• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

2543637
ଲକଡାଉନ୍ ବେଳେ ଫି’ ପାଇଁ ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରିପାରିବେନି କଲେଜ

ନୂଆଦିଲ୍ଲୀ: ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ଫାର୍ମାସି, ଆର୍କିଟେକଚର ଡିପ୍ଲୋମା ଏବଂ ଡିଗ୍ରୀ କଲେଜ ଗୁଡ଼ିକ ଲକଡାଉନ୍ ବେଳେ କୋର୍ସ ଫି’ ପାଇଁ ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରିପାରିବେନି। କେନ୍ଦ୍ର ମାନବ ସମ୍ୱଳ ବିକାଶ ମନ୍ତ୍ରଣାଳୟ (ଏଚଆରଡି)ର ନିର୍ଦ୍ଦେଶକ୍ରମେ ଅଲ୍ ଇଣ୍ଡିଆ କାଉନସିଲ୍ ଫର ଟେକ୍ନିକାଲ ଏଜୁକେସନ (ଏଆଇସିଟିଇ) ସମସ୍ତ ଡିଗ୍ରୀ ଏବଂ ଡିପ୍ଲୋମା କଲେଜକୁ ଏହି ନିର୍ଦ୍ଦେଶ ଦେଇଛି। ଏଥିସହ କଲେଜରେ ନିୟୋଜିତ ଥିବା ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କ ଦରମା ନକାଟିବା ସହିତ ଛଟେଇ ନକରିବାକୁ ଏଆଇସିଟିଇ ନିର୍ଦ୍ଦେଶ ଦେଇଛି। […]

  • Monday, 12 July 2021
Untitled-1
ରାସ୍ତାରେ ଉଡ଼ୁଥିଲା ୫୦୦ ଟଙ୍କିଆ ନୋଟ୍‌, କେହି ଛୁଇଁଲେନି: ଶେଷରେ ପୋଲିସକୁ ଡାକିବାକୁ ପଡ଼ିଲା

ନୂଆଦିଲ୍ଲୀ:ପଇସା ପାଇବାର ଲା଼ଳସା କାହାର ବା ନାହିଁ ! ୫୦ ପଇସାର କଏନ୍‌ଟିଏ ରାସ୍ତାରେ ପଡ଼ିଥିଲେ ବି ଛାଡି ଆସିବାକୁ ମନ ହୁଏନି। ହେଲେ ଏବେ ଲାଗୁଛି ଯେମିତି ଟଙ୍କାର ଲୋଭ ମଣିଷ ମନରୁ ପୋଛି ହୋଇଯାଇଛି। ରାସ୍ତାରେ ଟଙ୍କା ଉଡୁଥିଲେ ବି ଧରିବାକୁ ହାତ ଯାଉନି । ମନରେ ପ୍ରଶ୍ନ ଉଠେ, ସତରେ କ’ଣ ମଣିଷ ଏତେ ନିର୍ଲୋଭ ହୋଇଗଲା ? ନା କରୋନା ଭୟ ? ଗୁରୁବାର ରାଜଧାନୀ ଦିଲ୍ଲୀର କେଶବପୁରମ ଅଞ୍ଚଳର ଏକ […]

  • Monday, 12 July 2021
RBI
କରୋନା ସମୟରେ ଭାରତର ଆର୍ଥିକ ସ୍ଥିତି ଅନ୍ୟ ଦେଶ ତୁଳନାରେ ଭଲ ଅଛି-RBI

ନୂଆଦିଲ୍ଲୀ: କରୋନା ସଂକଟରେ ବିଗିଡ଼ିଥିବା ଦେଶର ଅର୍ଥ ବ୍ୟବସ୍ଥାକୁ ସୁଧାରିବାକୁ ରିଜର୍ଭ ବ୍ୟାଙ୍କର ପଦକ୍ଷେପ । NHB, ନାବାର୍ଡ, ସିଡବିକୁ ମୋଟ ୫୦ ହଜାର କୋଟିର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଏହି ୫୦ ହଜାର କୋଟି ଟଙ୍କାର ପ୍ୟାକେଜରୁ ନାବାର୍ଡକୁ ୨୫ ହଜାର କୋଟି, ସିଡବିକୁ ୧୫ ହଜାର କୋଟି ଓ NHBକୁ ୧୦ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି । MSME କ୍ଷେତ୍ର କରୋନା […]

  • Monday, 12 July 2021
flight
ବିମାନ ଟିକେଟ ବାତିଲ କରିଥିବା ଯାତ୍ରୀ ଟଙ୍କା ଫେରସ୍ତ ପାଇବେ

ନୂଆଦିଲ୍ଲୀ:କୋଭିଡ୍-୧୯ ଲକଡାଉନ୍ ସମୟରେ ବୁକ୍ ହୋଇଥିବା ବିମାନ ଟିକେଟ୍ ଟଙ୍କା ଫେରାଇବାକୁ ବିମାନ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ-ଡିଜିସିଏ। ଯଦି କୌଣସି ଯାତ୍ରୀ ଟଙ୍କା ଫେରାଇବାକୁ ଦାବି କରନ୍ତି, ତେବେ ବିନା ବାତିଲ୍ ଶୁଳ୍କରେ ଟଙ୍କା ଫେରାଇବାକୁ ଡିଜିସିଏ କହିଛନ୍ତି।  ମାର୍ଚ୍ଚ ୨୫ରୁ ଏପ୍ରିଲ ୧୪ ମଧ୍ୟରେ ଲକ୍‌ଡାଉନର ପ୍ରଥମ ପର୍ଯ୍ୟାୟରେ ବୁକ୍ ହୋଇଥିବା ଟିକେଟ୍ ଟଙ୍କା ଫେରସ୍ତ ପାଇଁ ଡିଜିସିଏ ପକ୍ଷରୁ ସମସ୍ତ ବିମାନ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।  […]

  • Monday, 12 July 2021
PPE
ଚୀନ ପଠାଉଥିବା ମେଡିକାଲ କିଟ୍‌ ବ୍ୟବହାର ଉପଯୋଗୀ ନୁହେଁ

ନୂଆଦିଲ୍ଲୀ:କରୋନା ବିରୋଧରେ ଲଢ଼େଇ ପାଇଁ ଆବଶ୍ୟକ ପର୍ସନାଲ ପ୍ରୋଟେକ୍ଟିଭ ଇକ୍ୟୁପମେଣ୍ଟ ‍ବା ପିପିଇର ଅଭାବ ଦୂର କରିବା ପାଇଁ ସରକାର ଚୀନରୁ ମଗାଇଛନ୍ତି କିଟ୍‌। ତଥାପି ଏହି ସମସ୍ୟାରୁ ମୁକ୍ତି ମିଳିବ ନାହିଁ। କାରଣ ଚୀନରୁ ଆସୁଥିବା ଏହି ଉପକରଣରୁ ଅନେକ ବ୍ୟବହାର ଉପଯୋଗୀ ହେଉ ନ ଥିବା ଅଭିଯୋଗ ଆସିଛି । ଇତିମଧ୍ୟରେ ଚୀନରୁ ୬.୫ ଲକ୍ଷ ଟେଷ୍ଟିଂ କିଟ୍‌ ଆସୁଛି ଯାହା ଆଜି ଆସି ଭାରତରେ ପହଞ୍ଚିବ। କେବଳ ଭାରତ ନୁହେଁ, ବିଶ୍ୱର ଅନେକ […]

  • Monday, 12 July 2021
china
ଚୀନକୁ ଫେରୁଛି କରୋନା !

ବେଜିଂ: କରୋନା ଭାଇରସର ଉତ୍ପତିସ୍ଥଳ ଚାଇନା । ହେଲେ ଏହି ଭାଇରସ ଆଜି ବିଶ୍ୱରେ ମୃତ୍ୟୁର ତାଣ୍ଡବ ସୃଷ୍ଟି କରୁଛି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟର କଥା ଚୀନର ଉହାନରେ ଏହା ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି।  ଉହାନ ସହରରୁ ଲକଡାଉନ ହଟିଛି । ଜୀବନଯାତ୍ରା ସ୍ୱାଭାବିକ ହୋଇଛି । ହେଲେ ପୁଣି ଖବର ମିଳିଛି, ଚାଇନାକୁ ଫେରିଛି କରୋନା ଭାଇରସ । ଆଉ ଏହାର କାରଣ ହେଉଛି ଚୀନକୁ ଆସୁଥିବା ବିଦେଶୀ ନାଗରିକ। ଚୀନରେ ୪୦ଟି ନୂଆ କରୋନା […]

  • Monday, 12 July 2021
f-3
ବଦଳିଲା ମୋଦିଙ୍କ ଟ୍ୱିଟର୍ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ: ବଦଳିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋସିଆଲ୍ ମିଡିଆ ଫଟୋ । ମୋଦି  ତାଙ୍କ ଟ୍ୱିଟର୍ ଆକାଉଣ୍ଟ ପ୍ରୋଫାଇଲ ଫଟୋକୁ ଆଜି ବଦଳାଇ଼ଛନ୍ତି। ମୋଦି ଏଥିରେ କାନ୍ଧରେ ପକାଇଥିବା ଗାମୁଛାରେ ନାକ ଓ ପାଟିକୁ ଢାଙ୍କିଥିବା ଦେଖିବାକୁ ମିିଳିଛି। କରୋନା କବଳରୁ ବର୍ତ୍ତିବାକୁ ଦେଶବାସୀଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କରାଯାଉଛି । ମାସ୍କ ଉପଲବ୍ଧ ନଥିଲେ ରୁମାଲ, ଗାମୁଛା, ଶାଢ଼ୀ, ଓଢ଼ଣୀ ଆଦିକୁ ମଧ୍ୟ ପରସ୍ତ ପରସ୍ତ କରି ପାଟି ଓ ନାକକୁ ଢାଙ୍କି ହେବ । […]

  • Monday, 12 July 2021