• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

modi
ଅକ୍ଷୟଙ୍କ ସହ ମୋଦିଙ୍କ ମନ ଖୋଲା କଥା

ନୂଆଦିଲ୍ଲୀ: ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାରଙ୍କ ସହ ମନ ଖୋଲା କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଅକ୍ଷୟଙ୍କ ସହ ଏକ ଅଣରାଜନୈତିକ ଆଲୋଚନା କରି ନିଜ ବ୍ୟକ୍ତିଗତ ଜୀବନର ଅନେକ ଅନୁଭୂତି ଏବଂ ତଥ୍ୟ ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ ହୋଇ ନ ଥିଲେ କ’ଣ ହୋଇଥାନ୍ତେ, କାହା ସହ ତାଙ୍କର ବନ୍ଧୁତା ରହିଛି ଭଳି ନିଜ ବ୍ୟକ୍ତିଗତ ଜୀବନଶୈଳୀର ଅନେକ ରୋଚକପୂର୍ଣ୍ଣ କଥା କହିଛନ୍ତି ମୋଦି।

  • Saturday, 10 July 2021
heavy weight
ଇଭିଏମ୍‌ରେ ସିଲ୍‌ ହେବ ହେଭିୱେଟ୍‌ଙ୍କ ଭାଗ୍ୟ

ନୂଆଦିଲ୍ଲୀ: ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟ ନିର୍ବାଚନରେ ବହୁ ହେଭିୱେଟ୍‌ଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହେବ। ସେମାନଙ୍କ ମଧ୍ୟରେ ଅଛନ୍ତି ଗୁଜରାଟର ଗାନ୍ଧିନଗରରୁ ଏଥର ଲୋକସଭା ନିର୍ବାଚନ ଲଢୁଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ସେହିଭଳି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଦକ୍ଷିଣ ଅଭିଯାନ କେତେ ଫଳପ୍ରଦ ସାବ୍ୟସ୍ତ ହେବ ତାହା ମଧ୍ୟ ଜଣାପଡ଼ିବ। ଆମେଥି […]

  • Saturday, 10 July 2021
pm-modi-11
ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମଦାବାଦ: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦ ସ୍ଥିତ ଏକ ମତଦାନ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସକାଳେ ମୋଦି ନିଜ ଘରକୁ ଯାଇ ମା’ ହୀରାବେନ୍‌ଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ। ଏହାପରେ ମତଦାନ କେନ୍ଦ୍ରକୁ ଆସି ଭୋଟ୍ ଦେଇଥିଲେ। ଭୋଟ୍ ଦେବା ପରେ […]

  • Saturday, 10 July 2021
ias-topper
ଓଡ଼ିଶା ପାଇଁ ଗୌରବ ଆଣିଲେ ଅନ୍ୟା

ଭୁବନେଶ୍ୱର/ଜାମସେଦପୁର: UPSC ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆ ଝିଅଙ୍କ କମାଲ୍‌।ଝାଡ଼ଖଣ୍ଡର ଜାମସେଦପୁରରେ ରହୁଥିବା ଓଡ଼ିଆ ଝିଅ ଅନ୍ୟା ଦାସ ୬୦ତମ ରାଙ୍କରେ ରହି ପରିବାର ପାଇଁ ଗୌରବ ଆଣିଛନ୍ତି। ଅନ୍ୟାଙ୍କ ଏହି ସଫଳତା ଉଭୟ ଓଡ଼ିଶା ଏବଂ ଝାଡ଼ଖଣ୍ଡ ପାଇଁ ଗୌରବ ଆଣିଥିବା ତାଙ୍କର ପରିବାର ଓ ସମ୍ପର୍କୀୟ କହିଛନ୍ତି। ଅନ୍ୟାଙ୍କ ବାପା ଜାମସେଦପୁରରୁ ପ୍ରକାଶିତ ଏକ ଓଡ଼ିଆ ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି। ପରୀକ୍ଷାରେ ମୋଟ୍‌ ୭୫୯ ଜଣ ପରୀକ୍ଷାର୍ଥୀ […]

  • Saturday, 10 July 2021
third-phase-polls
ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ

ନୂଆଦିଲ୍ଲୀ/ ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ମତଦାନ ହେବ।  ଏଥିରେ ଗୁଜରାଟର ସମସ୍ତ ୨୬ଟି ଆସନ, କେରଳର ୨୦ଟି, ମହାରାଷ୍ଟ୍ର ଓ କର୍ଣ୍ଣାଟକର ୧୪ଟି ଲେଖାଏ ଆସନ, ଉତ୍ତରପ୍ରଦେଶର ୧୦ଟି, ଛତିଶଗଡ଼ର ୭ଟି, ଓଡ଼ିଶାର ୬ଟି, ବିହାର ଓ ପଶ୍ଚିମବଙ୍ଗର ୫ଟି ଏବଂ ଆସାମର ୪ଟି ଆସନ ରହିଛି। ଏହି ପର୍ଯ୍ୟାୟରେ ମୋଟ […]

  • Saturday, 10 July 2021