• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

vote..
ଭୋଟ୍‌ ଦେଲେ ନବବିବାହିତ ଦମ୍ପତି

ଶ୍ରୀନଗର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ମହାପର୍ବରେ ସମସ୍ତେ ସାମିଲ ହେଉଛନ୍ତି। ଏପରିକି  ନବବିବାହିତ ଦମ୍ପତି  ବି ଏଥିରେ ସାମିଲ ହୋଇଛନ୍ତି। ବିବାହ ବେଦୀରେ ବସିବା ପରେ ନବବିବାହିତ ଦମ୍ପତି ମତଦାନ କେନ୍ଦ୍ରକୁ ଆସି ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ଜମ୍ମୁ ଓ କଶ୍ମୀର ଉଧମପୁରର ଏକ ମତଦାନ କେନ୍ଦ୍ରରେ ଏଭଳି କିଛି ଦୃଶ୍ୟ ଆଜି ଦେଖିବାକୁ ମିଳିଛି। […]

  • Saturday, 10 July 2021
supremecourt
ଲୁହାପଥର ଖଣି ଦୁର୍ନୀତି ମାମଲାରେ ଓଡ଼ିଶାକୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: ୬ ଲକ୍ଷ କୋଟିର ଲୁହାପଥର ଖଣି ଦୁର୍ନୀତି ମାମଲାରେ ଓଡ଼ିଶା ସମେତ  କର୍ଣ୍ଣାଟକ, ଝାଡ଼ଖଣ୍ଡକୁ ସୁପ୍ରିମକୋର୍ଟ ନୋଟିସ୍‌ ଜାରି କରିଛନ୍ତି। ତେବେ ୩ ରାଜ୍ୟ ସମେତ କେନ୍ଦ୍ର ସରକାର ଓ ସିବିଆଇକୁ ମଧ୍ୟ ସୁପ୍ରିମକୋର୍ଟ ନୋଟିସ୍ କରିଛନ୍ତି। କିଛି ରାଜ୍ୟରେ ବେଆଇନ୍‌ ଖଣି ଆବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଆବେଦନ ହୋଇଥିଲା। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ପି.ଏସ୍. ନରସିମ୍‌ହାଙ୍କୁ ଆମିକସ୍‌କ୍ୟୁରି ଭାବେ ନିଯୁକ୍ତି କରିଛନ୍ତି। ସେ ଦୁର୍ନୀତି ଅଭିଯୋଗର ତଦନ୍ତରେ ସହଯୋଗ […]

  • Saturday, 10 July 2021
କୂମାନ
ଭୋକରେ ଆଉଟୁପାଉଟୁ ହୋଇ ଶେଷରେ ନିଜକୁ ଖାଇଦେଲା !

ନୂଆଦିଲ୍ଲୀ:ଭୋକର ଦାଉ କିଏ ସମ୍ଭାଳି ପାରିବ ! ମଣିଷଟିଏ ହେଉ ବା ପଶୁ, ଭୋକ ବେଳରେ ଯାହା ମିଳିବ ଖାଇବାକୁ ପଛାଇବ ନାହିଁ। ହେଲେ ଭୋକରେ ନିଜକୁ କିଏ ଖାଇବାର ନଜୀର ଅଛି କି ? ବୋଧହୁଏ ନା ! ହେଲେ ସେମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳିଛି। ଭୋକ ବିକଳରେ ସାପଟିଏ ନିଜକୁ ନିଜେ ଖାଇ ଦେଉଛି। ଆଉ ଏଇ ଭିଡିଓଟି ଭାଇରାଲ ହୋଇଛି। ଅବଶ୍ୟ ଘଟଣାଟି କେଉଁ ସ୍ଥାନର ଯଦିଓ ଜଣାପଡ଼ି ନାହିଁ ତେବେ […]

  • Saturday, 10 July 2021