ଇସଲାମାବାଦ: ପାକିସ୍ତାନ ଇଣ୍ଟରନ୍ୟାସ୍ନାଲ୍ ଏୟାର୍ଲାଇନ୍ସର ଏକ ଯାତ୍ରୀବାହୀ ବିମାନ ଗତକାଲି ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବିମାନଟି ଲ୍ୟାଣ୍ଡିଂ କରିବାର ମାତ୍ର କେଇ ମିନିଟ୍ ପୂର୍ବରୁ ଏହା ଜନବସତି ଅଞ୍ଚଳରେ ଖସି ପଡ଼ିଥିଲା। ଯାହା ଅତି ଭୟଙ୍କର ଥିଲା ବୋଲି ସିସିଟିଭି ଫୁଟେଜ୍ରେ କଏଦ ହୋଇଥିବା ଭିଜୁଆଲ୍ରୁ ଜଣାପଡ଼ିଛି। ୯୯ଜଣ ଯାତ୍ରୀଙ୍କୁ ଧରି PK-8303 ବିମାନଟି ଗତକାଲି ଅପରାହ୍ଣରେ ଲାହୋରରୁ ଉଡ଼ାଣ ଭରିଥିଲା। ତେବେ କରାଚି ସ୍ଥିତ ଜିନ୍ନା ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନଟି ଅବତରଣ କରିବାର […]
୧
ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ଧମକପୂର୍ଣ୍ଣ ମେସେଜ୍ ମିଳିଛି। ଗୁରୁବାର ମଧ୍ୟ ରାତ୍ରରେ ଉତ୍ତରପ୍ରଦେଶ ୧୧୨ ହେଲ୍ପ୍ଡେସ୍କର ହ୍ୱାଟ୍ସଆପ୍ ନମ୍ବରକୁ ଏହି ଧମକପୂର୍ଣ୍ଣ ମେସେଜ୍ ଆସିଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ପୁଲିସ୍ ଏକ FIR ରୁଜୁ କରି ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି। ହ୍ୱାଟ୍ସଆପ୍କୁ ଆସିଥିବା ଏହି ମେସେଜ୍ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି। ୮୮୨୮୪୫୩୩୫୦ ନମ୍ବରରୁ ଏହି ଧମକପୂର୍ଣ୍ଣ ମେସେଜ୍ ଆସିଥିବା FIRରେ ଉଲ୍ଲେଖ […]
ନୂଆଦିଲ୍ଲୀ: ଲୋନ୍ କରିଥିବା ବ୍ୟକ୍ତିଙ୍କ ପାଇଁ ଆଶ୍ୱସ୍ତିକର ଖବର। ଲୋନ୍କୁ ନେଇ ଆର୍ବିଆଇ, ମାସିକ ଋଣ କିସ୍ତି (EMI) ପୈଠ ଅବଧିକୁ ଆଉ ୩ ମାସ ଯାଏ ବୃଦ୍ଧି କରିଛି। ଜୁନ୍ ୧ରୁ ଅଗଷ୍ଟ ୩୧ ଯାଏ କୋହଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଆଜି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) ପକ୍ଷରୁ ଘୋଷଣା ହୋଇଛି। ଅନ୍ୟପକ୍ଷରେ, ଗ୍ରାହକଙ୍କ ଉପରେ କୌଣସି ପ୍ରକାରର ଚାପ ନ ପକାଇବାକୁ RBI ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି। […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜିଠାରୁ ରିଜର୍ଭେସନ୍ କାଉଣ୍ଟରରେ ମିଳିବ ଟ୍ରେନ୍ ଟିକେଟ୍। ତେବେ କେଉଁ କେଉଁ ରେଲ୍ୱେ ଷ୍ଟେସନରେ ରିଜର୍ଭେସନ୍ ଟିକେଟ କାଉଣ୍ଟର ଖୋଲିବ ସେନେଇ ସଂପୃକ୍ତ ରେଲ୍ୱେ ଜୋନ୍ ନିଷ୍ପତ୍ତି ନେବ ବୋଲି ରେଳ ବିଭାଗ ପକ୍ଷରୁ କୁହାଯାଇଛି। କେବଳ ରିଜର୍ଭ ଟିକେଟ୍ ବୁକିଂ ପାଇଁ ଏହି କାଉଣ୍ଟର ଖୋଲା ରହିବ। ପୂର୍ବତଟ ରେଲ୍ୱେର ୧୨ଟି ଷ୍ଟେସନରେ ଟିକେଟ୍ ଉପଲବ୍ଧ ହେବାକୁ ଥିବାବେଳେ ଆଜିଠାରୁ କମନ୍ ସର୍ଭିସ ସେଣ୍ଟରରେ ମଧ୍ୟ ରିଜର୍ଭ ଟିକେଟ୍ ମିଳିବ। ୧ ଲକ୍ଷ ୭୦ […]