• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

JHARKHAND
ଝାରଖଣ୍ଡରେ ଲାଲ୍‌ ଆତଙ୍କ, ବିସ୍ଫୋରଣରେ ୧୧ ଯବାନ ଆହତ

ରାଞ୍ଚି: ଝାରଖଣ୍ଡ  ଷଢ଼େଇକଳା ଜିଲ୍ଲାରେ ଆଜି ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ଭୋର ୪ଟା ସମୟରେ ଏହି ବିସ୍ଫୋରଣ ହୋଇଥିବା ସୂଚନା ରହିଛି। ଏହି ବିସ୍ଫୋରଣରେ ମୋଟ ୧୧ ଜଣ ଆହତ ହୋଇଥିବା ସୂଚନା ରହିଛି। ଆହତଙ୍କ ମଧ୍ୟରେ କୋବ୍ରା ବାଟାଲିୟନର ୮ ଜଣ ଯବାନ ଥିବା ବେଳେ ତିନି ଜଣ ପୁଲିସ କର୍ମଚାରୀ ଥିବା ଜଣାପଡ଼ିଛି। ଏହି ତିନି ପୁୁଲିସ ଷଢ଼େଇକଳା ଜିଲ୍ଲା ପୁଲିସ ଅଧିନରେ କାର୍ଯ୍ୟରତ। ସମସ୍ତ ଆହତ ଯବାନ ଓ ପୁଲିସଙ୍କୁ ହେଲିକପ୍ଟର ଯୋଗେ […]

  • Saturday, 10 July 2021
auto-parts-factory-fire
ଫ୍ୟାକ୍ଟ୍ରିରେ ଲାଗିଗଲା ନିଆଁ, ୨୫ ଦମକଳ ଲାଗି ଲିଭାଇଲେ

ନୂଆଦିଲ୍ଲୀ: ଦିଲ୍ଲୀରେ ଥିବା ଏକ ଅଟୋ ପାର୍ଟସ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କୋଟି କୋଟି ଟଙ୍କାର ଅଟୋ ପାର୍ଟସ ପୋଡ଼ି ନଷ୍ଟ ହୋଇଯାଇଛି। ନିଆଁ ଏତେ ଭୟାନକ ଥିଲା ଯେ,  ଲିଭାଇବା ପାଇଁ ଦମକଳ ବିଭାଗ ନାକେଦମ ହୋଇପଡ଼ିଥିଲା। ଶେଷରେ ୨୫ଟି ଦମକଳ ଟିମ୍ ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିଥିଲେ । ହେଲେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ପଶ୍ଚିମ ଦିଲ୍ଲୀ ସ୍ଥିତ ପିରଗରହିରେ ଏହି ଅଟୋ ଫ୍ୟାକ୍ଟ୍ରି ରହିଛି। ସକାଳ ୫ଟା […]

  • Saturday, 10 July 2021
z11-2
ମୋଦିଙ୍କ ‘ଅଭିନନ୍ଦନ’ ଶବ୍ଦକୁ ଏମିତି ଭୁଲ୍‌ ବୁଝି ଟ୍ରୋଲ୍ ହେଲେ ପାକିସ୍ତାନ ଆଙ୍କର

ନୂଆଦିଲ୍ଲୀ: ଚଳିତ ବର୍ଷ ନିର୍ବାଚନରେ ପୂର୍ଣ୍ଣ ବହୁମତ ସହ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ନିର୍ବାଚନ ଜିତିଲା ପରେ ମୋଦି ୩୫୩ ସାଂସଦଙ୍କୁ ସଂସଦର ସେଣ୍ଟାଲ୍‌ ହଲ୍‌ରେ ସମ୍ବୋଧିତ କରିଥିଲେ। ସମ୍ବୋଧନ ଅବସରରେ ସେ ସମସ୍ତଙ୍କୁ ‘ଅଭିନନ୍ଦନ’ ଜଣାଇଥିଲେ। ମୋଦି ଜିତିଥିବା ସାଂସଦଙ୍କୁ ଅଭିନନ୍ଦନ ଜଣାଇଲେ ଅର୍ଥାତ congratulations ବା ବଧାଇ ଜଣାଇଲେ। ଆମେ ସମସ୍ତେ ଏଇଆ ହିଁ ବୁଝିଲୁ। କିନ୍ତୁ ପାକିସ୍ତାନର ଜଣେ ଟିଭି ଆଙ୍କର୍‌ ମୋଦିଙ୍କ ଭାଷଣରେ ‘ଅଭିନନ୍ଦନ’ର […]

  • Saturday, 10 July 2021
pm modi
ବାରଣାସୀରେ କାଶୀ ବିଶ୍ୱନାଥଙ୍କ ଦର୍ଶନ କଲେ ମୋଦି

ବାରଣାସୀ: ଉତ୍ତର ପ୍ରଦେଶ ବାରଣାସୀ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ପରେ ନିଜ ସଂସଦୀୟ କ୍ଷେତ୍ରକୁ ଆଜି ପ୍ରଧାନମନ୍ତ୍ରୀ ଆସିଛନ୍ତି। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଅଛନ୍ତି। ପ୍ରଧାନମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପହଞ୍ଚି ଭଗବାନ ଶିବଙ୍କର ପୂଜାର୍ଚ୍ଚନା କରିବା ସହିତ ପୂଜାପାଠ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ବାରଣାସୀ ଲୋକସଭା ଆସନ ପାଇଁ ନାମାଙ୍କନ ଭରିବା ବେଳେ ମଧ୍ୟ ମୋଦି କାଶୀ ବିଶ୍ୱନାଥ ମନ୍ଦିରକୁ […]

  • Saturday, 10 July 2021
aaaaaaaaaaaaaaaaaaaaaaaaaaaaa
ମୃତ୍ୟୁ ମୁହଁରୁ ଛଡ଼ାଇ ଆଣିଲେ ୫ ଜୀବନ, ହେଲେ ଫସିଗଲେ ନିଜେ

ସୁରତ୍‌: ସୁରତ ତକ୍ଷଶୀଳାର ସେହି ରାତି ଥିଲା ଏକ ଭୟଙ୍କର ରାତି। ଗୋଟିଏ ବିଜୁଳି ଖୁଣ୍ଟି ରାତିକରେ ନେଇଗଲା ୨୨ ଜୀବନ। ଏହି ବିଦ୍ୟୁତ ଖୁଣ୍ଟରେ ସର୍ଟ ସର୍କିଟ ହୋଇଥିଲା। ସେହି ନିଆଁ ଲାଗିଗଲା ୪ ମହଲା ବିଶିଷ୍ଟ କୋଚିଂ ସେଣ୍ଟରରେ। କିଏ ଜଳିଗଲା, କିଏ ଜୀବନ ବଞ୍ଚାଇବାକୁ ଯାଇ ୪ ମହଲା ଉପରୁ ଡେଇଁ ପଡ଼ିଲା। କୁହାଯାଏ, ବିପଦ ବେଳେ ବୁଦ୍ଧି ଦିଶେନି। ହେଲେ ସେଇ କେତେଜଣଙ୍କୁ ବୁଦ୍ଧି ଦିଶେ, ଯାହା ପାଇଁ ଅନକ ଜୀବନ […]

  • Saturday, 10 July 2021
aaaaaaaaaaaaaaaa
ମା’ଙ୍କ ଆଶୀର୍ବାଦ ନେବାକୁ ଗୁଜୁରାଟ ଯିବେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଭାବରେ  ଶପଥ ନେବା ପୂର୍ବରୁ ମୋଦି ପ୍ରଥମେ ତାଙ୍କ ମା ହୀରା ବେନଙ୍କୁ ଭେଟି ଆଶୀର୍ବାଦ ନେବେ। ଆସନ୍ତାକାଲି ଏଥିପାଇଁ ଗୁଜରାଟ ଯିବେ ବୋଲି ଟ୍ୱିଟ୍ କରି କହିଛନ୍ତି ମୋଦି। ଏହାପରେ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ ବନାରସ ଯାଇ ଲୋକଙ୍କୁ ଧନ୍ୟବାଦ ଦେବେ ବୋଲି ସେ କରିଥିବା ଟ୍ୱିଟରେ ଉଲ୍ଲେଖ କରିଛନ୍ତି। ତେବେ ଆଜି ଅପରାହ୍ନରେ ଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକ ବସିବ। ଏହି ବୈଠକରେ ନିର୍ବାଚିତ ହୋଇଥିବା ବିଜେପି ସାଂସଦ ମାନେ […]

  • Saturday, 10 July 2021
modi-imran-khan
ମୋଦିଙ୍କ ବିଜୟକୁ ଏମିତି ସମାଲୋଚନା କଲା ପାକିସ୍ତାନ ଖବରକାଗଜ

ଭୁବନେଶ୍ୱର: ଦ୍ୱିତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ବିଭିନ୍ନ ଦେଶରୁ ଛୁଟିଛି ଶୁଭେଛାର ବାର୍ତ୍ତା। ଏହି ଧାରାରୁ ପାକିସ୍ତାନ ବି ବାଦ ପଡ଼ିନି।  ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମଧ୍ୟ ଟ୍ୱିଟ୍ କରି ମୋଦିଙ୍କୁ ଶୁଭେଛା ଜଣାଇଛନ୍ତି। ଇମ୍ରାନ ଖାନ୍ ଶୁଭେଛା ବାର୍ତ୍ତାରେ ଆଗକୁ ଦୁଇ ଦେଶ ଏକ ହୋଇ କାମ କରିବା ପାଇଁ ଆହ୍ୱାନ ଦେଇଛନ୍ତି ଏବଂ ଶାନ୍ତି ଉପରେ ଜୋର ଦେଇଛନ୍ତି। ଔପଚାରିକତା ରକ୍ଷା କରି ଇମ୍ରାନ […]

  • Saturday, 10 July 2021
JOB
ଦୁଇରୁ ଅଧିକ ପିଲା ଥିଲେ ମିଳିବ ନାହିଁ ସରକାରୀ ଚାକିରି

ଯୋଗୀ ଆଦିତ୍ୟନାଥ ଏହାକୁ ଲାଗୁ କରିବା ନେଇ ପୂର୍ବରୁ ଇସାରା ମଧ୍ୟ ଦେଇସାରିଥିଲେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯେଉଁମାନେ ସରକାରଙ୍କ ଏହି ଆଇନ ଉଲଙ୍ଘନ କରନ୍ତି ସେମାନେ ସରକାରଙ୍କ ପକ୍ଷରୁ ମିଳୁନଥିବା କୌଣସି ବି ଜନମଙ୍ଗଳକାରୀ ଯୋଜନାର ଲାଭ ପାଇବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାସହ ତାଙ୍କର ରାସନ୍ କାର୍ଡ ମଧ୍ୟ ୪ଟି ସଦସ୍ୟ ଭିତରେ ସୀମିତ ରହିବ ଓ କୌଣସି ପ୍ରକାର ସରକାରୀ ସବସିଡି ମଧ୍ୟ ନେଇପାରିବେନି।

Farmer
କଲେକ୍ଟର କରିଦେଲେ କୋଟିପତି

ତେବେ କୃଷକଙ୍କ କହିବା ଅନୁସାରେ, ୧୯୬୧ ମସିହାରେ ମଧ୍ୟପ୍ରଦେଶ ଅନ୍ତର୍ଗତ ସନୱାଲିଆ ରୁଡ଼ିରେ ଥିବା ତାଙ୍କର ପୈତୃକ ଜମିକୁ ତାଙ୍କ ଭାଇଙ୍କଠାରୁ କିଛି ଲୋକ ଖୁବ୍‌ କମ୍‌ ଦାମ୍‌ରେ ସବୁ ଜମି ନେଇ ଯାଇଥିଲେ। ସେହି ସମୟରେ ତାଙ୍କ ଭାଇଙ୍କ ବୟସ ମଧ୍ୟ ଖୁବ୍‌ କମ୍‌ ଥିଲା। ତେଣୁ ସେ ଜମି ବିକି ଦେବାକୁ ରାଜି ହୋଇଯାଇଥିଲେ

zika-virus
କେରଳରେ ଜିକା ଭାଇରସ୍ ପ୍ରକୋପ : ୧୪ ସଂକ୍ରମିତ ଚିହ୍ନଟ ପରେ ସାରା ରାଜ୍ୟରେ ଆଲର୍ଟ ଜାରି

କେରଳରେ କରୋନା ମହାମାରୀ ଆତଙ୍କ ମଧ୍ୟରେ ବର୍ତ୍ତମାନ ଜିକା ଭାଇରସ୍ ଭୟ ସୃଷ୍ଟି କରୁଛି । ଜଣେ ଗର୍ଭବତୀ ମହିଳାଙ୍କ ସମେତ ୧୪ ଜଣ ଲୋକ ମଶା ଦ୍ୱାରା ଭାଇରସ୍ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସଂକ୍ରମଣ ଖବର ସ୍ପଷ୍ଟ ହେବା ପରେ ରାଜ୍ୟର ସମସ୍ତ ଜିଲ୍ଲାରେ ଏବେ ହାଇ ଆଲର୍ଟ ଜାରି କରାଯାଇଛି ।

noise pollution
ଏଣିକି ଶଦ୍ଦ ପ୍ରଦୂଷଣ କଲେ ଦେବାକୁ ପଡ଼ିବ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଜରିମାନା

କଠୋର ହେଲେ ଦିଲ୍ଲୀ ସରକାର। ଶବ୍ଦ କଲେ ଦେବାକୁ ପଡ଼ିବ ଜରିମାନା। ଜେନେରେଟର ଲଗାଇଲେ ଦେବାକୁ ପଡିପାରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା। ଏପରିକି ଘର ତିଆରି ପାଇଁ ମେସିନ ବ୍ୟବହାର କରୁଥିଲେ ମଧ୍ୟ ଦେବେ ଜରିମାନା।

Union Ministers
ମୋଦିଙ୍କ କ୍ୟାବିନେଟ୍‌ର ସବୁଠୁ ଧନୀମନ୍ତ୍ରୀ କିଏ?

ମୋଦି କ୍ୟାବିନେଟ୍‌ରେ ସବୁଠୁ ଧନୀ ମନ୍ତ୍ରୀ ହେଉଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ। ପ୍ରଧାନମନ୍ତ୍ରୀ ତାଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦାୟିତ୍ୱ ଦେଇଛନ୍ତି। ସୂଚନା ଅନୁସାରେ, ତାଙ୍କ ପାଖରେ ୩୭୯ କୋଟି ଟଙ୍କା ରହିଛି। କଂଗ୍ରେସ ଶାସନ ସମୟରେ ବି ସେ ସବୁଠୁ ଧନୀ ମନ୍ତ୍ରୀ ଥିଲେ।

Narayan Rane
ଦିନେ ଚିକେନ୍‌ ଦୋକାନୀ ଥିଲେ, ଏବେ କ୍ୟାବିନେଟ୍‌ ମନ୍ତ୍ରୀ

ମହାରାଷ୍ଟ୍ରର ଟାଣୁଆ ନେତା ନାରାୟଣ ରାଣେ | ଶିବସେନାରୁ ନିଜ ରାଜନୀତି ଆରମ୍ଭ କରିଥିବା ନାରାୟଣ ରାଣେ ମୋଦି କ୍ୟାବିନେଟ୍‌ରେ ମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି। କେବଳ ସେ କ୍ୟାବିନେଟ୍‌ ମନ୍ତ୍ରୀ ନୁହେଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ Micro, Small and Medium Enterprises ମନ୍ତ୍ରଣାଳୟର ଦାୟିତ୍ୱ ମଧ୍ୟ ପାଇଛନ୍ତି

micro blogging site Twitter
ଆଇଟି ନିୟମ ନ ମାନିଲେ, କେନ୍ଦ୍ର ଟୁଇଟର ବିରୋଧରେ ଯେ କୌଣସି ପଦକ୍ଷେପ ନେଇପାରିବ-ହାଇକୋର୍ଟ

ଆଇଟି ନିୟମ ନମାନିବା ଯୋଗୁଁ ସୋସିଆଲ୍ ମିଡିଆ ସାଇଟ୍ ଟୁଇଟର ପାଇଁ ବଢୁଛି ଅସୁବିଧା। ଗୁରୁବାର ଦିଲ୍ଲୀ ହାଇକୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି। ଦିଲ୍ଲୀ ହାଇକୋର୍ଟ କହିଛନ୍ତି, ଟୁଇଟର ଆଇଟି ନିୟମର ଉଲ୍ଲଙ୍ଘନ କରେ ତେବେ କେନ୍ଦ୍ର ସରକାର ଟୁଇଟର ବିରୋଧରେ କୌଣସି ବି ପଦକ୍ଷେପ ନେଇପାରନ୍ତି ।

PM Modi
ନୂଆ ମନ୍ତ୍ରୀଙ୍କୁ ମୋଦିଙ୍କ ଟିପ୍ସ: ପୂର୍ବ ମନ୍ତ୍ରୀଙ୍କୁ ଭେଟି ଜ୍ଞାନ ଆହରଣ କର

ନୂଆମନ୍ତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ। କେମିତି କାମ କରିବେ, କେତେବେଳେ କାର୍ଯ୍ୟାଳୟକୁ ଆସିବେ, ମିଡିଆ ସହ ସମ୍ପର୍କ କିପରି ରଖିବେ ସେ ନେଇ ଦେଲେ ଗୁରୁମନ୍ତ୍ର।

Ashwini Vaishnav
ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତକାଲି ସେ ରେଳ ମନ୍ତ୍ରାଳୟର ଦାୟିତ୍ୱ ନେବା ପରେ ସର୍ବ ପ୍ରଥମେ ନିଜ ଷ୍ଟାଫଙ୍କ ଅଫିସରେ କାର୍ଯ୍ୟ କରିବାର ସମୟରେ ପରିବର୍ତ୍ତନ କରିଛନ୍ତି।

Ashwini Vaishnaw
ଅଶ୍ୱିନୀଙ୍କୁ ରେଳ ବିଭାଗ ଦାୟିତ୍ୱ ମିଳିବା ପରେ ସାରା ଦେଶର ଜୋରଦାର ଚାଲିଛି ଚର୍ଚ୍ଚା, ହେଲେ କାହିଁକି?

ସେହିପରି ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାବେଳେ ସେ ପିଏମ୍ଓରେ ଉପସଚିବ ଏବଂ ପରେ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ରହି ବିଜେପି ଟପ୍ ବ୍ରିଗେଡଙ୍କ ଦୃଷ୍ଟିକୁ ଆସିଥିଲେ। ପ୍ରଶାସନିକ ସେବାରୁ ଅବ୍ୟାବହତି ପରେ ସେ ଜି.ଇ. ଟ୍ରାନ୍ପୋର୍ଟସେନରେ ଏମଡ଼ି ଓ ସିମେନ୍ସର ଭାଇସ୍ ପ୍ରେସିଡେଣ୍ଟ ଭାରେ କାର୍ଯ୍ୟ କରିଥିଲେ। ୨୦୧୨ରେ ଗୁଜରାଟରେ ୨ଟି ଯାନବାହାନ ଯନ୍ତ୍ରାଂଶ ଉତ୍ପାଦନ କଂପାନୀ ଖୋଲିଥିଲେ

New Union Minister
ଦାୟିତ୍ୱ ମିଳିଲା: କିଏ କେତେ କାମ କରୁଛି ତାହା ଦେଖିବେ ଦେଶବାସୀ...

ଶିଳ୍ପ ବିକାଶକୁ ତ୍ୱରାନ୍ୱିତ ଲାଗି ଏହି କ୍ଷେତ୍ରର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହାକୁ ସଂକଟମୁକ୍ତ କରିବା ପାଇଁ ରାଣେ କି ପଦକ୍ଷେପ ନେଉଛନ୍ତି ତାହା ଦେଖିବା କଥା। ତେଣେ ନିଜ ବାପା ମାଧବରାଓ ସିନ୍ଧିଆଙ୍କ ଭଳି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

Farmer
କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ ଲକ୍ଷ କୋଟି ଟଙ୍କା ଅନୁଦାନକୁ ମିଳିଲା ମଂଜୁରୀ

ବୈଠକ ପରେ ପ୍ରେସମିଟ୍‌ରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟମାନଙ୍କ ପାଇଁ ୨୩ ହଜାର ୧୨୩ କୋଟି ଟଙ୍କାର ଜରୁରୀକାଳୀନ କୋଭିଡ଼ ପାଣ୍ଠି ମଂଜୁର କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।

CabinetReshuffle
ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା

ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା । ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରସାରଣରେ ୧୫ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି ।

  • Thursday, 08 July 2021
petrol diesel rate
ନୂଆ ପେଟ୍ରୋଲିୟମ ମନ୍ତ୍ରୀ ଆସିବା ପରେ ପରେ ବଢିଲା ତୈଳ ଦର

ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ପଦବୀ ଛାଡ଼ିବା ପରେ ଦାୟିତ୍ୱ ସମ୍ଭାଳିଛନ୍ତି ହରଦୀପ ସିଂହ ପୁରୀ। ନୂଆ ପେଟ୍ରୋଲିୟମ ମନ୍ତ୍ରୀ ଆସୁ ଆସୁ ପୁଣି ବଢିଲା ତୈଳ ଦର।

mini car
ଆଦିବାସୀ ଯୁବକ ତିଆରି କଲେ ବ୍ୟାଟେରୀ ଚାଳିତ 'ମିନି କାର୍'

କଥାରେ ଅଛି ଇଛା ଥିଲେ ଉପାୟ ଆପେ ଆପେ ଆସେ । ଆଉ ମଣିଷ ଯେତେବେଳେ ଅସୁବିଧାରେ ଥାଏ ସେତେବେଳେ ତାର ଅଭିନବ ଉପାୟ ବାହାର କରେ ।

woman ministers
ଟିମ୍‌ ମୋଦିରେ ଆଉ ୭ ମହିଳା ମନ୍ତ୍ରୀଙ୍କୁ ପ୍ରାଧାନ୍ୟ

ମୋଦିଙ୍କ ଟିମ୍‌ରେ ସାମିଲ ହୋଇଛନ୍ତି ଆଉ ୭ ମହିଳା ମନ୍ତ୍ରୀ। ଏମାନଙ୍କୁ ମିଶାଇ ମନ୍ତ୍ରିମଣ୍ଡଳରେ ମହିଳା ମନ୍ତ୍ରୀଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। 

himachal
ତୃତୀୟ ଲହରୀକୁ ଖୋଲାଖୋଲି ଆମନ୍ତ୍ରଣ! ମସୁରୀର ଜଳପ୍ରପାତରେ ଗାଧୋଉଛନ୍ତି ହଜାର ହଜାର ଲୋକ

ଦ୍ୱିତୀୟ ଲହରୀ ସାମାନ୍ୟ ଥମିଥିବା ବେଳେ ବେପରୁଆ ହୋଇଯାଇଛନ୍ତି ଜନସାଧାରଣ । ଅନେକ ରାଜ୍ୟରେ କରୋନା କଟକଣା ହଟାଇବା ଯୋଗୁଁ ଲୋକଙ୍କ ଭିଡି ଜମୁଛି । ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଲୋକ ପାହାଡ଼ିଆ ଅଞ୍ଚଳକୁ ବୁଲିବା ପାଇଁ ଯାଉଛନ୍ତି । ଉତ୍ତରାଖଣ୍ଡର ମସୁରୀ-ନୈନିତାଲ ଭଳି ପର୍ଯ୍ୟଟନସ୍ଥଳୀରେ ଏବେ ଲୋକଙ୍କ ଭିଡି ଜମୁଛି ।

Ashwini Vaishnaw
ସାଧାରଣ ଲୋକଙ୍କ ପାଖରେ ଯେପରି ରେଳ ମନ୍ତ୍ରାଳୟ ସୁଫଳ ପହଞ୍ଚି ପାରିବ ସେଥିପାଇଁ କାମ କରିବି-ଅଶ୍ୱିନୀ ବୈଷ୍ଣବ

ମୋଦୀ ମନ୍ତ୍ରିମଣ୍ଡଳୀରେ ଏବେ  ଅନେକ ନୂଆ ମୁହଁ। ଏହି ନୂଆ ମୁହଁ ମଧ୍ୟରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ଦୁଇ ଜଣ ସାଂସଦ। ରାଜ୍ୟସଭା ସାଂସଦ ଅଶ୍ୱିନୀ କୁମାର ବୈଷ୍ଣବ ଓ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇଛନ୍ତି ମନ୍ତ୍ରୀ। ଉଭୟେ ପ୍ରଥମ ଥର ସାଂସଦ ସାଙ୍ଗକୁ ମିନିଷ୍ଟର ହେବାର ସୁଯୋଗ ପାଇଛନ୍ତି।