ଶ୍ରୀନଗର:ଜମ୍ମୁ କାଶ୍ମୀରର ସୋପୋର ଅଞ୍ଚଳରେ ବୁଧବାର ଏକ ଏନ୍କାଉଣ୍ଟରରେ ଜୈଶ-ଏ-ମହମ୍ମଦର ଜଣେ କମାଣ୍ଡରକୁ ନିପାତ କରିଛନ୍ତି ସୁରକ୍ଷା କର୍ମୀ। ଏ ନେଇ ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ନିହତ କମାଣ୍ଡରର ପରିଚୟ ମିଳିଛି । ତା ନା ସଜାଦ ନବାବ୍ ଦର ବୋଲି କୁହାଯାଇଛି। ଅଧିକାରୀ ଜଣକ କହିଛନ୍ତି, ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ସୁରକ୍ଷା କର୍ମମାନେ ସୋପୋରର ଆରାମପୋରା ଅଞ୍ଚଳକୁ ଘେରାବନ୍ଦୀ କରି ଦେଇଥିଲେ। ଫଳରେ ଆତଙ୍କବାଦୀମାନେ ବାହାରି […]
ବେଙ୍ଗାଲୁରୁ: ୧୪ ତାରିଖ ପରେ ଦେଶରେ ଲାଗୁ ହୋଇଥିବା ଲକଡାଉନ ଆହୁରି ବଢିପାରେ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଗୋଟିଏ ପରେ ଗୋଟିଏ ରାଜ୍ୟ ଲକଡାଉନ ବୃଦ୍ଧି କରିବା ସପକ୍ଷରେ ମତ ଦେବା ଆରମ୍ଭ କରିଛନ୍ତି। ପ୍ରଥମେ ତେଲେଙ୍ଗାନା ସରକାର ଲକଡାଉନକୁ ଆଉ କିଛି ଦିନ ବୃଦ୍ଧି କରିବାକୁ ନିବେଦନ କରିଥିଲେ। ଏବେ କର୍ଣ୍ଣାଟକ ସରକାର ମଧ୍ୟ ଲକଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବା ସପକ୍ଷରେ ମତ ଦେଇଛନ୍ତି। ମେଡିକାଲ […]
ନୂଆଦିଲ୍ଲୀ:କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଛନ୍ତି । ଆଲୋଚନା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ମୁ୍କାବିଲା ହାଇଡ୍ରୋକ୍ଲୋରକୁଇନ୍ ଔଷଧ ଆମେରିକାକୁ ସପ୍ଲାଏ ପାଇଁ ମୋଦିଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ ରା କରୋନା ରୋଗୀଙ୍କ ଚିକିତ୍ସା କରାଯାଇ ପାରିବ । ଯାହାକୁ ସେ ନିଜେ ମଧ୍ୟ ଖାଇବେ ବୋଲି କହିଛନ୍ତି। କରୋନା ଭାଇରସ ଯୋଗୁ ସାରା ବିଶ୍:ରେ ଯେପରି […]
ନୂଆଦିଲ୍ଲୀ: ବଲିଉଡ ଆକ୍ଟ୍ରିସ ରବିନା ଟଣ୍ଡନ ତାଙ୍କର ସ୍ୱତନ୍ତ୍ର ବିଚାର, ଚିନ୍ତାଧାରାକୁ ନେଇ ପପୁଲାର । ସମସାମୟିକ ସମସ୍ୟା ଉପରେ ସେ ଖୁବ୍ ଭାବିଚିନ୍ତି ସୋଶାଲ ମିଡିଆରେ ନିଜର ମତାମତ ଦିଅନ୍ତି ଯାହାକୁ ତାଙ୍କର ଫ୍ୟାନମାନେ ପ୍ରଶଂସା କରନ୍ତି । ନିକଟରେ ସେ ଗୋଟିଏ ଭିଡିଓ ସେୟାର କରିଛନ୍ତି ଯାହାକୁ ନେଇ ବେଶ ଚଚ୍ଚା ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି, ଲୋକେ ସଫେଇ କର୍ମଚାରୀଙ୍କ ଉପରେ ଫୁଲ ବର୍ଷା କରୁଛନ୍ତି । ଏହି ଲୋକମାନେ […]