ଋଷୀୟ ଯୁବତୀ ଜଣକ ତାଙ୍କ ବନ୍ଧୁଙ୍କ ବାଇକ୍ ପଛରେ ବସିଛନ୍ତି । ଆଉ ଯୁବତୀଙ୍କୁ ପେଟ୍ରୋଲ ପମ୍ପର ଜଣେ କର୍ମଚାରୀ ଖରାପ ବ୍ୟବହାର କରିବା ମାତ୍ରେ ସେ ଭିଡିଓ କରିବା ଆରମ୍ଭ କରୁଛନ୍ତି ।
ଦେଶରେ ପୁଣି ମୁଣ୍ଡ ଟେକୁଛି କୋଭିଡ୍ । ସ୍ଥିତିକୁ ନଜରରେ ରଖି ୬୦ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ଲାଗି ମାସ୍କ ବାଧ୍ୟତାମୂଳକ କରିଛନ୍ତି କର୍ଣ୍ଣାଟକ ସରକାର ।
ଏହି ପଦ୍ଧତିକୁ ଆଗକୁ ନେବାକୁ ଏକ ଚାଇନିଜ୍ କମ୍ପାନୀ ଏପରି ବ୍ୟବସ୍ଥା କରିଛି । ଖାଲି ସେତିକି ନୁହେଁ, ସେମାନଙ୍କ ଶାରୀରିକ ସୁସ୍ଥତା ଉପରେ ମଧ୍ୟ ପ୍ରାଧାନ୍ୟ ଦେଇଛି କମ୍ପାନୀ ।
ଟିଏମସି ସାଂସଦଙ୍କ ଏଭଳି ଆଚରଣକୁ ଚାରିଆଡୁ ନିନ୍ଦା... ଘଟଣାକୁ ଲଜ୍ଜାଜନକ କହିଲେ ଉପରାଷ୍ଟ୍ରପତି ଜଗଦୀପ ଧନକର... ମିମିକ୍ରି ବେଳେ ନିନ୍ଦା ପରିବର୍ତ୍ତେ ଭିଡିଓ କରୁଥିଲେ ରାହୁଲ ଗାନ୍ଧି ...
ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ୧୯୪୭ରୁ ୧୯୬୪ ଯାଏଁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି । ସେହିପରି ଗୁଲଝାରୀ ଲାଲ ନନ୍ଦା ୧୯୬୪ରେ ମାତ୍ର ୧୩ ଦିନ ପାଇଁ ସମ୍ଭାଳିଛନ୍ତି ପ୍ରଧାନମନ୍ତ୍ରୀ ଦାୟିତ୍ୱ ।
ଗତ ୧୪ ତାରିଖରେ ଏପରି ଏକ ଅଦ୍ଭୁତଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୨୬ ବର୍ଷୀୟ ଯୁବତୀ ଜଣେ ଅଜଣା ଯୁବକଙ୍କ ଏପରି ବ୍ୟବହାରକୁ ନେଇ ଥାନାରେ ଅଭିଯୋଗ କରିଛନ୍ତି ।
ଆଇପିଏଲ ୨୦୨୪ ପାଇଁ ଆଜି ନିଲାମୀ । ପ୍ରଥମଥର ପାଇଁ ଦୁବାଇରେ ନିଲାମୀ କରିବାର ବ୍ୟବସ୍ଥା କରାଯାଇଛି ।
ଜ୍ୱର, ଥଣ୍ଡା ହୋଇଥିଲେ ମଧ୍ୟ ମାସ୍କ ବାଧ୍ୟତାମୂଳକ....ନିର୍ଦ୍ଦେଶନାମା ଜାରି କଲେ କର୍ଣ୍ଣାଟକ ସରକାର....
ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍ ଦଳର ଦୁଇ ପ୍ରମୁଖ ନେତା ମନୀଶ ସିସୋଦିଆ ଏବଂ ସଞ୍ଜୟ ସିଂ ଗିରଫ ହୋଇସାରିଛନ୍ତି।
୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ ।
କରୋନାର ପୂର୍ବ ଭାରିଆଣ୍ଟ ଠାରୁ ଲକ୍ଷଣ ଓ ଅସୁସ୍ଥତା ସୃଷ୍ଟି କ୍ଷେତ୍ର କିପରି ଭିନ୍ନ, ତାହା ଏବେବି ଅସ୍ପଷ୍ଟ ରହିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି ।
ନିଶ୍ଚିତ ଭାବେ ଏହା ଏକ ଅଭାବନୀୟ ଘଟଣା। ଏହା ପରେ ନିଲମ୍ବିତ ସାଂସଦମାନେ ପାର୍ଲାମେଣ୍ଟର ପ୍ରବେଶ ଦ୍ୱାରରେ ଧାରଣା ଦେଇଥିଲେ।
ତାଙ୍କ ଯୋଜନାକୁ ପଣ୍ଡ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା NIA। ପ୍ରାୟ ୧୯ଟି ସ୍ଥାନରେ ଚଢାଉ କରିଥିଲା ଏନଆଇଏ ।
ରବିବାର ବାରାଣସୀର ‘ନମୋ ଘାଟ’ରେ କାଶୀ ତାମିଲ ସଙ୍ଗମମ୍-୨.୦ର ଉଦଘାଟନ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି ହିନ୍ଦୀରେ ଭାଷଣ ଦେଇଥିଲେ । ଯାହାକୁ ତାମିଲରେ ଅନୁବାଦ କରିଥିଲା AI ।
ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଥିବାରୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।
ଚଳିତ ଥର ଆଇପିଏଲ ଅକ୍ସନ ପାଇଁ ମୋଟ ୩୩୩ ଜଣ ଖେଳାଳି ସର୍ଟ ଲିଷ୍ଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୪ ଖେଳାଳି ଭାରତୀୟ ହୋଇଥିବାବେଳେ ୧୧୯ ଖେଳାଳି ବିଦେଶୀ।
ମୋଟ ୪୭ ସାଂସଦଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ।
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଆଜିଠୁ ଏକ ନୂଆ ଅଭିଯାନ ଲଞ୍ଚ କରିଛି ‘ଡୋନେଟ୍ ଫର୍ ଦେଶ’ ଅର୍ଥାତ କ୍ରାଉଡ଼ ଫଣ୍ଡିଂ କ୍ୟାମ୍ପେନ । ପାର୍ଟି ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗଗେ ଦିଲ୍ଲୀରେ ଏହାର ଶୁଭାରମ୍ଭ କରିଛନ୍ତି ।
ସବୁଠାରୁ ବଡ଼ କଥା ହେଉଛି ତନ୍ତ୍ର ସାଧନା ପାଇଁ ଏହି ନିରୀହ ଝିଅକୁ ନୃଶଂସ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ମାମଲାରେ ୩ ବର୍ଷ ଧରି ଶୁଣାଣି ଚାଲିବା ପରେ ଶେଷରେ କୋର୍ଟ ଦମ୍ପତି ପର୍ଶୁରାମ ଓ ସୁନୈନା ଓ ତାଙ୍କ ଦୁଇ ସହଯୋଗୀ ଅଙ୍କୁଲ ଓ ବିରେନ୍ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।
ପୋଷ୍ଟାଲର କିସାନ ବିକାଶ ପତ୍ର ଯୋଜନା । ଯେଉଁ ଯୋଜନାରେ ଆପଣ ଭଲ ଫାଇଦା ଉଠାଇପାରିବେ । ଆପଣଙ୍କୁ ଏହି ଯୋଜନାରେ ୭ ପ୍ରତିଶତରୁ ଅଧିକ ସୁଧ ମିଳିବ । ଆର୍ଥାତ୍ ଆପଣ ୭.୫ ପ୍ରତିଶତ ସୁଧ ପାଇବେ । କିସାନ ବିକାଶ ପତ୍ର ଯୋଜନାରେ ଆପଣ ସର୍ବନିମ୍ନ ୧୦୦୦ ଟଙ୍କା ବିନିଯୋଗ କରିପାରିବେ ।
ସାକ୍ଲୋନିକ ସାର୍କୁଲେସନ ପ୍ରଭାବରେ ଏହି ବର୍ଷା ହେଉଛି । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଥିବାରୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି ।
କାଶୀ ତାମିଲ ସଂଗମମ୍କୁ ନେଇ ମୋଦି କହିଛନ୍ତି ତାମିଲନାଡ଼ୁରୁ କାଶୀ ଆସିବା ଅର୍ଥ ମହାଦେବଙ୍କ ଗୋଟିଏ ଆସ୍ଥାନରୁ ଆଉ ଏକ ଆସ୍ଥାନକୁ ଆସିବା। ତେଣୁ ତାମିଲନାଡ଼ୁ ଓ କାଶୀ ମଧ୍ୟରେ ଏକ ସ୍ୱତନ୍ତ୍ର ସଂପର୍କ ରହିଛି।
ଭାରତର ଡାଇମଣ୍ଡ ସିଟି ବନିବ ବିଶ୍ବର ଡାଇମଣ୍ଡ୍ କ୍ୟାପିଟାଲ୍ । ଗୁଜରାଟର ସୁରତକୁ ମିଳିଲା ପୃଥିବୀର ସବୁଠୁ ବଡ଼ ହୀରା ବଜାର। ପେଣ୍ଟାଗନକୁ ପଛରେ ପକାଇ SDB ବନିଲା ବିଶ୍ୱର ସର୍ବବୃହତ ଅଫିସ୍ ବିଲଡିଂ।
ଦିଲ୍ଲୀରେ ହେବ ବିଜେପିର ଓଡ଼ିଶା ଦଖଲ ଷ୍ଟ୍ରାଟେଜି । କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଏକାଠି ରଣନୀତି କରିବେ ବିଧାୟକ, ସାଂସଦ, କେନ୍ଦ୍ରମନ୍ତ୍ରୀ ମୋଦି, ଶାହା, ନଡ୍ଡାଙ୍କଠୁ ନେବେ ୨୪ ବିଜୟ ଗୁରୁମନ୍ତ୍ର ।
ପ୍ରସଙ୍ଗରେ ସଂସଦରେ କିଛି ଆଲୋଚନା ଦରକାର ନାହିଁ । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୋଦି । ଗତ ବୁଧବାର ଦିନ ଗୃହ କାର୍ଯ୍ୟ ଚାଲିଥିବାବେଳେ ଦୁଇ ଜଣ ଯୁବକ ଭିଜିଟର୍ ଗ୍ୟାଲେରିରୁ ଗୃହର ମଧ୍ୟଭାଗକୁ ଡେଇଁ ପଡ଼ିଥିଲେ ।