ନୂଆଦିଲ୍ଲୀ: ପୂର୍ବ-ମଧ୍ୟ ଆରବ ସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼) ‘କ୍ୟାର’ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଛି। ଶୁକ୍ରବାର ସନ୍ଧ୍ୟାରେ ଏହା ରତ୍ନଗିରିରୁ ୧୯୦ କି.ମି. ଦୂର ଓ ମୁମ୍ବାଇ, ମହାରାଷ୍ଟ୍ରରୁ ୩୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଥିଲା। ଧୀରେ ଧୀରେ ‘କ୍ୟାର’ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଓମାନ ଉପକୂଳ ଆଡକୁ ମୁହାଁଇବ ବୋଲି ଅନୁମାନ କରାଯାଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘କ୍ୟାର’ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ […]