• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

4667889
ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ; ଭବ୍ୟ ସମ୍ବର୍ଦ୍ଧନା

ଚେନ୍ନାଇ: ଆଜିଠାରୁଦୁଇ ଦିନିଆ ଭାରତ ଗସ୍ତରେ ଆସି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଚେନ୍ନାଇରେ ପହଞ୍ଚିଛନ୍ତି।  ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନଔପଚାରିକ ଆଲୋଚନା କରିବେ। ସ୍ୱତନ୍ତ୍ର ବିମାନରେ ଜିନିପଙ୍ଗ ଆଜି ଚେନ୍ନାଇରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟସ୍ୱାଗତ କରାଯାଇଥିଲା। ସନ୍ଧ୍ୟା ବେଳେ ମୋଦି ଓ ଜିନପିଙ୍ଗ ମାଲାପୁରମର ଐତିହ୍ୟ ବୁଲି ଦେଖିବେ। ତେବେ ଦୁଇ ଦିନର ଅନଔପଚାରିକ ଆଲୋଚନା ପରେ ଉଭୟ ଭାରତ ଓ ଚାଇନା ମିଳିତ ଭାବେ ବିବୃତି ଜାରି କରିବେ […]

  • Saturday, 10 July 2021
3546788
ଶନିବାରଠାରୁ କଶ୍ମୀର ଉପତ୍ୟକାରେ ପୋଷ୍ଟପେଡ୍‌ ମୋବାଇଲ ସେବା

ଶ୍ରୀନଗର: ଶନିବାର ଠାରୁ ଜମ୍ମୁ-କଶ୍ମୀରରେ ରହୁଥିବା ଲୋକଙ୍କୁ କିଛିଟା ଆଶ୍ୱସ୍ତି ମିଳିପାରେ। କାରଣ ଶନିବାର ଠାରୁ କଶ୍ମୀର ଉପତ୍ୟକାରେ ପୋଷ୍ଟ ପେଡ୍‌ ମୋବାଇଲ ସେବା ଆରମ୍ଭ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୋଷ୍ଟ ପେଡ୍‌ ମୋବାଇଲ ସେବା ଲୋକମାନେ ପାଇବାକୁ ଥିବା ବେଳେ ଇଣ୍ଟରନେଟ୍‌ ସେବା ପାଇଁ ସେମାନଙ୍କୁ ଆଉ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ହିଁ ଏଠାରେ ମୋବାଇଲ ସେବା ବନ୍ଦ […]

  • Saturday, 10 July 2021
43534535
କ୍ଷେପଣାସ୍ତ୍ର ମାଡ଼, ସମୁଦ୍ର ଭିତରେ ଜଳୁଛି ତେଲ ଟ୍ୟାଙ୍କର

ଇରାନ: ସାଉଦି ଆରବ ଉପକୂଳ ଦେଇ ଇରାନର ସିନୋପା ନାମକ ତେଲ ଟ୍ୟାଙ୍କର ବା ଜାହାଜ ଯାଉଥିବା ବେଳେ ଆଜି ସମୁଦ୍ର ଭିତରେ ବିସ୍ଫୋରଣରେ କ୍ଷତିଗ୍ରସ୍ତ ହୋଇଛି। ଦୁଇଟି କ୍ଷେପଣାସ୍ତ୍ର ଆସି ଟ୍ୟାଙ୍କର ଉପରେ ମାଡ଼ ହେବା ପରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ସାଉଦି ଆରବ କିନ୍ତୁ ଏବାବଦରେ କିଛି ପ୍ରତିକ୍ରିୟା ରଖି ନାହିଁ। ଏବେ ଟ୍ୟାଙ୍କରଟି ସମୁଦ୍ର ଭିତରେ ଜଳୁଥିବା ସୂଚନା ରହିଛି। ଟ୍ୟାଙ୍କର ଭିତରେ ଥିବା ତେଲ ଏବେ ସମୁଦ୍ରରେ ଭାସୁଛି ବୋଲି […]

  • Saturday, 10 July 2021
f
କଂଗ୍ରେସ ନେତାଙ୍କ ଘରୁ ୫ କୋଟି ଟଙ୍କା ଜବତ

ବେଙ୍ଗାଲୁରୁ:  ବଢ଼ିଲା କଂଗ୍ରେସ ନେତା କର୍ଣ୍ଣାଟକ କଂଗ୍ରେସର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ଓ ତାଙ୍କ ସହଯୋଗୀଙ୍କ ଘରେ ଗତକାଲି ଇନକମ୍ ଟ୍ୟାକ୍ସ(ଆଇଟି) ଡିପାର୍ଟମେଣ୍ଟ ରେଡ୍ କରି ପାଖାପାଖି ୫ କୋଟି ଟଙ୍କା ଜବତ କରିଛି। ଆଜି ସକାଳେ ଆଇଟି ଡିପାର୍ଟମେଣ୍ଟ ଏହି ସୂଚନା ଦେଇଛି। ବେଙ୍ଗାଲୁରୁ ଏବଂ ଟୁମକୁରୁର ୨୫ଟି ସ୍ଥାନରେ ଆଇଟି ଡିପାର୍ଟମେଣ୍ଟ ରେଡ୍ କରି ଏହି ସବୁ ଟଙ୍କା ଜବତ କରିଛି। ଆଜି ସକାଳୁ ମଧ୍ୟ ବିଭିନ୍ନ […]

  • Saturday, 10 July 2021
accidnet
ରାସ୍ତା କଡ଼ରେ ଶୋଇଥିଲେ; ଚଢ଼ିଗଲା ବସ୍, ଚାଲିଗଲା ୭ ଜୀବନ

ବୁଲନ୍ଦସହର: ଗଙ୍ଗାରେ ବୁଡ଼ ପକାଇବା ପାଇଁ ଆସି ରାସ୍ତା କଡ଼ରେ ଶୋଇଥିବା ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା ବସ୍। ଅକାଳରେ ଚାଲିଗଲା ୭ ଜୀବନ। ଆଜି ସକାଳେ ଉତ୍ତର ପ୍ରଦେଶର ବୁଲନ୍ଦସହରର ଗଙ୍ଗାଘାଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଥିବାବେଳେ ୩ ଜଣ ଛୋଟ ଛୁଆ ଅଛନ୍ତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶର ହଥରାସର ବାସିନ୍ଦା। ଗଙ୍ଗା ନଦୀରେ ବୁଡ଼ ପକାଇବା ପାଇଁ ନରଉର ଘାଟକୁ ଆସିଥିଲେ। ଘରକୁ ଫେରିବା ପୂର୍ବରୁ […]

  • Saturday, 10 July 2021
eeeee
ଏବେ ଏହି ଜିଓ ଗ୍ରାହକଙ୍କୁ ଆଇୟୁସି ଚାର୍ଜ ଦେବାକୁ ପଡ଼ିବନି

ନୂଆଦିଲ୍ଲୀ: ଜିଓରୁ ଅନ୍ୟ ନେଟଓ୍ୱର୍କକୁ କଲ୍ କଲେ ମିନିଟ୍ ପିଛା ୬ ପଇସା ଗ୍ରାହକଙ୍କୁ ଦେବାକୁ ପଡ଼ିବ। ୯ ତାରିଖ ଦିନ ଜିଓ ଏହି ଘୋଷଣା କରିଥିଲା। ଏହାପରେ ଗ୍ରାହକଙ୍କ ମନରେ ପ୍ରଶ୍ନ ସୃଷ୍ଟି ହୋଇଥିଲା କେବେଠୁ ଏହି ନିୟମ ଲାଗୁ ହେବ। ଗତକାଲି ରିଲାଏନ୍ସ ଜିଓ ଟୁଇଟ୍ କରି ଏହି ପ୍ରଶ୍ନର ଜବାବ ଦେଇଛି। ଅକ୍ଟୋବର ୯ ଓ ତା ପୂର୍ବରୁ ଯେଉଁମାନେ ଅନ୍ ଲିମିଟେଡ୍ ଭଏସ୍ କଲ୍ ପ୍ୟାକ୍‌ ରିଚାର୍ଜ କରିଛନ୍ତି, ସେମାନେ ଏହି […]

  • Saturday, 10 July 2021
6754356
ପଞ୍ଜାବରେ ଉଡ଼ୁଛି ପାକିସ୍ତାନୀ ଡ୍ରୋନ୍

ଚଣ୍ଡିଗଡ: ଚଳିତମାସରେ ତୃତୀୟ ଥର ପାଇଁ ପଞ୍ଜାବ ସୀମାରେ ପାକିସ୍ତାନୀ ଡ୍ରୋନ୍ ଉଡ଼ିବାର ଦେଖିବାକୁ ମିଳିଛି। ଆଜି ସକାଳେ ଫିରୋଜପୁର ସୀମାରେ ପୁଣିଥରେ ଦୁଇଟି ପାକିସ୍ତାନୀ ଡ୍ରୋନ୍ ଏକା ସାଙ୍ଗରେ ଉଡ଼ୁଥିବାରୁ ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକ କହିଛନ୍ତି ଯେ, ଡ୍ରୋନଟି ଦୁର୍ଘଟଣାଗ୍ରସ୍ତ ହୋଇ ତଳେ ଖସିପଡ଼ିଛି। ହେଲେ ବିଏସଏଫ୍ ଅଧିକାରୀଙ୍କ ସୂଚନା ଅନୁଯାୟୀ ଡ୍ରୋନଟି ପୁଣି ଥରେ ପାକିସ୍ତାନ ପଟକୁ ଫେରିଯାଇଛି। ଉଭୟ ପଞ୍ଜାବ ପୁଲିସ୍ ଏବଂ ସେନା ଅଧିକାରୀ ତଦନ୍ତ ଜାରି ରଖିଛନ୍ତି। ଏହା […]

  • Saturday, 10 July 2021