ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ଯୋଗାଇବା ପାଇଁ ମୋହନ ଯାଦବ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ସରକାର ବଞ୍ଚାଇବାକୁ କଂଗ୍ରେସ ଦଳ ଦୁଇ ଜଣ ପର୍ଯ୍ୟବେକ୍ଷକ ଡି.କେ. ଶିବକୁମାର ଏବଂ ଭୂପିନ୍ଦର ସିଂ ହୁଡାଙ୍କୁ ସିମଲା ପଠାଇଛି ।
ଆଜିର ବୈଠକ ପରେ ଖୁବ୍ ଶୀଘ୍ର ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି । ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ୍ ଶାହ ଓ ରାଜନାଥଙ୍କ ଭଳି କିଛି ହେଭିୱେଟ୍ଙ୍କ ନାଁ ଘୋଷଣା ହୋଇପାରେ ।
ତାମିଲନାଡୁ ସରକାରଙ୍କ ଖବରକାଗଜ ବିଜ୍ଞାପନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମାଲୋଚନା କରାଯାଇଛି । ବିଜ୍ଞାପନରେ ଇସ୍ରୋ ବଦଳରେ ଚୀନ୍ ରକେଟ୍ ଚିତ୍ର ପ୍ରଦର୍ଶିତ କରାଯାଇଛି ।
କର୍କଟ ଗବେଷଣା ଓ ଚିକିତ୍ସା କ୍ଷେତ୍ରରେ ନୂଆ ସଫଳତା । ମାରାତ୍ମକ କ୍ୟାନସରକୁ ମାତ୍ ଦେବ ମାତ୍ର ୧୦୦ ଟଙ୍କିଆ ଟାବଲେଟ୍ । ଶରୀରରେ କ୍ୟାନସର ସେଲ୍ ବ୍ୟାପିବାରୁ ରୋକିବ ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତିଯେ, ଏହି ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ସଟ୍ ଲିଷ୍ଟ୍ ହୋଇଥିବା ପ୍ରାର୍ଥୀଙ୍କ ସମ୍ପର୍କରେ ଚୂଡ଼ାନ୍ତ ଆଲୋଚନା ହୋଇପାରେ ।
ଟାଟାର ଦାବି ଅନୁସାରେ କ୍ୟାନ୍ସର ନଷ୍ଟ କରିବାକୁ ପ୍ରସ୍ତୁତ ହୋଇଛି ଏକ ଟାବ୍ଲେଟ୍ । ଯାହା ଖୁବ୍ଶୀଘ୍ର ବଜାରକୁ ଆସିବ । ସବୁଠାରୁ ବଡ଼ କଥା ହେଉଛି ଏହା ଶସ୍ତାରେ ବଜାରରେ ଉପଲବ୍ଧ ହେବ ।
ତାମିଲନାଡୁ BJPର ମୁଖ୍ୟ କେ. ଅନନାମାଲାଇ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏନେଇ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆ ‘X’ରେ ଏ ସମ୍ପର୍କରେ ଏକ ଭିଡିଓ ପୋଷ୍ଟ କରିଛନ୍ତି ।
ନୌସେନା ଓ NCBର ବଡ଼ ଚଢାଉ । ପାକିସ୍ତାନରୁ ଭାରତରକୁ ଚାଲାଣ ହେଉଥିଲା ନିଶାଦ୍ରବ୍ୟ । ଜବତ ନିଶାଦ୍ରବ୍ୟର ଆନ୍ତର୍ଜାତୀୟ ମୂଲ୍ୟ ୨ ହଜାର କୋଟିରୁ ଅଧିକ ହେବ ବୋଲି ଜଣାପଡ଼ିଛି ।
ସେ ସାଙ୍ଗମାନଙ୍କଠାରୁ ଧାର ମଧ୍ୟ ଆଣିଥିଲେ। ପ୍ରାୟ ୩ଲକ୍ଷ ଟଙ୍କା ଋଣ କରିଥିଲେ। ଏହି ବିଷୟରେ ଜଣାପଡିବା ପରେ ପରିବାର ଲୋକ ଋଣ ପରିଶୋଧ କରିଥିଲେ।
ଅତିରିକ୍ତ ପୋଲିସ ଅଧୀକ୍ଷକ ଆର.କେ ବର୍ମନ କହିଛନ୍ତି, ଦୁଇ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତିନିଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।
କିପରି ମହାଶୂନ୍ୟରେ, ଜିରୋ ଗ୍ରାଭିଟିରେ ରହିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି ଏହି ୪ ସମ୍ଭାବ୍ୟ ମହାକାଶଚାରୀ।
ବାମମେଣ୍ଟର ପ୍ରାର୍ଥୀ ଘୋଷଣାରେ ସରିନି ରାହୁଲଙ୍କ ଅଡୁଆ। କେରଳରେ କଂଗ୍ରେସର ସହଯୋଗୀ ଇଣ୍ଡିଆନ ମୁସଲିମ୍ ଲିଗ୍ ଏଥର ୨ ବଦଳରେ ୩ଟି ଆସନ ଦାବି କରୁଛି। ଏହି ଆସନ ଭିତରେ ରହିଛି ୱେନାର୍ଡ।
ୟୁପିରେ ସମାଜବାଦୀ ପାର୍ଟିର ୭ ବିଧାୟକଙ୍କ କ୍ରସ୍ ଭୋଟିଂ ।
ଗଗନଯାନ ମିଶନରେ ମହାକାଶ ଯିବାକୁ ଥିବା ୪ ଜଣ ହେଲେ ଭାରତୀୟ ବାୟୁସେନାର ୪ ପାଇଲଟ୍।
ସୁପ୍ରିମକୋର୍ଟଙ୍କ ବିଚାରପତି ଜଷ୍ଟିସ ଏହସାନୁଦ୍ଦିନ ଅମାନୁଉଲ୍ହା ଓ ପ୍ରଶାନ୍ତ କୁମାର ମିଶ୍ରାଙ୍କ ବେଞ୍ଚ ଏହି ମାଲାର ଶୁଣାଣି କରିଛନ୍ତି।
ମାର୍ଚ୍ଚ ପ୍ରଥମ ସପ୍ତାହରେ ହିଁ ଦେଶରେ CAA ଲାଗୁ କରିପାରନ୍ତି ବୋଲି କୁହାଯାଉଛି ।
ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ବିବାହ ପୂର୍ବରୁ ପ୍ରି ୱେଡ଼ିଂ ଉତ୍ସବ ଆୟୋଜନ କରାଯାଉଛି । ଯେଉଁଥିରେ ଅତିଥିଙ୍କୁ ପରସା ଯିବ ୨୫୦୦ ଆଇଟମ୍...ଜାଣନ୍ତୁ କଣ ରହିଛି ଖାସ୍...
ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସମନ ପଠାଇ ମାର୍ଚ୍ଚ ୮ରେ ଯାଞ୍ଚ ଏଜେନ୍ସି ସାମ୍ନାରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛି ଇଡି।
ଏହି ଥିମ୍ ସଙ୍ଗକୁ ଆଜି କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ପୋଷ୍ଟ କରିବା ସହ କହିଛନ୍ତି ଯେ, ଲୋକମାନେ ନିଜେ ଭୋଟ୍ ଦେବା ସହ ଯୁବକମାନଙ୍କୁ ଭୋଟ୍ ଦେବାକୁ ପ୍ରୋତ୍ସାହିତ କରିବା ଉଚିତ୍।
ସାତ ଜନମ ଲାଗି ସାଥୀ ହୋଇଥିଲେ । ହେଲେ ବିବାହର ତିନିମାସ ନ ଯାଉଣୁ ଆରପାରିକୁ ଚାଲିଗଲେ ନବଦମ୍ପତି । ସ୍ୱାମୀର ମୃତ୍ୟୁପରେ ଜୀବନ ହାରିଦେଲା ସ୍ତ୍ରୀ ।
୪ ମହାକାଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ । ଗଗନଯାନ ମିଶନରେ ମହାକାଶ ଯିବାକୁ ଥିବା ୪ ଜଣଙ୍କ ନାଁ ଘୋଷଣା ହୋଇଛି ।
ଯୁବକଙ୍କ ଅଜବ କାରନାମା ଶୁଣିଲେ ହେବେ ତାଜୁବ । ବଡ଼ି ବିଲ୍ଡିଂ ପାଇଁ ଗିଳିଦେଲେ ୩୯ଟି କଏନ୍ ଓ ୩୭ଟି ଚୁମ୍ୱକ ।
ଚାକିରି ଯିବା ଭୟରେ କଲେ ଆତ୍ମହତ୍ୟା । ପେଟିଏମକୁ ନେଇ ଲାଗି ରହିଥିବା ବିବାଦ, ଜଣେ କର୍ମଚାରୀଙ୍କର ଜୀବନ ନେଇଛି ।