କିଛି ଦିନର ଅସୁସ୍ଥତା ପରେ ମୁମ୍ବାଇ ଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ସୁବ୍ରତ ରାୟ । ଆଉ ତା’ ସହିତ ପୁଣି ଆଶଙ୍କା ଭିତରେକୁ ଠେଲି ହୋଇଯାଇଛନ୍ତି କୋଟି କୋଟି ଜମାକାରୀ ।
ଜଣେ ବ୍ୟକ୍ତିଙ୍କ ଶରୀରରେ ଯଦି କୁକୁରର ଗୋଟିଏ ଦାନ୍ତ ଦାଗ ରହିଥାଏ ତେବେ ତାଙ୍କୁ ୧୦ ହଜାର ଟଙ୍କା ମିଳିବ । ସେହିପରି ଗୋଟିଏରୁ ଅଧିକ ଦାନ୍ତ ଦାଗ ରହିଥିଲେ ପୀଡ଼ିତ ଜଣଙ୍କୁ ୨୦ ହଜାର ଟଙ୍କା ରାଜ୍ୟ ସରକାର ଦେବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଅପରାଜେୟ ଭାରତ, ବେଲଗାମ କୋହଲି । ଆଜି ପୁଣି ଥରେ ପଡ଼ିଆ ଭିତରେ ନିଜର ଦମ ଦେଖାଇଛନ୍ତି ବିରାଟ ।
ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।
ପରଲୋକରେ ଶିଳ୍ପପତି ତଥା ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟ । ମୁମ୍ବାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି...
ଭାରତ ନ୍ୟୁଜିଲାଣ୍ତ ମ୍ୟାଚ ପୂର୍ବରୁ ସୋସିଆଲ ମିଡ଼ିଆ X ରେ ଧମକପୂର୍ଣ୍ଣ ଟ୍ୱିଟ । ମୁମ୍ବାଇ ପୋଲିସର ଟ୍ୱିଟର ଆକାଉଣ୍ଟକୁ ଟ୍ୟାଗ କରି ଧମକ ଦେଇଛି ସନ୍ଦିଗ୍ଧ ।
ଦିନ ଥିଲା ସାହାରା ବନିଯାଇଥିଲା ଦେଶର ସବୁଠୁ ବଡ଼ କମ୍ପାନୀ... ଭାରତୀୟ ରେଲୱେ ପରେ ସବୁଠୁ ଅଧିକ ନିଯୁକ୍ତି ଦେଉଥିଲା ସାହାରା.. କ୍ରୀଡ଼ାଠୁ ଫିଲ୍ମ, ଏୟାରଲାଇନ୍ସରୁ ବୀମା ସବୁ ସେକ୍ଟରରେ ଥିଲା ସାହାରାର ଦବଦବା..
ଶିଳ୍ପପତି ତଥା ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟଙ୍କର ଆଜି (ସୋମବାର) ପରଲୋକ ଘଟିଛି।
ଜେଜେ ଗାଡ଼ି ପାର୍କ କରୁଥିଲେ, ନାତି ଘର ସାମ୍ନାରେ ଖେଳୁଥିଲା । କିନ୍ତୁ ଗାଡ଼ି ତଳେ ଚାପି ହୋଇ ନାତିର ଜୀବନ ଯାଇଛି ।
ଛତିଶଗଡରେ ଆସନ୍ତା ୧୭ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ।
ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧିନ ଟନେଲ ଭୁଶୁଡ଼ିବା ଘଟଣା । ଟନେଲରେ ଫସିଛନ୍ତି ୫ ଓଡ଼ିଆ ଶ୍ରମିକ ।
ଦିଲ୍ଲୀରେ ଦୀପାବଳି ବଢାଇଲା ପ୍ରଦୂଷଣ । ସୁପ୍ରିମକୋର୍ଟଙ୍କ କ୍ରାକର ବ୍ୟାନକୁ ମାନିଲେନି ଦିଲ୍ଲୀ ବାସିନ୍ଦା ।
ଏଥର ବି ଯବାନମାନଙ୍କ ସହ ଦୀପାବଳି ମନାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଦୀପାବଳି ଉତ୍ସବରେ ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ଲେପଚାରେ ପହଞ୍ଚିଛନ୍ତି।
ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ଓ ଉଦ୍ଧାରକାରୀ ଟିମ ପହଞ୍ଚି ରେସ୍କ୍ୟୁ ଅପରେସନକୁ ଜୋରଦାର କରିଛନ୍ତି ।
ଲକ୍ଷ ଲକ୍ଷ ଦୀପରେ ଝଲସିଲା ଅଯୋଧ୍ୟାର ସରଜୁ ତଟ । ସରଜୁ ନଦୀର ୫୧ଟି ଘାଟରେ ଏକାସାଙ୍ଗରେ ଜଳିଲା ୨୪ ଲକ୍ଷ ଦୀପ ।
ଜାନୁଆରୀ 22ରେ ରାମମନ୍ଦିର ପ୍ରତିଷ୍ଠା ପୂର୍ବରୁ ଅଯୋଧ୍ୟାରେ ଏବେ ଯେମିତି ସବୁଦିନ ଉତ୍ସବ। ସପ୍ତମ ଦୀପୋତ୍ସବରେ ସରଜୁ ନଦୀତଟରେ ଆଜି ଏକକାଳିନ 24 ଲକ୍ଷ ଦୀପ ଜଳିଛି। ଉତ୍ସବରେ ବୁଡ଼ିଛି ଅଯୋଧ୍ୟା..
ଭବ୍ୟ, ଦିବ୍ୟ ଶ୍ରୀରାମ ମନ୍ଦିରରେ କେଉଁଠି ଲାଗିବେ କେଉଁ ପାର୍ଶ୍ୱ ମୂର୍ତ୍ତି । ତ୍ୱରିତ ଗତିରେ ମନ୍ଦିର ନିର୍ମାଣ ସାଙ୍ଗକୁ ମୂର୍ତ୍ତିନିର୍ମାଣ କାର୍ଯ୍ୟଶାଳାରେ ରାମାୟଣର ପ୍ରତିଟି କଥାବସ୍ତୁକୁ ଦର୍ଶାଉଥିବା ଏସବୁ ମୂର୍ତ୍ତି ନିର୍ମାଣ ବି ଶେଷ ପର୍ଯ୍ୟାୟରେ ।
ଉତ୍ତରପ୍ରଦେଶ ଅଯୋଧ୍ୟାରେ ଦୀପୋତ୍ସବର ଭବ୍ୟ ଆୟୋଜନ । ଆରତି କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସରଜୁ ନଦୀର ୫୧ଟି ଘାଟରେ ଏକାଠି ଜଳିଲା ୨୪ ଲକ୍ଷ ଦୀପ ।
'ବିଷ ଖାଦ୍ୟ ପ୍ରଭାବ ଯୋଗୁଁ ପ୍ରଥମେ ନୀତୀଶ ମହିଳାଙ୍କ ବିରୋଧରେ ଅତ୍ୟନ୍ତ ଆପତ୍ତିଜକ ଟିପ୍ପଣୀ ଦେଇଥିଲେ ଏବଂ ଗତକାଲି ମତେ ବିଧାନସଭାରେ ଅପମାନିତ କରି ନିଜକୁ ମୁର୍ଖ ବୋଲି କହିଥିଲେ' ।
ଦୌଡ଼ା ଦୌଡ଼ି ମଧ୍ୟରେ ଜଣେ ୪୦ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିଲେ । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଶ୍ରୀନଗରର ଏକ ବୃହତ୍ ଶିଳ୍ପ ଡାଲ୍ ହ୍ରଦ ଉପରେ ନିର୍ଭର କରେ । ଏହି ଅଗ୍ନିକାଣ୍ଡ ଯୋଗୁଁ ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥିବା କହିଛନ୍ତି ସ୍ଥାନୀୟ ବ୍ୟବସାୟୀ ।
୫ ବର୍ଷ ବୟସରେ ଭଗବାନ ଶ୍ରୀରାମ ଯେମିତି ଦିଶୁଥିଲେ ସେଭଳି ମୂର୍ତ୍ତି ନିର୍ମାଣରେ ଲାଗିଛନ୍ତି ଶିଳ୍ପୀ ।
୨୦୨୪ ଡିସେମ୍ବରରେ ସରିବ ରାମ ମନ୍ଦିର କାମ । ଓଟିଭିକୁ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ସଂପାଦକ ଚମ୍ପତ ରାୟ ଏହି ସୂଚନା ଦେଇଛନ୍ତି ।
ରାମ ମନ୍ଦିର ପାଇଁ ଅଧିକ ବାଟ ଚାଲିବାକୁ ପଡ଼ିବ । ସେଥିପାଇଁ ପ୍ରସ୍ତୁତ ହୋଇ ଆସନ୍ତୁ ।
ନରେନ୍ଦ୍ର ମୋଦି ଏବଂ ଭାରତୀୟ-ଆମେରିକୀୟ ଗାୟକ ଫାଲୁଙ୍କ ଦ୍ୱାରା ରଚନା କରାଯାଇଥିବା ବାଜରାର ଲାଭକୁ ପରିଚିତ କରେଇବା ନେଇ ସ୍ୱତନ୍ତ୍ର ଗୀତ 'ଆବ୍ୟୁଡେନ୍ସ୍ ଇନ୍ ମିଲେଟ୍ସ୍' ଗ୍ରେମୀ ପୁରସ୍କାର ପାଇଁ ମନୋନୀତ ହୋଇଛି। ଏହି ଗୀତକୁ ସର୍ବଶ୍ରେଷ୍ଠ ଗ୍ଲୋବାଲ୍ ମ୍ୟୁଜିକ୍ ପ୍ରଦର୍ଶନ ବର୍ଗରେ ମନୋନୀତ କରାଯାଇଛି। ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।