ଶ୍ରୀନଗର:ଜମ୍ମୁ-କାଶ୍ମୀରର ପୁଲୱାମା ନିକଟରେ ସୁରକ୍ଷାକର୍ମୀ ଏବଂ ଆତଙ୍କୀଙ୍କ ମଧ୍ୟରେ ଆଜି ପୁଣି ଗୁଳି ବିନିମୟ ଘଟିଛି। ପୁଲୱାମାର ଗୁସୁ ଇଲାକାରେ ଏହି ଏନ୍କାଉଣ୍ଟର ଚାଲିଛି। ଏଠାରେ ୩ରୁ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ସ୍ଥାନୀୟ ପୋଲିସ ଓ ସୁରକ୍ଷାକର୍ମୀମାନେ ମିଳିତ ଅପରେସନରେ ବାହାରିଥିଲେ। ଏନ୍କାଉଣ୍ଟରରେ ଜଣେ ଆତଙ୍କୀଙ୍କୁ ନିପାତ କରିଛନ୍ତି ଭାରତୀୟ ସୁରକ୍ଷାକର୍ମୀ। ଅନ୍ୟପକ୍ଷେ ଆତଙ୍କୀଙ୍କ ଗୁଳିରେ ଜଣେ ଯବାନ ସହିଦ ହୋଇଛନ୍ତି। ଏଥିସହିତ ଜଣେ ପୋଲିସ ଓ ଜଣେ ସୁରକ୍ଷା […]
ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଟୀକା ପ୍ରସ୍ତୁତିରେ ଲାଗିପଡ଼ିଥିବା ବେଳେ, ଭାରତ ବି ପଛରେ ନାହିଁ।ହ୍ୟୁମାନ ଟ୍ରାଏଲ୍ ପାଇଁ ଅନୁମତି ପାଇଥିବା ଭାରତର ୨ଟି ଟୀକାକୁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରାଳୟ ‘ଅନ୍ତର ଅୟମାରମ୍ଭ’ ବୋଲି କହିଛି। ତେବେ ଭାରତ ବାୟୋଟେକ୍ ଓ ICMR ମିଳିତ ପ୍ରୟାସରେ ପ୍ରସ୍ତୁତ କ୍ୟାଣ୍ଡିଡେଟ୍ ଭ୍ୟାକ୍ସିନ କୋଭାକ୍ସିନକୁ ଦେଶର ପ୍ରଥମ ଟିକା ଭାବେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଛି । ଏହାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ […]
ନୂଆଦିଲ୍ଲୀ: ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଆଜି ପ୍ଲାଜ୍ମା ଦାନ କରିଛନ୍ତି । କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏହି ପ୍ଲାଜମା ଦାନ କରିଛନ୍ତି ସମ୍ବିତ । ବିଜେପିର ଜାତୀୟ ମୁଖପାତ୍ର ତଥା ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିବା ସମ୍ବିତ ପାତ୍ର ଆଜି ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ପ୍ଲାଜମା ଦେଉଥିବା ବେଳର ଫଟୋ ଟ୍ୱିଟ କରିଛନ୍ତି। ଗତମାସରେ ସମ୍ବିତ ପାତ୍ରଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଯାଇଥିଲା। ଏହି କାରଣରୁ ସେ […]