• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

sonu
ପୋଖରୀର ନାଁ ‘ସୋନୁ ସୁଦ୍‌’!

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଅସୁବିଧାରେ  ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସୋନୁ ସୁଦ୍‌ ଯେଉଁଭଳି ଭାବରେ ଆଗକୁ ଆସିଥିଲେ ତାହା ଅତ୍ୟନ୍ତ ପ୍ରଶଂସନୀୟ ଥିଲା। ବଲିଉଡର ଅଭିନେତା ସୋନୁ ଏପର୍ଯ୍ୟନ୍ତ ମଧ୍ୟ ସାହାଯ୍ୟ କରିବାର ପ୍ରକ୍ରିୟା ଜାରି ରଖିଛନ୍ତି। कभी आएँगे आपके इस सोनू सूद को देखने। ❣️🙏 https://t.co/ypQLfbRWX6 — sonu sood (@SonuSood) July 26, 2020 ଖାଲି ସେତିକି ନୁହେଁ, ଯେଉଁମାନଙ୍କ ପାଖରେ ରୋଜଗାର କରିବାର କୌଣସି ମାଧ୍ୟମ […]

  • Tuesday, 06 July 2021
ମଝି ରାସ୍ତାରେ ହଠାତ୍ ଫାଟିଗଲା ପାଣି ପାଇପ୍ ଲାଇନ୍

ଯୋଧପୁର: ମଝି ରାସ୍ତାରେ ହଠାତ୍ ଫାଟିଗଲା ପାଣି ପାଇପ୍ ଲାଇନ୍। ବିସ୍ଫୋରଣ ଶବ୍ଦ ଏତେ ଜୋର୍‌ ଥିଲା ଯେ, ଏହାଶୁଣି ଲୋକମାନେ ପୂରାପୂରି ଭୟଭୀତ ହୋଇଯାଇଥିଲେ। ରାଜସ୍ଥାନର ଯୋଧପୁର ସହରରେ ଏହି ଘଟଣା ଘଟିଛି। ଯୋଧପୁର ସହରରେ ୨୪ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ବନ୍ଦ ରହିବା ପରେ ଗତକାଲି ସକାଳେ ପାନୀୟ ଜଳ ଯୋଗାଣ ଆରମ୍ଭ ହୋଇଥିଲା। ସହରର ବିଭିନ୍ନ ସ୍ଥାନରେ ଥିବା ପିଏଚ୍‌ଡି ପାଣି ଟାଙ୍କିରୁ ଭିନ୍ନ ଭିନ୍ନ ସମୟରେ ପାଇପ୍‌ ଲାଇନ୍ […]

  • Tuesday, 06 July 2021
isis
ସତର୍କ କରାଇଲା ଜାତିସଂଘ; ଭାରତର ଏହି ଦୁଇ ରାଜ୍ୟରେ ସକ୍ରିୟ ଅଛନ୍ତି ISIS ଆତଙ୍କବାଦୀ

ନୂଆଦିଲ୍ଲୀ: କେରଳ ଓ କର୍ଣ୍ଣାଟକରେ ଲୁଚି ରହିଛନ୍ତି ବହୁ ସଂଖ୍ୟକ ISIS ଆତଙ୍କବାଦୀ। ଏନେଇ ଜାତିସଂଘ ଭାରତକୁ ସତର୍କ କରାଇଛି। କେବଳ ISIS ନୁହେଁ, ଭାରତୀୟ ଉପମହାଦେଶୀୟ ଅଲ୍‌କାଏଦାର ଏକ ଟିମ୍‌ ଭାରତରେ ସକ୍ରିୟ ଥିବା ଚେତାଇ ଦେଇଛି ଜାତିସଂଘ। ଯେଉଁଥିରେ ଭାରତ, ପାକିସ୍ତାନ, ବାଂଲାଦେଶ ଏବଂ ମ୍ୟାନ୍‌ମାର୍‌ ୧୫୦ ରୁ ୨୦୦ ଆତଙ୍କବାଦୀ ଅଛନ୍ତି, ଏବଂ ଏମାନେ ଆକ୍ରମଣ ଯୋଜନା କରୁଥିବା ଜାତିସଂଘ କହିଛି। ଭାରତୀୟ ଉପମହାଦେଶୀୟ ଅଲ-କାଏଦା(AQIS)ର ଏହି ଦଳ ତାଲିବାନ ଅମ୍ବ୍ରେଲା ସଂଗଠନର […]

  • Tuesday, 06 July 2021
shibraj
ଡାକ୍ତରଖାନାରେ ଥାଇ କରୋନା ମୁକାବିଲାର ଟିପ୍ସ ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୋପାଳ: କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଡାକ୍ତରଖାନାରେ ଭର୍ତ୍ତି ହେବାର ଗୋଟିଏ ଦିନ ପରେ ଆଜି ନିଜ ସ୍ୱାସ୍ଥ୍ୟ ସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଶିବରାଜ। ସେ ନିଜର ଏକ ଭିଡିଓ ଟ୍ୱିଟ୍ କରି କହିଛନ୍ତି “ ମୋ ପ୍ରୀୟ ଦେଶବାସୀ, ମୁଁ ସମ୍ପୂର୍ଣ୍ଣ ଭଲ ଅଛି। କରୋନା ଯୋଦ୍ଧାର ଟିମ୍‌ ସମ୍ପୂର୍ଣ୍ଣ ସମର୍ପଣ ଭାବ ସହିତ କାମ କରୁଛନ୍ତି। ଏଥିପାଇଁ ରାଜ୍ୟର ସବୁ […]

  • Tuesday, 06 July 2021
asssam
ଆସାମରେ ପ୍ରକୃତିର ତାଣ୍ଡବ; ପ୍ରଳୟଙ୍କରୀ ବନ୍ୟାରେ ୧୦୨ ମୃତ

ଦିଶପୁର:ଆସାମରେ ପ୍ରକୃତିର ତାଣ୍ଡବ । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ଚାଷ ଜମି ଓ ରାସ୍ତା ଘାଟ ସବୁଠି ପ୍ରକୃତିର ବିଭୀଷିକା । ବହୁ ସଂଖ୍ୟାରେ ଲୋକଙ୍କ ଘର, ଦ୍ୱାର ପାଣିରେ ବୁଡି ରହିଛି । ରାସ୍ତାରେ ୩/୪ ଫୁଟ୍ ଉଚ୍ଚରେ ଲହଡି ଭାଙ୍ଗୁଛି ବନ୍ୟାଜଳ। ବ୍ରହ୍ମପୁତ୍ର ସମେତ ଅନ୍ୟ ନଦୀରେ ଜଳସ୍ତର ବଢିବାରେ ଲାଗିଛି।  ଦିନକୁ ଦିନ ପରିସ୍ଥିତି ଜଟିଳ ହେଉଛି । ୨୬ଟି ଜିଲ୍ଲାର ପ୍ରାୟ ୨୫ ଲକ୍ଷ ଲୋକ […]

  • Tuesday, 06 July 2021
friend
ଜିତିଲେ ୧୬୫ କୋଟି, ହେଲେ ମନେ ପଡ଼ିଗଲା ବନ୍ଧୁଙ୍କୁ ଦେଇଥିବା କଥା....

ଅପୂର୍ବ ବନ୍ଧୁତ୍ୱ । କେଉଁ ପିଲାବେଳେ ପରସ୍ପରକୁ କଥା ଦେଇଥିଲେ ଆଉ ବାର୍ଦ୍ଧକ୍ୟରେ ସେହି କଥା ରଖିଛନ୍ତି। ପ୍ରମାଣିତ  କରି ଦେଇଛନ୍ତି ପ୍ରତିଶ୍ରୁତି କେମିତି ପାଳନ କରାଯାଏ । ଆଉ ଏକଥା ମଧ୍ୟ କହି ଯାଇଛନ୍ତି ସବୁ ମୂଲ୍ୟବାନ ସମ୍ପତ୍ତିଠାରୁ ବନ୍ଧୁତ୍ୱର ମୂଲ୍ୟ କେତେ ଅଧିକ !  ଲଟେରୀରେ ପାଇଥିବା ୧୬୫ କୋଟି ଟଙ୍କାରୁ ସାଙ୍ଗକୁ ଅଧା ଦେଇ ବନ୍ଧୁତ୍ୱର ଅପୂର୍ବ ନିଦର୍ଶନ ଦେଖାଇଛନ୍ତି ଟମ୍‌ କୁକ୍‌। ଏଠି ଆମେ କହିବାକୁ ଯାଉଛୁ ଦୁଇ ସାଙ୍ଗ ଟମ୍‌ […]

  • Tuesday, 06 July 2021
corona
କରୋନାରେ ଆଖି ବୁଜିଲେ ଯୁବ ଡାକ୍ତର

ନୂଆଦିଲ୍ଲୀ: ଭୟଙ୍କର ହେଉଛି କରୋନା ପ୍ରଭାବ। କରୋନା କବ୍‌ଜାରେ ଦିନକୁ ଦିନ ହଜି ଯାଉଛି ଅନେକ ଜୀବନ। କରୋନାର କରାଳ ରୂପ ନୂଆଦିଲ୍ଲୀକୁ ଥରାଇ ଦେଇଛି।  କରୋନାଭାଇରସ୍ ସଂକ୍ରମଣରେ ରାଜଧାନୀ ଦିଲ୍ଲୀର ଜଣେ ଯୁବ ଡାକ୍ତରଙ୍କ ମୃତ୍ୟୁ ଘଟିଛି । ୨୭ ବର୍ଷୀୟ ଡାକ୍ତର ଜୋଗିନ୍ଦର ଚୌଧରୀ ଗତ ଏକ ମାସ ଧରି କରୋନା ସଂକ୍ରମଣରେ ପୀଡିତ ଥିଲେ। ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଜୋଗିନ୍ଦର ଦିଲ୍ଲୀର ବାବାସାହେବ ଆମ୍ବେଦକର ହସ୍ପିଟାଲରେ କୋଭିଡ -19 […]

  • Tuesday, 06 July 2021
chambal
ପୁଣି ଫୋକସରେ ଚମ୍ପଲ ଉପତ୍ୟକା

ନୂଆଦିଲ୍ଲୀ: ଦୁର୍ଗମ ଚମ୍ବଲ ଉପତ୍ୟକା।  ଡକାୟତ ଏବଂ ଅପରାଧୀଙ୍କ ଗର୍ଜନରେ ଦିନେ କମ୍ପୁଥିଲା ଏହି ଭୂଖଣ୍ଡ। ଚମ୍ବଲ ନାଁ କହିଲେ ଥରି ଯାଉଥିଲା ଛାତି। ଆଜି ଆଉ ସେଠି ଡାକୟତ ବା ଅପରାଧୀ ଆଡ୍ଡାସ୍ଥଳୀ ନାହିଁ। ତଥାପି ପରିତ୍ୟକ୍ତ ହୋଇ ପଡ଼ିଛି। ଏହି ପରିତ୍ୟକ୍ତ ଜାଗାରେ  ଚାଷ କାର୍ଯ୍ୟ କରିବାକୁ ମୋଦୀ ସରକାର (ମୋଦୀ ସରକାର) ଯୋଜନା କରିଛନ୍ତି। ଏଥି ପାଇଁ ସହାୟତା କରିବ ବିଶ୍ୱ ବ୍ୟାଙ୍କ।। କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି, […]

  • Tuesday, 06 July 2021