ ରାଜନୀତି ଛାଡିବା ପୂର୍ବରୁ ଦଳର ସମସ୍ତ କର୍ମୀଙ୍କୁ ଏକାଠି କରି ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଜି ରାମଚନ୍ଦ୍ରନ ଏବଂ ଜୟଲଳିତାଙ୍କ ସୁବର୍ଣ୍ଣ ଶାସନ ବଜାୟ ରଖିବାକୁ ଆହ୍ୱାନ ଦେଇଛନ୍ତି ? ଶଶିକଳା ରାଜନୀତିରୁ ସନ୍ୟାସ  ନେବା କଥା ଘୋଷଣା କରିବା ପୂର୍ବରୁ କହିଥିଲେ, ‘ ଆଗାମୀ ନିର୍ବାଚନରେ […]

  • Tuesday, 13 July 2021
rainfall
ବଙ୍ଗୋପସାଗରରେ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ସକ୍ରିୟ ରହିବା ସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ୧୨ ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି […]

lpg cylinder
ପୁଣି ବଢିଲା LPG ସିଲିଣ୍ଡର ଦାମ

ନୂଆଦିଲ୍ଲୀ: ଦରଦାମ ବୃଦ୍ଧିକୁ ନେଇ ସାଧାରଣ ଲୋକ ମୁଣ୍ଡରେ ହାତ ଦେଇଥିବାବେଳେ ପୁଣି ସେମାନଙ୍କୁ ମିଳିଛି ଆଉ ଏକ ଝଟକା। ପୁଣି ଥରେ ବଢିଛି ଏଲ୍‌ପିଜି ଗ୍ୟାସ ସିଲିଣ୍ଡରର ଦାମ। ସୋମବାର ଏଲପିଜି ଦାମ ୨୫ ଟଙ୍କା ବଢିଥିବା ଜଣାଯାଇଛି । ଗୋଟିଏ ମାସରେ ଏଲପିଜି ଦର ଦୁଇଥର ବଢିଲାଣି ଖାଉଟି ଚିନ୍ତାରେ ପଡିଛନ୍ତି। LPG ଦର କ୍ରମାଗତ ଭାବେ ବଢି ଚାଲିଛି। ଗୋଟିଏ ମାସରେ ଏକାଧିକ ବାର ବଢିଲାଣି LPG ସିଲିଣ୍ଡର ଦାମ।  ଏହା ପୂର୍ବରୁ […]

  • Tuesday, 13 July 2021