• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

corona-1111
ଲକ୍‌ଡାଉନ୍‌ ଅବଧି ବୃଦ୍ଧି ପାଇଁ ନିବେଦନ କଲେ ଏସବୁ ରାଜ୍ୟ

ବେଙ୍ଗାଲୁରୁ: ୧୪ ତାରିଖ ପରେ ଦେଶରେ ଲାଗୁ ହୋଇଥିବା ଲକଡାଉନ ଆହୁରି ବଢିପାରେ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି  ଗୋଟିଏ ପରେ ଗୋଟିଏ ରାଜ୍ୟ ଲକଡାଉନ ବୃଦ୍ଧି କରିବା ସପକ୍ଷରେ ମତ ଦେବା ଆରମ୍ଭ କରିଛନ୍ତି। ପ୍ରଥମେ ତେଲେଙ୍ଗାନା ସରକାର ଲକଡାଉନକୁ ଆଉ କିଛି ଦିନ ବୃଦ୍ଧି କରିବାକୁ ନିବେଦନ କରିଥିଲେ। ଏବେ କର୍ଣ୍ଣାଟକ ସରକାର ମଧ୍ୟ ଲକଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବା ସପକ୍ଷରେ ମତ ଦେଇଛନ୍ତି। ମେଡିକାଲ […]

  • Monday, 12 July 2021
trump
କରୋନା ମୁକାବିଲା: ଔଷଧ ଯୋଗାଇବା ପାଇଁ ଭାରତକୁ ଅନୁରୋଧ କଲେ ଟ୍ରମ୍ପ

ନୂଆଦିଲ୍ଲୀ:କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଛନ୍ତି । ଆଲୋଚନା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ମୁ୍‌କାବିଲା ହାଇଡ୍ରୋକ୍ଲୋରକୁଇନ୍‌ ଔଷଧ ଆମେରିକାକୁ ସପ୍ଲାଏ ପାଇଁ ମୋଦିଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍‌ ରା କରୋନା ରୋଗୀଙ୍କ ଚିକିତ୍ସା କରାଯାଇ ପାରିବ । ଯାହାକୁ ସେ  ନିଜେ ମଧ୍ୟ ଖାଇବେ ବୋଲି କହିଛନ୍ତି। କରୋନା ଭାଇରସ ଯୋଗୁ ସାରା ବିଶ୍‌:ରେ ଯେପରି […]

  • Monday, 12 July 2021
raveena
ଗଳିରେ ପଶିବା କ୍ଷଣି ଏମାନଙ୍କ ଉପରେ ଲୋକେ ଫୁଲବର୍ଷା କଲେ...ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ବଲିଉଡ ଆକ୍ଟ୍ରିସ ରବିନା ଟଣ୍ଡନ ତାଙ୍କର ସ୍ୱତନ୍ତ୍ର ବିଚାର, ଚିନ୍ତାଧାରାକୁ ନେଇ ପପୁଲାର । ସମସାମୟିକ ସମସ୍ୟା ଉପରେ ସେ ଖୁବ୍‌ ଭାବିଚିନ୍ତି ସୋଶାଲ ମିଡିଆରେ ନିଜର ମତାମତ ଦିଅନ୍ତି ଯାହାକୁ ତାଙ୍କର ଫ୍ୟାନମାନେ ପ୍ରଶଂସା କରନ୍ତି । ନିକଟରେ ସେ ଗୋଟିଏ ଭିଡିଓ ସେୟାର କରିଛନ୍ତି ଯାହାକୁ ନେଇ ବେଶ ଚଚ୍ଚା ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି, ଲୋକେ ସଫେଇ କର୍ମଚାରୀଙ୍କ ଉପରେ ଫୁଲ ବର୍ଷା କରୁଛନ୍ତି । ଏହି ଲୋକମାନେ […]

mask
ଅସାମ ସରକାରଙ୍କ ଚିନ୍ତା ବଢାଇଲେ କରୋନା ଆକ୍ରାନ୍ତ ବ୍ୟବସାୟୀ, ଏତେ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି ....

ଗୁଆହାଟୀ: ଅସାମରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇ ସାରିଲେଣି । ଗତ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । କେବଳ ଶୁକବ୍ରାର ୧୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଶନିବାର ରାତିରେ ଏହି ସଂଖ୍ୟାବୃଦ୍ଧି ପାଇ ୨୬ରେ ପହଞ୍ଚିଛି । ଏହି ସଂକ୍ରମିତଙ୍କ ମଧ୍ୟରେ ଜଣେ ବ୍ୟବସାୟୀ ରହିଛନ୍ତି ଯିଏ ଅସାମ […]

  • Monday, 12 July 2021
army
୫ ଆତଙ୍କୀଙ୍କୁ ନିପାତ କଲା ଭାରତୀୟ ସେନା

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପ୍‌ୱାଡା ଜିଲ୍ଲାରେ ରବିବାର ପାକିସ୍ତାନୀ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଦେଇଛନ୍ତି ଭାରତୀୟ ଜବାନ । ଏଥସହିତ ୫ ଆତଙ୍କୀଙ୍କୁ ନିପାତ କରିଛନ୍ତି । ଏହାକୁ ମିଶାଇ ଗତ ୨୪ ଘଣ୍ଟା ମଧ୍ୟରେ ଭାରତୀୟ ଯବାନ ୯ ଆତଙ୍କୀଙ୍କୁ ନିପାତ କରିସାରିଛନ୍ତି । ଶନିବାର ଗୁଲଗାମ ନିକଟରେ ଆଉ ୪ ଆତଙ୍କୀଙ୍କୁ ମାରିବାରେ ସକ୍ଷମ ହୋଇଥିଲେ ଭାରତୀୟ ସେନା । କୁପ୍‌ୱାଡାର କେରନ ସେକ୍ଟର ଏଲଓସି ନିକଟରେ ଏହି ଆତଙ୍କୀମାନେ ଭାରତ ମଧ୍ୟକୁ ପଶିବାକୁ […]

  • Monday, 12 July 2021