• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

lunar eclipse
ଭାରତ ସମେତ ବିଭିନ୍ନ ଦେଶରେ ଦୃଶ୍ୟମାନ ହେଲା ଆଂଶିକ ଚନ୍ଦ୍ର ଗ୍ରହଣ

ନୂଆଦିଲ୍ଲୀ: ଭାରତ ସମେତ ପୃଥିବୀର ବିଭିନ୍ନ ଦେଶରେ ଆଂଶିକ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇଛି। ଗୁରୁ ପୂର୍ଣ୍ଣିମାରେ ପ୍ରାୟ ତିନି ଘଣ୍ଟା ଧରି ଆଂଶିକ ଚନ୍ଦ୍ରଗ୍ରହଣ ହୋଇଥିଲା। ରାତି ୧ଟା ୩୧ ମିନିଟ୍‌ରୁ ଗ୍ରହଣ ଆରମ୍ଭ ହୋଇ ଭୋର୍ ୪ଟା ୨୯ ପର୍ଯ୍ୟନ୍ତ ରହିଥିଲା। ରାତି ୩ଟାରେ ଏହା ସର୍ବାଧିକ ୬୫ ପ୍ରତିଶତ ଗ୍ରାସ କରିଥିଲା। ଗତକାଲିର ଚନ୍ଦ୍ର ଗ୍ରହଣ ଚଳିତବର୍ଷର ଶେଷ ଚନ୍ଦ୍ର ଗ୍ରହଣ ଥିଲା। ଏହାପରେ ୨୦୨୧ ମେ ୨୬ରେ ପୂର୍ଣ୍ଣଗ୍ରାସ ଚନ୍ଦ୍ର ଗ୍ରହଣ […]

  • Monday, 12 July 2021
mumbai
ମୁମ୍ବାଇରେ ୪ ମହଲା କୋଠା ଭୁଶୁଡ଼ି ୧୨ ମୃତ, ଏବେବି ୪୦ରୁ ଅଧିକ ଲୋକ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଶେଷ ଖବର ସୁଦ୍ଧା ଭଗ୍ନାବଶେଷ ତଳୁ ୧୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଦଳ ୫ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଏବେ ବି ଭଗ୍ନାବଶେଷ ତଳେ ୪୦ରୁ ଅଧିକ ଲୋକେ ଫସି ରହିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନ […]

  • Monday, 12 July 2021
aircraft
ଶେଷରେ ଭାରତ ପାଇଁ ଆକାଶ ମାର୍ଗ ଖୋଲିଲା ପାକିସ୍ତାନ

ଇସ୍‌ଲାମାବାଦ: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ସରକାର ତାଙ୍କ ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ବନ୍ଦ କରିଦେଇଥିଲେ। ତେବେ ୧୪୦ ଦିନ ପରେ ଆଜି ସକାଳେ ପାକିସ୍ତାନ ସରକାର ଶେଷରେ ଏହି ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ଖୋଲିଛନ୍ତି। ଏଥିସହ ଭାରତୀୟ ବିମାନ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ମଧ୍ୟ ପାକିସ୍ତାନ ସରକାର ପ୍ରତ୍ୟାହାର କରିନେଇଛନ୍ତି। ପାକିସ୍ତାନ ସରକାର ଭାରତୀୟ ବିମାନ ଗୁଡ଼ିକ ପାଇଁ ଆକାଶ ମାର୍ଗ ବନ୍ଦ କରିଥିବାରୁ ଏୟାର ଇଣ୍ଡିଆ ସବୁଠାରୁ ଅଧିକ […]

  • Monday, 12 July 2021
pm modi
ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ: ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୁବ୍ଧ ହୋଇଛନ୍ତି। ଯେଉଁ ମନ୍ତ୍ରୀମାନେ ସଂସଦରେ ଅନୁପସ୍ଥିତ ରହୁଛନ୍ତି ସେମାନଙ୍କ ତାଲିକା ପ୍ରତିଦିନ ସନ୍ଧ୍ୟାରେ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ଦେବାକୁ ବିଜେପି ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଦଳର ସାଂସଦମାନଙ୍କୁ ସରକାରୀ ଅଧିକାରୀଙ୍କ ସହ ବସି ଲୋକଙ୍କ ସମସ୍ୟା କେମିତି ସମାଧାନ ହୋଇପାରିବ […]

  • Monday, 12 July 2021
mumbai
ମୁମ୍ବାଇରେ ଭୁଶୁଡ଼ିଲା ୪ ମହଲା କୋଠା, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରଦାର ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି। ଏନ୍‌ଡିଆରଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। କୋଠା ଭୁଶିଡ଼ା ସ୍ଥାନଟି ଏକ ଛୋଟିଆ ଗଳି ମଧ୍ୟରେ […]

  • Monday, 12 July 2021
himachal pradesh
ପ୍ରବଳ ବର୍ଷାରେ ଭୁଶୁଡ଼ିଲା କୋଠା; ୧୦ ମୃତ

ଶିମଲା: ହିମାଚଳ ପ୍ରଦେଶରେ ଏକ କୋଠା ଭୁଶୁଡ଼ି ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୭ ଜଣ ଯବାନ ଓ ୩ଜଣ ସାଧାରଣ ନାଗରିକ ଅଛନ୍ତି। ହିମାଚଳ ପ୍ରଦେଶ ସୋଲାନ ଜିଲ୍ଲାର କୁମାରହଟ୍ଟୀ ସହରରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରବଳ ବର୍ଷା ହେବାରୁ କୋଠାର ମୂଳଦୁଆ ମାଟିରେ ଦବି ଯାଇଥିଲା। ଫଳରେ ଏହା ଭୁଶୁଡ଼ି ପଡ଼ିଥିଲା। ଏବେ ବି ଅନେକ ଲୋକେ ମାଟି ଅତଡ଼ା ତଳେ ଫଶି ରହିଥିବା କୁହାଯାଉଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ […]

  • Monday, 12 July 2021
bike
ଭାରତୀୟ ବଜାରରେ ପ୍ରବେଶ କଲା ପ୍ରଥମ ଇଥାନଲ୍ ବାଇକ୍

ନୂଆଦିଲ୍ଲୀ: ଭାରତର ଅଗ୍ରଣୀ ଦୁଇ ଚକିଆ ଗାଡି ନିର୍ମାତା ଟିଭିଏସ କମ୍ପାନୀ ଦେଶର ପ୍ରଥମ ଇଥାନଲ ବାଇକ୍ ବଜାରକୁ ଆଣିଛି। ଏହି ବାଇକ୍ ପେଟ୍ରୋଲ୍ ଓ ଡିଜେଲ ପରିବର୍ତ୍ତେ ଇଥାନଲରେ ଚାଲିବ। ଏହା ପେଟ୍ରୋଲ୍ ଓ ଡିଜେଲ୍ ତୁଳନାରେ କମ୍ ପ୍ରଦୂଷଣ କରିବ। ଆପାଚି ଆରଟିଆର ମଡେଲର ୨୦୦ ସିସିରେ ଏହି ଇଥାନଲ୍ ଚାଳିତ ବାଇକ୍ ବଜାରକୁ ଆସିଛି। ଏଫଆଇ ମଡେଲର ଏହି ଗାଡ଼ିର ଦାମ୍ ୧ ଲକ୍ଷ ୨୦ ହଜାର ଟଙ୍କା ରହିଛି। ତେବେ ମୁଖ୍ୟତଃ […]

  • Monday, 12 July 2021
bhopal
‘ପ୍ରେମ ବିବାହ କରିଥିବାରୁ ବାପା ମା’ ପ୍ରତିଶୋଧ ନେବାକୁ ଉଦ୍ୟମ କରୁଛନ୍ତି’

ଭୋପାଲ: ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ଜଣେ ଦଳିତ ଯୁବକଙ୍କୁ ବିବାହ କରିଥିବା ବିଜେପି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା ନିକଟରେ ଏକ ଭାବ ପ୍ରବଣ ଭିଡ଼ିଓ ଜାରି କରିଥିଲେ। ଏହି ଭିଡିଓ ମାଧ୍ୟମରେ ସେ ତାଙ୍କ ବାପାଙ୍କୁ ଗୁଣ୍ଡା ପଠାଇବା ବନ୍ଦ କରନ୍ତୁ ବୋଲି ଗୁହାରି କରିଥିଲେ। ଏହି ଘଟଣାର ମାତ୍ର କିଛି ଦିନ ପରେ ବାପା ମା’ଙ୍କ ବିରୋଧ ସତ୍ତ୍ୱେ ନିଜ ପସନ୍ଦର ବିବାହ କରିଥିବା ଆଉ  ଜଣେ ମହିଳା ଭିଡିଓ ଜାରି କରି ନିଜ ପାଇଁ […]

  • Monday, 12 July 2021