• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

odisha
ବିଲରୁ ମହିଳାଙ୍କ କଟାମୁଣ୍ଡ ଉଦ୍ଧାର

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ପାଟୁଳିଡିହି ଗାଁରେ ଜଣେ ମହିଳାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମହିଳାଙ୍କ କଟାମୁଣ୍ଡ ବିଲରୁ ଉଦ୍ଧାର କରାଯାଇଥିବା ବେଳେ ମହିଳାଙ୍କ ବାକି ଶରୀର ନିଜ ଘର ପାଖରେ ପଡ଼ିଛି। ଆଜି ମହିଳାଙ୍କ ମୁଣ୍ଡ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ମହିଳା ଜଣଙ୍କ ଏକୁଟିଆ  ରହୁଥିଲେ। […]

  • Monday, 12 July 2021
Chandrayaan 2
ମିଶନ ଚନ୍ଦ୍ରଯାନ ୨ ବିଫଳ ନୁହେଁ! ସାମ୍ନାକୁ ଆସିପାରିବ ଚନ୍ଦ୍ରପୃଷ୍ଠର ଅନେକ ତଥ୍ୟ

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଅବତରଣର ଶେଷ ମୁହୁର୍ତ୍ତରେ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମରୁ କୌଣସି ପ୍ରକାର ସିଗନାଲ୍ ମିଳୁ ନ ଥିଲେ ମଧ୍ୟ ଅର୍ବିଟର ତା’ର କାର୍ଯ୍ୟ ଜାରି ରଖିଛି। ଚନ୍ଦ୍ରଯାନ-୨ ଅର୍ବିଟର ଏବେବି ଚନ୍ଦ୍ରକୁ ସଫଳତାର ସହ ପରିକ୍ରମା କରୁଛି। ଏହି ମିଶନ ୧ ବର୍ଷ ଧରି ଚାଲିବ। ଏହି ସମୟ ମଧ୍ୟରେ ଚନ୍ଦ୍ରପୃଷ୍ଠର ଅନେକ ତଥ୍ୟ ପଠାଇବ ଅର୍ବିଟର୍‌। ଏହି ଅର୍ବିଟର ଲ୍ୟାଣ୍ଡର ବିକ୍ରମର ମଧ୍ୟ ଫଟୋ ପଠାଇ ପାରିବ ବୋଲି ଜଣାପଡ଼ିଛି। ଏହାପରେ […]

  • Monday, 12 July 2021
pm modi
କୋହ ସମ୍ଭାଳି ନ ପାରି କାନ୍ଦି ପକାଇଲେ ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ: ଚନ୍ଦ୍ର ଅଭିଯାନରେ ଯାଇଥିବା ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଶେଷ ମୁହୂର୍ତ୍ତରେ ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଇସ୍ରୋର ବୈଜ୍ଞାନିକମାନେ ନିରାଶ ହୋଇପଡ଼ିଛନ୍ତି। ଏପରିକି ଇସ୍ରୋ ମୁଖ୍ୟ କେ ସିବନ ବି ଭାଙ୍ଗି ପଡ଼ିଛନ୍ତି। ଗତକାଲି ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ନେଇ ଘୋଷଣା କରିବା ବେଳେ ସେ ତାଙ୍କ କୋହ ସମ୍ଭାଳି ନ ପାରି କାନ୍ଦ କାନ୍ଦ ହୋଇଯାଇଥିଲେ। ସେହିପରି ଆଜି ବେଙ୍ଗାଲୁରୁ ଇସ୍ରୋ ମୁଖ୍ୟାଳୟରୁ ପ୍ରଧାନମନ୍ତ୍ରୀ […]

  • Monday, 12 July 2021
Chandrayaan 2
ଚନ୍ଦ୍ରଯାନ-୨: ଟ୍ୱିଟ୍‌ କରି ଇସ୍ରୋ ବୈଜ୍ଞାନିକଙ୍କ ମନୋବଳ ବଢ଼ାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଅବତରଣର ଶେଷ ମୁହୁର୍ତ୍ତରେ ହିଁ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମର ସମ୍ପର୍କ ଛିନ୍ନ ହେବାପରେ ଇସ୍ରୋ ବୈଜ୍ଞାନିକମାନଙ୍କୁ ଆଶା ଓ ଆଶଙ୍କାରେ ଦେଖିବାକୁ ମିଳିଥିଲା। ଏହା ପରେ କିଛି ସମୟ ପାଇଁ ଇସ୍ରୋ ମୁଖ୍ୟାଳୟରେ ନିରାଶ ଖେଳି ଯାଇଥିଲା। ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଦୂରତା ଯାଏ ଲ୍ୟାଣ୍ଡର ସ୍ୱାଭାବିକ ଭାବେ କାର୍ଯ୍ୟ କରିଥିଲା। ତା’ ପରେ ଲ୍ୟାଣ୍ଡର ପାଖରୁ ଇସ୍ରୋ କଣ୍ଟ୍ରୋଲ ରୁମ୍‌କୁ କୌଣସି ସୂଚନା ମିଳିନଥିଲା। ତେବେ ଚନ୍ଦ୍ରଯାନ-୨କୁ ନେଇ ରାଷ୍ଟ୍ରପତି, […]

  • Monday, 12 July 2021
pm modi
ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ, ସାହସ ଦେଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ ଅବତରଣର ଶେଷ ମୁହୁର୍ତ୍ତରେ ହିଁ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମର ସମ୍ପର୍କ ଛିନ୍ନ ହୋଇଛି। ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କ ସୂଚନା ଅନୁସାରେ ଚନ୍ଦ୍ର ପୃଷ୍ଠରୁ ୨.୧ କିଲୋମିଟର ଦୂରତା ଯାଏ ଲ୍ୟାଣ୍ଡର ସ୍ୱାଭାବିକ ଭାବେ କାର୍ଯ୍ୟ କରିଥିଲା। ତା’ ପରେ ଲ୍ୟାଣ୍ଡର ପାଖରୁ ଇସ୍ରୋ କଣ୍ଟ୍ରୋଲ ରୁମ୍‌କୁ କୌଣସି ସୂଚନା ମିଳିନଥିଲା। ଫଳରେ ବୈଜ୍ଞାନିକମାନେ ସାରାରାତି ତଥ୍ୟ ପାଇବା ପାଇଁ ଅପେକ୍ଷା କରିଥିଲେ। ସଫ୍ଟ ଲ୍ୟାଣ୍ଡିଂର ଶେଷ ସମୟରେ ହିଁ ଇସ୍ରୋ […]

  • Monday, 12 July 2021