• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

accident
ଓଲଟି ପଡ଼ିଲା ବସ୍; ୪ ମୃତ, ୩୦ରୁ ଅଧିକ ଆହତ

ଲକ୍ଷ୍ନୌ: ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି।ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଉଦ୍ଧାରକାରୀ ଟିମ୍ ପହଞ୍ଚି ଆହତଙ୍କୁ ସ୍ଥାନୀୟ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି। ଆହତଙ୍କ ମଧ୍ୟରେ ମହିଳା, ଶିଶୁ ଅଛନ୍ତି। ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଜୟପୁରରୁ ବିହାର ଯାଉଥିବା ବେଳେ ଉତ୍ତର ପ୍ରଦେଶ କନୌଜ ଦେଇ ଯାଇଥିବା ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ବସ୍‌ଟି ସମ୍ପୂର୍ଣ୍ଣ […]

  • Monday, 12 July 2021
bhagya rekha
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ନଭେମ୍ବର ମାସ ୨୮ ତାରିଖ, ଗୁରୁବାର, ମାର୍ଗଶୀର ମାସ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

  • Monday, 12 July 2021
pm modi
ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଫୋନ୍‌ କରି ଆମନ୍ତ୍ରଣ କଲେ ଉଦ୍ଧବ

ମୁମ୍ବାଇ: ଆଜିଠୁ ମହାରାଷ୍ଟ୍ରରେ ଆରମ୍ଭ ହେବାକୁ ଯାଉଛି ଠାକ୍‌ରେ ଯୁଗ। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶପଥ ନେବେ। ମୁମ୍ବାଇର ଶିବାଜୀ ପାର୍କରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଆଜି ସନ୍ଧ୍ୟା ୬ଟା ୪୦ ମିନିଟ୍‌ରେ ସେ ଶପଥ ନେବେ। ଶିବସେନା, ଏନ୍‌ସିପି ଓ କଂଗ୍ରେସର ମହା ବିକାଶ ଆଘାଡି ମେଣ୍ଟର ଏକ ବୈଠକରେ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ଭାବେ ଏନ୍‌ସିପିର ଜଣେ ନେତା ଶପଥ ନେବାକୁ […]

  • Monday, 12 July 2021