ସଭାଗୃହ ଭିତରେ ଥିଲେ ପ୍ରାୟ ଅଢ଼େଇ ହଜାର ଲୋକ। କୋଚ୍ଚିଠୁ ମାତ୍ର ୧୦ କିଲୋମିଟର ଦୂରରେ ଘଟିଥିବା ଏହି ସିରିଏଲ୍ ବ୍ଲାଷ୍ଟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଆହତ ହୋଇଛନ୍ତି ।
କଲାମସେରୀରେ ଏକାଧିକ ବିସ୍ଫୋରଣ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି । ବର୍ତ୍ତମାନ ଘଟଣାକୁ ନେଇ ଅନୁସନ୍ଧାନ କରୁଛି ଏନଆଇଏ ଟିମ୍ । ଏହି ଘଟଣା ପରେ ଦିଲ୍ଲୀ ପୋଲିସ ସଜାଗ ରହିଛି ।
ଏକାଧିକ ବିସ୍ଫୋରଣ ଘଟି ଜଣଙ୍କର ମୃତ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । କେରଳର ଏର୍ଣ୍ଣାକୁଲମରେ ଏହି ବିସ୍ଫୋରଣ ହୋଇଛି ।
କେବଳ ପୁଅ ନୁହେଁ ବୃଦ୍ଧାଙ୍କ ବୋହୂ ଓ ନାତି ବି ତାଙ୍କୁ ମାଡ଼ ମାରୁଥିଲେ ବୋଲି ଅଭିଯୋଗ ହୋଇଛି । ଏନେଇ ବୃଦ୍ଧା ଜଣକ ନିଜ ଝିଅଙ୍କୁ ଜଣାଇଥିଲେ ।
ସାମ୍ନାକୁ ଆସିଲା ମହୁଆଙ୍କ ସତ। ଶେଷରେ ସତ ସ୍ୱୀକାର କଲେ ମହୁଆ। ନିଜର ସାଂସଦ ୟୁଜର ଆଇଡି ଓ ପାସଓ୍ୱାର୍ଡ ଶିଳ୍ପପତି ଦର୍ଶନ ହିରାନନ୍ଦାନୀଙ୍କୁ ଦେଇଥିବା ସ୍ୱୀକାର କରିଛନ୍ତି ଟିଏମସି ସାଂସଦ ମହୁଆ ମୋଇତ୍ର।
ଦେଶର ସବୁଠୁ ଧନୀ ବ୍ୟକ୍ତି ତଥା ବିଶିଷ୍ଟ ଉଦ୍ୟୋଗପତି ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ।
ଜମ୍ମୁ ଓ କାଶ୍ମୀରର ପୋଲିସ ଡିଜି ଦିଲବାଗ ସିଂ ଅକଟୋବର ୩୧ରେ ଅବସର ନେଉଛନ୍ତି ।
ପୂର୍ବରୁ ବଜାରରେ ଉପଲବ୍ଧ ଆଇଫୋନ୍ ଗୁଡ଼ିକ ଚାଇନାରେ ତିଆରି ହେଉଥିଲା । କିନ୍ତୁ ଆଗକୁ ଭାରତରେ ଏହା ତିଆରି ହେବ ।
ଗତ ବର୍ଷ ଅକଟୋବରରେ 5Gର ଉଦଘାଟନ କରାଯାଇଥିଲେ ମଧ୍ୟ ମାତ୍ର ବର୍ଷକ ମଧ୍ୟରେ ଦେଶରେ ୫ଲକ୍ଷ 5G ବେସ୍ ଷ୍ଟେସନ ନିର୍ମାଣ ହୋଇଛି ।
ସୂଚନା ଅନୁସାରେ ୧୯ ଏପ୍ରିଲ ୨୦୦୯ରେ ହୋଇଥିବା କପିଲ ଦେବ ସିଂ ହତ୍ୟା ମାମଲା ଏବଂ ୨୪ ନଭେମ୍ବର ୨୦୦୯ରେ ମୀର ହାସନ ଆକ୍ରମଣ ମାମଲାରେ ମୁଖତାର ଅନସାରୀଙ୍କ ବିରୋଧରେ ଏକ ଗ୍ୟାଙ୍ଗଷ୍ଟର ମାମଲା ରୁଜୁ ହୋଇଥିଲା।
କନଷ୍ଟେବଲଙ୍କୁ ଧକ୍କା ଦେଇ ଫେରାର୍ ମାରିଲା କାର୍ ଡ୍ରାଇଭର । ଚେକ୍ ପୋଷ୍ଟରେ ଥିବା ଏକ ଗାଡ଼ି ନିକଟରେ ଛିଡ଼ା ହୋଇ ଚେକିଂ କରୁଥିଲେ କନଷ୍ଟେବଲ ।
ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ କାତାର ଅଦାଲତ ଦ୍ୱାରା ଯେଉଁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଯାଇଛି ସେଥିରେ ଆମେ ସ୍ତବ୍ଧ। ପରିବାର ସଦସ୍ୟ ଓ ଆଇନ ଦଳ ସହ ଯୋଗାଯୋଗ କରାଯାଉଛି। ସମସ୍ତ ଆଇନଗତ ବିକଳ୍ପ ମଧ୍ୟ ବିଚାର କରାଯାଉଛି।
ମାସକ ମଧ୍ୟରେ ପିଆଜ ଦର ଦୁଇ ଗୁଣା ବୃଦ୍ଧି ପାଇଛି । ମାସକ ପୂର୍ବରୁ ପିଆଜ କିଲୋ ପ୍ରତି ୨୫ ଟଙ୍କା ଥିବାବେଳେ ଏବେ କିଲୋ ୫୦ ଟଙ୍କା ।
ସାକାର ହେବାକୁ ଯାଉଛି କୋଟି କୋଟି ରାମଭକ୍ତଙ୍କ ଶତାବ୍ଦୀ ପୁରୁଣା ସ୍ୱପ୍ନ। ଭବ୍ୟ ଓ ଦିବ୍ୟ ସ୍ୱରୂପ ନେଇ ଉଦଘାଟିତ ହେବାକୁ ଯାଉଛି ଅଯୋଧ୍ୟା ରାମ ମନ୍ଦିର। ଆସନ୍ତାବର୍ଷ ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାମ ମନ୍ଦିରର ଉଦଘାଟନ କରିବେ।
କାତାର ନୌସେନାକୁ ପ୍ରଶିକ୍ଷଣ ଦେଉଥିବା ଏକ ଘରୋଇ କଂପାନୀ ଦାହରା ଗ୍ଲୋବାଲ୍ ଟେକ୍ନୋଲୋଜିଜ୍ ଆଣ୍ଡ୍ କନସଲ୍ଟାନ୍ସିରେ ସେମାନେ କାର୍ଯ୍ୟ କରୁଥିଲେ ।
୫୦୦ ବର୍ଷ ପରେ ନିଜ ମୂଳ ଆସ୍ଥାନରେ ବିରାଜିବେ ରାମଲାଲା। ସାକାର ହେବ ଶହ ଶହ ବର୍ଷର ସ୍ୱପ୍ନ, ସଂଘର୍ଷ ଓ ସଂକଳ୍ପ। ସଫଳ ହେବ ଅଗଣିତ ରାମଭକ୍ତଙ୍କ ଶ୍ରଦ୍ଧା, ନିଷ୍ଠା ଓ ତ୍ୟାଗ। ସ୍ୱରୂପ ନେବ ଭାରତବର୍ଷର କୋଟି ହିନ୍ଦୁଙ୍କ ସ୍ୱପ୍ନ- ଅଯୋଧ୍ୟା ରାମମନ୍ଦିର ।
ଏକ ଆନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ କୁହାଯାଇଛି ଯେ, ଯଦି ଭାରତରେ ଏକକ ନିର୍ବାଚନ କରାଯାଏ ତେବେ ନିର୍ବାଚନ କମିଶନଙ୍କୁ ୩୦ ଲକ୍ଷ ଇଭିଏମ୍ ଆବଶ୍ୟକ ହେବ ।
ପାରାଗ୍ଲାଇର୍ଡମାନେ କୌଣସି ଆସୋସିଏସନ୍ ସହିତ ପଞ୍ଜୀକୃତ ହୋଇନଥିଲେ । କାରଣ ସେମାନେ ପ୍ରି ଫ୍ଲାଇଙ୍ଗ୍ ବର୍ଗରେ ଉଡ଼ିଥିଲେ ଯେଉଁଥିରେ ପଞ୍ଜୀକରଣ ବାଧ୍ୟତାମୂଳକ ନୁହେଁ ।
କିଛି ନିର୍ଦ୍ଦିଷ୍ଟ ଫ୍ୟାନ୍ସଙ୍କୁ ନୁହେଁ ଷ୍ଟାଡିୟମରେ ଉପସ୍ଥିତ ପ୍ରତ୍ୟେକ ଦର୍ଶକଙ୍କୁ ମିଳିବ । ଏପରି ନିଷ୍ପତ୍ତି ନେଇଛି ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ । ମୁମ୍ବାଇର ଐତିହାସିକ ୱାଙ୍ଖେଡ଼େ ଷ୍ଟାଡିୟମରେ ଦର୍ଶକଙ୍କ ପାଇଁ ଏ ସୁବିଧା ଉପଲବ୍ଧ ହେବ ।
ଜାନୁଆରୀ ୨୨ରେ ରାମ ମନ୍ଦିର ପ୍ରତିଷ୍ଠା...ଉତ୍ସବରେ ସାମିଲ ହେବେ ୪ ହଜାର ସାଧୁସନ୍ଥ, ମକର ସଂକ୍ରାନ୍ତିରୁ ୧୦ ଦିନ ଧରି ଚାଲିବ ଉତ୍ସବ...
କାହିଁକି ହାଇକୋର୍ଟ ଭିତରେ କଳି ହେଲେ ଦୁଇ ଜଜ୍ ? କ’ଣ ଥିଲା କାରଣ ?
ଦୁର୍ଘଟଣାର କାରଣ ସଠିକ୍ ଭାବେ ଜଣାପଡ଼ିନଥିବାବେଳେ ସକାଳ ସମୟରେ ଅଳ୍ପ କୁହୁଡ଼ି ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଥିବା ଯୋଗୁଁ ଏହି ଦୁର୍ଘଟରା ଘଟିଥିବା ଅନୁମାନ କରାଯାଉଛି ।
ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରର ଉଦଘାଟନ । ଭବ୍ୟ ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୨ ଜାନୁଆରୀ ୨୦୨୪ । ଇତିହାସରେ ଲିପିବଦ୍ଧ ହେବାକୁ ଯାଉଛି ଏହି ତାରିଖ। ଏହି ଦିନ ଅଯୋଧ୍ୟାରେ ନିର୍ମାଣ ହେଉଥିବା ଭବ୍ୟ ଓ ଦିବ୍ୟ ମନ୍ଦିରରେ ହେବ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ।
ଉଦଘାଟନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ମତି ରହିଛି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି ।
ରାମ ସିଂହ ଏହାକୁ ନେଇ ଗର୍ବର ସହିତ ଦାବି କରିଛନ୍ତି ଯେ, ତାଙ୍କର ରେଡିଓ ସଂଗ୍ରହ ସାରା ବିଶ୍ୱରେ ଅତୁଳନୀୟ । ରାମ ସିଂହ ଦେଶ ଭ୍ରମଣ କରିବା ସମୟରେ ଚିନ୍ତା କରିଥିଲେ ଲୋକମାନେ ବିଭିନ୍ନ ଜିନିଷ ସଂଗ୍ରହ କରି ସାଇତି ରଖୁଛନ୍ତି ।