ନୂଆଦିଲ୍ଲୀ: ଗୁଜରାଟରେ ସାଂପ୍ରଦାୟିକ ହିଂସା ତଥା ଆତଙ୍କବାଦ ଆକ୍ରମଣର ଯୋଜନା କରୁଛି ପାକିସ୍ତାନ। ସମୁଦ୍ର ପଟେ ପାକିସ୍ତାନର କମାଣ୍ଡୋ କିମ୍ବା ଆତଙ୍କବାଦୀମାନଙ୍କୁ ଭାରତକୁ ଅନୁପ୍ରବେଶ କରାଇବା ନେଇ ପାକିସ୍ତାନ ଯୋଜନା ଚଲାଇଛି। ପାକିସ୍ତାନର ଏହି ତାଲିମପ୍ରାପ୍ତ କମାଣ୍ଡୋ କିମ୍ବା ଅଆତଙ୍କବାଦୀମାନେ ଛୋଟ ଛୋଟ ଡଙ୍ଗା ମାଧ୍ୟମରେ ସମୁଦ୍ର ପଥ ଦେଇ କଚ୍ଛ ଉପକୂଳ ଓ ସାର୍ କ୍ରିକ୍ ଅଞ୍ଚଳରେ ପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି। ଗୁଇନ୍ଦା ବିଭାଗ ପକ୍ଷରୁ ଏହି ସୂଚନା ମିଳିବା ପରେ ଗୁଜରାଟର ସମସ୍ତ […]
ନୂଆଦିଲ୍ଲୀ: ଜଣେ ଦର୍ଜୀ(ଟେଲର୍)ଙ୍କ ପୁଅ ସହ ମିଶିକି ପାଠ ପଢ଼ିବେ ମୁଖ୍ୟମନ୍ତ୍ରୀଙ୍କ ପୁଅ। କଥାଟା ଶୁଣିକି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏକଥା ଆମେ କହୁନୁ ଖୋଦ୍ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଏହା କହିଛନ୍ତି। ଗରିବ ଶ୍ରେଣୀର ପିଲାମାନଙ୍କୁ ମାଗଣାରେ କୋଚିଂ ଦେବାପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏକ ଫ୍ରି କୋଚିଂ ସ୍କିମ୍ ଆରମ୍ଭ ହୋଇଛି। ଏହି ସ୍କିମ୍ ଅନୁସାରେ ଜଣେ ଗରିବ ଶ୍ରେଣୀର ପିଲା ବି ମାଗଣାରେ ପାଠ ପଢ଼ିପାରିବେ। ଫଳରେ ଧନୀ […]
ନୂଆଦିଲ୍ଲୀ: ଏଫ୍ଡିଆଇ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ବୁଧବାର ସରକାର କୋଲ୍ ମାଇନିଂ ଏବଂ କଣ୍ଟ୍ରାକ୍ଟ ମାନ୍ୟୁଫାକ୍ଚରିଂ କ୍ଷେତ୍ରରେ ୧୦୦ ପ୍ରତିଶତ ବିଦେଶୀ ନିବେଶ ପାଇଁ ଅନୁମତି ଦେଇଛନ୍ତି। ଏତଦ୍ବ୍ୟତୀତ ସିଙ୍ଗିଲ୍ ବ୍ରାଣ୍ଡ୍ ରିଟେଲର୍ସ କ୍ଷେତ୍ରରେ ନିବେଶ ପାଇଁ ମଧ୍ୟ ନିୟମ କୋହଳ କରିଛନ୍ତି। ସେହିଭଳି ଡିଜିଟାଲ ମିଡିଆ କ୍ଷେତ୍ରରେ ୨୬% ବିଦେଶୀ ନିବେଶ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଅର୍ଥନୀତିକ ଅଭିବୃଦ୍ଧି ପାଇଁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ଗତକାଲି ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ […]