• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

sushma-swaraj
ସୁଷମାଙ୍କ କିଛି ଅଭୁଲା ସ୍ମୃତି....

ନୂଆଦିଲ୍ଲୀ: ସମସ୍ତଙ୍କୁ ପ୍ରେମ, ସ୍ନେହ, ଶ୍ରଦ୍ଧାରେ ବାନ୍ଧିଥିବା ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜ ଆଉ ନାହାନ୍ତି। ତାଙ୍କ ବିୟୋଗରେ ଆଜି କାନ୍ଦୁଛି ସାରା ଦେଶ। ପ୍ରତ୍ୟେକ ଭାରତୀଙ୍କ ହୃଦୟରେ ସେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରି ଯାଇଛନ୍ତି। ସେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଫୋନ୍ ନମ୍ୱର ବଦଳରେ ସୋଶାଲ ମିଡିଆ ଟ୍ଵିଟରକୁ ହେଲ୍ପ ଲାଇନ ଭାବରେ ବ୍ୟବହାର କରୁଥିଲେ। ସେହିପରି ତାଙ୍କ ସହ ଯୋଡ଼ି ହେବା […]

  • Monday, 12 July 2021
pm modi
ସୁଷମାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ବେଳେ ଭାବପ୍ରବଣ ହୋଇଗଲେ ମୋଦି

ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା। ଦିଲ୍ଲୀ ସ୍ଥିତ ଜନ୍ତର ମନ୍ତର ରୋଡ୍‌ରେ ଥିବା ସୁଷମାଙ୍କ ବାସଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ମୋଦି ନରେନ୍ଦ୍ର ମୋଦି, ବରିଷ୍ଠ ବିଜେପି ନେତା ଲାଲ୍‌କୃଷ୍ଣ ଆଡ୍‌ଭାନୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନୋମହନ ସିଂ ପ୍ରମୁଖ ସୁଷମାଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି […]

  • Monday, 12 July 2021
sushma swaraj 1
ଜାଣନ୍ତୁ କେଉଁ ରୋଗରେ ପୀଡ଼ିତ ଥିଲେ ସୁଷମା ସ୍ୱରାଜ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ସରକାରରେ ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ସୁଷମା ସ୍ୱରାଜଙ୍କର ଗତକାଲି ରାତିରେ ୬୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। କାର୍ଡିଆକ୍ ଆରେଷ୍ଟ୍ (ଯେତେବେଳେ ହଠାତ୍ ହୃତ୍‌ପିଣ୍ଡ ଶରୀରକୁ ରକ୍ତପଠାଇବା ବନ୍ଦ କରି ଦିଏ) ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରମାନେ କହିଛନ୍ତି। ସେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ସମୟ ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ବୈଦେଶିକ […]

  • Monday, 12 July 2021
ugc
ଜାଲ୍‌ ବିଶ୍ୱବିଦ୍ୟାଳୟ ତାଲିକାରେ ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜାଲ୍‌ ବିଶ୍ୱ ବିଦ୍ୟାଳୟ ତାଲିକାରେ ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ ନାମ ରହିଛି। ଏହି ୨ଟି ଶିକ୍ଷାନୁଷ୍ଠାନ ହେଲା- ବାରିପଦା ସ୍ଥିତ ନର୍ଥ ଓଡ଼ିଶା ୟୁନିଭର୍ସିଟି ଅଫ୍ ଏଗ୍ରିକଲ୍‌ଚର ଏଣ୍ଡ୍‌ ଟେକ୍ନୋଲୋଜି ଏବଂ ରାଉରକେଲା ସ୍ଥିତ ନବ ଭାରତ ଶିକ୍ଷା ପରିଷଦ। ସାରା ଦେଶରେ ଚାଲିଥିବା ଜାଲ୍ ବିଶ୍ୱବିଦ୍ୟାଳୟକୁ ନେଇ ୟୁଜିସି ପକ୍ଷରୁ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶାର ଏହି ଦୁଇଟି ଶିକ୍ଷାନୁଷ୍ଠାନ ରହିଛି। ଏସବୁ ଶିକ୍ଷାନୁଷ୍ଠାନରେ ନାମ ନ ଲେଖାଇବା ପାଇଁ ୟୁଜିସି […]

  • Monday, 12 July 2021
lawyer
ସାମ୍ନାକୁ ଆସିଲା ବଡ଼ ଖୁଲାସା: ଧାରା ୩୭୭ ବିରୋଧରେ ଲଢ଼ୁଥିବା ଓକିଲ ମହିଳା ଦମ୍ପତି

ନୂଆଦିଲ୍ଲୀ: ଆଇପିସି ଧାରା ୩୭୭କୁ ନେଇ ଗତବର୍ଷ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଶୁଣାଇଥିଲେ। ସମଲିଙ୍ଗୀ ସମ୍ପର୍କ ଅପରାଧ ନୁହେଁ। ସମଲିଙ୍ଗୀମାନଙ୍କର ବି ସମ୍ମାନର ସହ ବଞ୍ଚିବାର ଅଧିକାର ଅଛି ବୋଲି ସୁପ୍ରିମକୋର୍ଟ କହିଥିଲେ। ଆଇପିସି ଧାରା ୩୭୭କୁ ଉଚ୍ଛେଦ ନେଇ ୨ଜଣ ଭାରତୀୟ ମହିଳା ଓକିଲ ବହୁତ ସଂଘର୍ଷ କରିଥିଲେ। ସେତେବେଳେ ଏହି ଦୁଇ ମହିଳା ଓକିଲଙ୍କୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏବେ ଏଇ ପ୍ରସଙ୍ଗକୁ ନେଇ ଆଉ ଏକ ରୋଚକ ତଥ୍ୟ ସାମ୍ନାକୁ […]

  • Monday, 12 July 2021
pm modi
କଶ୍ମୀର ମାମଲାରେ ଟ୍ରମ୍ପଙ୍କ ବୟାନକୁ ଭାରତର ଖଣ୍ଡନ

ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତିକୁ ଭାରତ ଦୃଢ଼ତାର ସହ ଖଣ୍ଡନ କରିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ରଵୀଶ କୁମାର ଟ୍ୱିଟ୍‌ କରି ସ୍ପଷ୍ଟ କହିଛନ୍ତି ଯେ, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବେ ବି ଏନେଇ ଟ୍ରମ୍ପଙ୍କୁ କିଛି କହି ନାହାନ୍ତି। କଶ୍ମୀର ପ୍ରସଙ୍ଗ ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଏଥିରେ କାହାରି ମଧ୍ୟସ୍ଥତାକୁ ଭାରତ କେବେ ବି ଗ୍ରହଣ କରିବ ନାହିଁ।’ କେବଳ ପାକିସ୍ତାନ ପଟୁ ସୀମା […]

  • Monday, 12 July 2021
rain
କମିଛି ମୌସୁମୀ ବର୍ଷା; ଓଡ଼ିଶାରେ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍ ବର୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର: ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାର ଅଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ […]

  • Monday, 12 July 2021