• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

kyarr-1
ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଲା ‘କ୍ୟାର’

ନୂଆଦିଲ୍ଲୀ: ପୂର୍ବ-ମଧ୍ୟ ଆରବ ସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼) ‘କ୍ୟାର’ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇଛି। ଶୁକ୍ରବାର ସନ୍ଧ୍ୟାରେ ଏହା ରତ୍ନଗିରିରୁ ୧୯୦ କି.ମି. ଦୂର ଓ ମୁମ୍ବାଇ, ମହାରାଷ୍ଟ୍ରରୁ ୩୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଥିଲା। ଧୀରେ ଧୀରେ ‘କ୍ୟାର’ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଓମାନ ଉପକୂଳ ଆଡକୁ ମୁହାଁଇବ ବୋଲି ଅନୁମାନ କରାଯାଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘କ୍ୟାର’ ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ […]

  • Monday, 12 July 2021
cyclonic storm
ସାଇକ୍ଲୋନିକ ଷ୍ଟର୍ମର ରୂପ ନେଲା ‘କ୍ୟାର’

ନୂଆଦିଲ୍ଲୀ: ପୂର୍ବ ମଧ୍ୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଡିପ୍‌ ଡିିପ୍ରେସନ୍‌ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି। ଏହି ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼)ର ନାଁ ‘କ୍ୟାର’ ରଖାଯାଇଛି। ଏହା ଉତ୍ତରପୂର୍ବ ଦିଗକୁ  ଧୀରେ ଧୀରେ ଗତି କରୁଛି। ଆଜି ସନ୍ଧ୍ୟା ସୁଦ୍ଧା ‘କ୍ୟାର’ ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ଗତିକରି ଓମାନ ଉପକୂଳ ଆଡକୁ ମୁହାଁଇବ ବୋଲି ଅନୁମାନ କରାଯାଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘କ୍ୟାର’ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେବ ଓ ଏହାର […]

  • Monday, 12 July 2021
lightning
ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, […]

  • Monday, 12 July 2021