• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

texas
ଆତତାୟୀର ଆଖିବୁଜା ଗୁଳିମାଡ଼ରେ ୫ ମୃତ

ଓଡେସା(ଟେକ୍ସାସ): ଆମେରିକାର ଟେକ୍ସାସ୍‌ରେ ଆତତାୟୀର ଆଖିବୁଜା ଗୁଳିମାଡ଼ରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଶନିବାର ଟେକ୍ସାସ୍‌ର ଓଡେସା ସହରରେ ଏହି ଗୁଳିକାଣ୍ଡ ଘଟିଛି। ଆହତଙ୍କ ମଧ୍ୟରେ ୩ ଜଣ ପୁଲିସ୍‌ ଅଧିକାରୀ ମଧ୍ୟ ଅଛନ୍ତି। ପୁଲିସ୍‌ର ପାଲଟା ଗୁଳି ଚାଳନାରେ ଆତତାୟୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ କ’ଣ ପାଇଁ ଉକ୍ତ ବ୍ୟକ୍ତି ଜଣକ ଏଭଳି ଆଖିବୁଜା ଗୁଳି ଚାଳନା କରିଥିଲେ, ତାହା ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ। ସୂଚନା ଅନୁସାରେ, […]

  • Monday, 12 July 2021
traffic rule
ବିନା ଲାଇସେନ୍ସରେ ଗାଡ଼ି ଚଲାଇଲେ ୫ ହଜାର, ଜରୁରୀକାଳୀନ ଗାଡ଼ିକୁ ରାସ୍ତା ନ ଛାଡ଼ିଲେ ୧୦ ହଜାର ଗଣିବେ

ନୂଆଦିଲ୍ଲୀ/ଭୁବନେଶ୍ୱର: ଏଣିକି ବେନିୟମ ଗାଡ଼ି ଚାଳକ ହୁସିଆର୍ ରୁହନ୍ତୁ। କାହିଁକି ନା ଆଜିଠାରୁ ଲାଗୁ ହୋଇଛି କଡା ଟ୍ରାଫିକ୍ ନିୟମ। ଶହେ କି ପାଞ୍ଚ ଶହ ନୁହେଁ, ଏଣିକି ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ତଣ୍ଡ ଗଣିବାକୁ ପଡ଼ିବ। କେନ୍ଦ୍ର ପରିବହନ ମନ୍ତ୍ରାଳୟର ଏହି ନୂଆ ଟ୍ରାଫିକ ନିୟମ ଆଜିଠୁ ଓଡ଼ିଶା ସମେତ ସାରା ଦେଶରେ ଲାଗୁ ହେବାକୁ ଯାଉଛି।  ଜାଣନ୍ତୁ ନୂଆ ଟ୍ରାଫିକ୍‌ ନିୟମରେ କ’ଣ ସବୁ ରହିଛି… ଏଣିକି […]

  • Monday, 12 July 2021
Lalbaugcha Raja
ସାମ୍ନାକୁ ଆସିଲା ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ

ମୁମ୍ବାଇ: ଦିନକ ପରେ ସାରା ଦେଶରେ ପୂଜା ପାଇବେ ବିଘ୍ନ ବିନାଶକ ପ୍ରଭୁ ଶ୍ରୀ ଗଣେଶ। ଏନେଇ ସାରାଦେଶ ଚଳଚଞ୍ଚଳ। ତେବେ ମୁମ୍ବାଇର ପ୍ରସିଦ୍ଧ ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ୍‌ ସାମ୍ନାକୁ ଆସିଛି। ଯାହାକୁ ଦେଖିବାପାଇଁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଅପେକ୍ଷା କରି ରହିଥିଲେ। ପ୍ରତିବର୍ଷ ଭିନ୍ନ ଏବଂ ନିଆରା ଥିମ୍‌ରେ ଲାଲ୍‌ବାଗ୍‌ଚାରେ ଗଣେଶଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ। ଚଳିତ ବର୍ଷ ଥିମ୍ ଚନ୍ଦ୍ରଯାନ-୨ ରହିଛି। ମୁମ୍ବାଇ ସମେତ ମହାରାଷ୍ଟ୍ରର ସବୁ ଅଞ୍ଚଳରେ ଗଣେଶ ପୂଜା ପାଇଁ ଚଳଚଞ୍ଚଳ […]

  • Monday, 12 July 2021