• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

it
ବଢିଲା IT ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: ଆୟକର ରିଟର୍ଣ୍ଣ ଅବଧି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ନଭେମ୍ବର ୩୦ ପର୍ଯ୍ୟନ୍ତ ରିଟର୍ଣ୍ଣ ଅବଧି ବୃଦ୍ଧି କରାଯାଇଛି ।୨୦୧୯-୨୦ ଆର୍ଥିକ ବର୍ଷରେ ଏହି ଡେଡ୍‌ଲାଇନ ବଢାଇଛନ୍ତି ସରକାର । ବର୍ତ୍ତମାନ ସମୟ ଓ ପରିସ୍ଥିତିକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଛି । ସମୟସୀମା ବୃଦ୍ଧି ନେଇ ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାପୂର୍ବରୁ ଆୟକର ବିଭାଗ ଇନଭେଷ୍ଟମେଣ୍ଟ ଟାକ୍ସ ସେଭିଂ ଡେଡ୍ ଲାଇନ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ […]

  • Tuesday, 13 July 2021
11111
ଆସନ୍ତକାଲି ବର୍ଷର ତୃତୀୟ ଚନ୍ଦ୍ର ଗ୍ରହଣ

ନୂଆଦିଲ୍ଲୀ: ବର୍ଷର ତୃତୀୟ ଚନ୍ଦ୍ରଗ୍ରହଣ କାଲି। ଅନେକ ଦେଶରେ ଜୁଲାଇ ୪ ତାରିଖ ରାତିରେ ଚନ୍ଦ୍ର ଗ୍ରହଣ ଲାଗିବ ଏବଂ ଜୁଲାଇ ୫ ତାରିଖ ଶେଷ ହେବ। କିନ୍ତୁ ଭାରତୀୟ ସମୟ ଅନୁସାରେ ଗ୍ରହଣ ଜୁଲାଇ ୫ ତାରିଖ ସକାଳ ୮ଟା ୩୭ ମିନିଟ୍‌ରୁ ଆରମ୍ଭ ହେବ ଏବଂ ସକାଳ ୧୧ଟା ୨୨ରେ ଶେଷ ହେବ। ଏହି ଗ୍ରହଣ ପ୍ରାୟ ୨ ଘଣ୍ଟା ୪୫ ମିନିଟ ପର୍ଯ୍ୟନ୍ତ ରହିବ। ତେବେ ଭାରତରେ ସେହି ସମୟରେ ଦିନ ଥିବାରୁ […]

  • Tuesday, 13 July 2021
bikash-dube
‘ମୋ ପୁଅ ଅପରାଧ କରିଛି, ତାକୁ ବି ଏନକାଉଣ୍ଟରରେ ହତ୍ୟା କର’

କାନପୁର: ଉତ୍ତରପ୍ରଦେଶ କାନପୁର ଧୌବେପୁର ଥାନା ବେକରୁ ଗାଁ  ପାଖରେ କଖ୍ୟାତ ଅପରାଧୀ ବିକାଶ ଦୁବେ ଓ ତା‘ର ଗ୍ୟାଙ୍ଗକୁ ଧରିବାକୁ ଯାଇ ଗୁଳି ବିନିମୟ ଘଟିଥିଲା ଯେଉଥିରେ ୮ ଜଣ ପୋଲସ ସହିଦ ହୋଇଥିଲେ। ଗତକାଲି ମଧ୍ୟରାତ୍ରିରେ କାନପୁର ଚୌବେପୁର ଥାନା ଅଞ୍ଚଳରେ ବିକାଶ ଓ ତାଙ୍କ ଗ୍ୟାଙ୍ଗ ସଦସ୍ୟ ଲୁଚି ରହିଥିବା ନେଇ ଖବର ମିଳିଥିଲା। ତେବେ କିଏ ଏହି ବିକାଶ ଦୁବେ ? କେତେ ଭୟଙ୍କର ଅପରାଧୀ ସେ ! ୮ ପୋଲିସକୁ […]

  • Tuesday, 13 July 2021
2324
ମୋଦିଙ୍କ ଅଚାନକ ଲଦାଖ ଗସ୍ତ, ସୁରକ୍ଷା ପ୍ରସଙ୍ଗକୁ ନେଇ ସ୍ଥିତି ପରଖିଲେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଚାନକ ଲଦାଖ ଗସ୍ତ କରିଛନ୍ତି।  ଲଦାଖ ସେନା କ୍ୟାମ୍ପରେ ଯବାନଙ୍କ ସହ ଆଲୋଚନା କରିଛନ୍ତି ମୋଦି।  ସ୍ଥଳ ସେନା, ବାୟୁ ସେନା ଏବଂ ଆଇଟିବିପି ଯବାନଙ୍କ ସହ ବିସ୍ତୁତ ଭାବେ କଥା ହୋଇଛନ୍ତି। ଯବାନଙ୍କ ସହ ଆଲୋଚନା କରିବା ସମୟରେ ତାଙ୍କ ସହ ଉପସ୍ଥିତ ଥିଲେ ସିଡିଏସ୍ ଜେନେରାଲ ବିପିନ ରାଓ୍ୱତ, ସ୍ଥଳ ସେନା ମୁଖ୍ୟ ଏମ୍ଏନ୍ ନରୱାଣେ। ଏହାସହ ନର୍ଥନ୍ କମାଣ୍ଡର ଲେଫଟଣ୍ଡ୍ ଜେନେରାଲ୍ ୱାଇ କେ ଯୋଶୀଙ୍କ […]

  • Tuesday, 13 July 2021