• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

sonia
ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି। ଗୁରବାର ସନ୍ଧ୍ୟାରେ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭାର୍ତ୍ତି ହୋଇଥିଲେ ସୋନିଆ। ଆଜି ତାଙ୍କୁ ଦିନ ଗୋଟାଏ ବେଳେ ଡିସ୍‌ଚାର୍ଜ କରାଯାଇଥିବା ହସ୍‌ପିଟାଲ୍‌ର ଜଣେ ବରିଷ୍ଠ ଡାକ୍ତର ସୂଚନା ଦେଇଛନ୍ତି। ତେବେ ଗୁରବାର ହସ୍ପିଟାଲରେ ଭର୍ତ୍ତି ହେବା ପରେ ସୋନିଆଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍‌ପିଟାଲ ଅଧ୍ୟକ୍ଷ ଡା.ଡିଏସ ରାଣା କହିଥିଲେ। ସେ ନିୟମିତ ଟେଷ୍ଟ ପାଇଁ ହସ୍ପିଟାଲରେ ଆଡମିଟ ହୋଇଥିଲେ ବୋଲି […]

  • Monday, 05 July 2021
Sivesena bjp
ପୁଣି ଏକାଠି ହେବେ କି ବିଜେପି-ଶିବସେନା?

ଶତ୍ରୁ ନୁହଁନ୍ତି ବିଜେପି-ଶିବସେନା। ଆଜି କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଶିବସେନା ମୁଖପାତ୍ର ତଥା ଠାକରେ ପରିବାର। ନିକଟତର ସଞ୍ଜୟ ରାଉତ  ଭାରତ-ପାକିସ୍ତାନ ନୁହଁନ୍ତି ଉଭୟ ଦଳ। ମତଭେଦ ଅଛି କିନ୍ତୁ ସମ୍ପର୍କ ଏବେ ବି ବନ୍ଧୁତ୍ୱପୂର୍ଣ୍ଣ ରହିଛି ବୋଲି ସେ କହିଥିଲେ

  • Monday, 05 July 2021
sanjaya raut
ବିଜେପି-ଶିବସେନା ସମ୍ପର୍କ ଅମୀର-କିରଣଙ୍କ ସମ୍ପର୍କ ପରି ବୋଲି କହିଲେ ସଞ୍ଜୟ ରାଉତ

ମୁମ୍ବାଇ: ଶତ୍ରୁ ନୁହଁନ୍ତି ବିଜେପି-ଶିବସେନା। ଅଜି କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଶିବସେନା ମୁଖପାତ୍ର ତଥା ଠାକ୍‌ରେ ପରିବାର ନିକଟତର ସଞ୍ଜୟ ରାଉତ। ଉଭୟ ଦଳଭାରତ-ପାକିସ୍ତାନ ନୁହଁନ୍ତି। ମତଭେଦ ଅଛି କିନ୍ତୁ ସମ୍ପର୍କ ଏବେ ବି ବନ୍ଧୁତ୍ୱପୂର୍ଣ୍ଣ ରହିଛି। ଯେପରି ଅମୀର…

  • Monday, 05 July 2021
INDIA
ବିଦେଶ ଫେରନ୍ତାଙ୍କ ପାଇଁ ଆସିଲା ନୂଆ ଗାଇଡଲାଇନ୍

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଭାରତକୁ ଆସିବାକୁ ଥିବା ବିଦେଶ ଯାତ୍ରୀଙ୍କ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି। ଏବେ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ଭାରତରେ ପହଞ୍ଚିବା ପରେ ୭ ଦିନ ପାଇଁ ପେଡ୍ ଇନଷ୍ଟିଚ୍ୟୁସନାଲ୍‌ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ। ଏହା ପରେ ଆଉ ୭ ଦିନ ହୋମ୍ ଆଇସୋଲେସନରେ ରହିବେ। ତେବେ କିଛି କ୍ଷେତ୍ରରେ କୋହଳ କରାଯାଇଛି। ଯେପରି ଗର୍ଭବତୀ ମହିଳା, ପରିବାରରେ କୌଣସି ସଦସ୍ୟଙ୍କ ମୃତ୍ୟୁ କିମ୍ବା ୧୦ ବର୍ଷରୁ କମ୍ ବୟସର […]

  • Monday, 05 July 2021
rover
ଚନ୍ଦ୍ରପୃଷ୍ଠରେ ଠାବ ହେଲା ପ୍ରଜ୍ଞାନ!

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୨ ମିଶନର ୧୦ ମାସ ପରେ ପୁଣି ଚର୍ଚ୍ଚାରେ ରୋଭର୍ ପ୍ରଜ୍ଞାନ। ବିକ୍ରମ୍ ଲ୍ୟାଣ୍ଡର ଧ୍ୱଂସ ହେବା ସତ୍ତ୍ୱେ, ଚନ୍ଦ୍ରପୃଷ୍ଠରେ ରୋଭର୍ ପ୍ରଜ୍ଞାନ କିଛି ବାଟ ଗଡ଼ିଥିଲା ବୋଲି ଦାବି କରିଛନ୍ତି ଚେନ୍ନାଇର ଜଣେ ଯୁବ ଇଞ୍ଜିନିୟର୍ ସାନମୁଗା ସୁବ୍ରମଣ୍ୟମ। ନାସା ଦ୍ୱାରା ଉଠାଯାଇଥିବା ଫଟୋରୁ ରୋଭର୍ ସୁରକ୍ଷିତ ଥିବା ଏବଂ କିଛି ମିଟର ଗଡ଼ିଥିବା ଜଣାପଡ଼ୁଛି। ରୋଭର୍ ଗଡ଼ିବାର ଟ୍ରାକ୍ ବା ଚିହ୍ନ ମଧ୍ୟ ଫଟୋରେ ଦେଖାଯାଉଥିବା ସେ ଦାବି କରି ଇସ୍ରୋକୁ ଜଣାଇଛନ୍ତି। […]

  • Monday, 05 July 2021
ଦୁଇ ମହାକାଶଚାରୀଙ୍କୁ ନେଇ ସଫଳତାର ସହ ସମୁଦ୍ରରେ ଓହ୍ଲାଇଲା SpaceX ଡ୍ରାଗନ୍‌

ୱାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଓ ଘରୋଇ ସ୍ପେସ୍‌ ଏଜେନ୍ସି ସ୍ପେସ୍‌ ଏକ୍ସ ‌ ପକ୍ଷରୁ ମିଳିତ ମହାକାଶ ମିଶନ ସଫଳ ହୋଇଛି। ଗତକାଲି ଅପରାହ୍ନରେ ମହାକାଶଚାରୀ କମାଣ୍ଡର ବବ୍ ବେହେଙ୍କେନ୍ ଓ ପାଇଲଟ୍ ଡଗ୍ ହର୍ଲି ଭୂପୃଷ୍ଠକୁ ଅବତରଣ କରିଛନ୍ତି। ମହାକାଶଚାରୀମାନେ ଫ୍ଲୋରିଡା ଉପକୂଳ ସମୁଦ୍ରରେ ପାରାଚ୍ୟୁଟ୍‌ ଦ୍ୱାରା ଓହ୍ଲାଇଥିଲେ। ପ୍ରଥମଥର ପାଇଁ ମହାକାଶଚାରୀମାନେ ଜଳ ପୃଷ୍ଠରେ ଅବତରଣ କରିଥିଲେ। ମହାକାଶଚାରୀମାନେ ଓହ୍ଲାଇବା ପରେ ସେଠାରେ ଥିବା ବୋଟ୍ ସେମାନଙ୍କୁ ଉଦ୍ଧାର କରିଥିଲା। […]

  • Monday, 05 July 2021
patna sp
ସୁଶାନ୍ତ ମୃତ୍ୟୁ ମାମଲା: ତଦନ୍ତ ପାଇଁ ଯାଇଥିବା ବିହାର IPSଙ୍କୁ ଜବଦରସ୍ତ କ୍ୱାରେଣ୍ଟିନ୍‌ରେ ଭର୍ତ୍ତିକଲେ

ମୁମ୍ବଇ:ବଲିଉଡ ଆକ୍ଟର ସୁଶାନ୍ତ ସିଂହ ରାଜପୁତ୍‌ଙ୍କ ମୃତ୍ୟୁ ତଦନ୍ତରେ ମୁମ୍ବାଇ ପୋଲିସର ନିରପେକ୍ଷତା ପ୍ରତି ଯେଉଁ ପ୍ରଶ୍ନ ଉଠିଥିଲା ତାହା ସ୍ପଷ୍ଟ ହୋଇଛି। ସୁଶାନ୍ତଙ୍କ ମୃତ୍ୟୁର ତଦନ୍ତ କରୁଥିବା ବିହାର ପୋଲିସକୁ ମୁମ୍ବାଇ ପୋଲିସ ସହଯୋଗ କରୁ ନ ଥିବା ଅଭିଯୋଗ ହୋଇଥିଲା। ବିହାର ପୋଲିସକୁ ଖାଲି ମୁମ୍ବାଇ ପୋଲିସ ଅସହଯୋଗ କରୁନି, ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ବି ଏଥିରେ ହାତ ମିଳାଇଛି। କାରଣ  ଏବେ ମାମଲାର ଯାଞ୍ଚ ପାଇଁ ମୁମ୍ବାଇ ଯାଇଥିବା ପାଟ୍‌ନା ଏସ୍‌ପି […]

  • Monday, 05 July 2021
pak tv
ପାକ୍‌ ନ୍ୟୁଜ୍‌ ଚ୍ୟାନେଲରେ ପ୍ରସାରଣ ମଝିରେ ହଠାତ୍‌ ଉଡ଼ିଲା ତ୍ରିରଙ୍ଗା

ଇସ୍‌ଲାମ୍‌ବାଦ: ପାକିସ୍ତାନର ପ୍ରମୁଖ ମିଡିଆ ହାଉସ୍‌ ଡନ୍‌ (Dawn News)ର ନିଉଜ୍‌ ଚ୍ୟାନେଲକୁ ରବିବାର ଅପରାହ୍ନରେ କେହି ହ୍ୟାକ କରି ନେଇଥିଲା। ମିଳିଥିବା ଖବର ଅନୁଯାୟୀ, ନ୍ୟୁଜ୍‌ ଚାନେଲ୍‌ରେ ପ୍ରସାରଣ ଜାରି ରହିଥିଲା। ହଠାତ୍‌ ପ୍ରସାରଣ ମଝିରେ ଏହା ବନ୍ଦ ହୋଇଗଲା। ଆଉ କିଛି ସମୟ ପରେ ତ୍ରିରଙ୍ଗା ପତାକା ଦେଖିବାକୁ ମିଳିଲା। ଏହି ତିରଙ୍ଗା ସହ Happy Independence Day ଲେଖାଥିଲା। ଏହି ଘଟଣାର ପୁରା ଭିଡିଓ ଏବଂ ଫଟୋ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି। […]

  • Monday, 05 July 2021
Tiger
ବାଇକ୍‌ରେ ଯାଉଥିବା ବେଳେ ଆକ୍ରମଣ କରିବାକୁ ଧାଇଁଆସିଲା ବାଘ,ଆଉ ତା'ପରେ ହେଲା କଣ?

ଘଞ୍ଚ ଜଙ୍ଗଲ ରାସ୍ତାରେ ଯାଉଥିବା ବେଳେ ଦୁଇ ବନ କର୍ମଚାରୀଙ୍କ ଉପରକୁ ଡେଇଁ ପଡିଲା ବାଘ। ସୌଭାଗ୍ୟବଶତଃ ଉଭୟ ଅଫିସରଙ୍କର କୌଣସି କ୍ଷତି ହୋଇନାହିଁଁ।

  • Monday, 05 July 2021
nepal
ନେପାଳରେ ଭାରତୀୟ ଚ୍ୟାନେଲର ପୁନଃ ପ୍ରସାରଣ ପାଇଁ ମିଳିଲା ସହମତି

କାଠମାଣ୍ଡୁ: ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏବଂ କ୍ଷମତାସୀନ ନେପାଳ କମ୍ୟୁନିଷ୍ଟ ପାର୍ଟି ସଭାପତି ପଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ମଧ୍ୟରେ ଚାଲି଼ଥିବା ବୈଠକ ଅସମ୍ପୂର୍ଣ୍ଣ ଥିଲା । ତେବେ ନେପାଳୀ ଗଣମାଧ୍ୟମର ଖବର ଅନୁଯାୟୀ ଉଭୟ ପକ୍ଷରେ ଏକ ଚୁକ୍ତି ହୋଇଛି। ଏହି ଚୁକ୍ତି ପରେ ଓଲି  ସାମାନ୍ୟ ନରମିଥିବା ପରି ମନେ ହେଉଛି।  ରବିବାର ବିଳମ୍ବିତ ରାତିରେ ଗତ ମାସରୁ ନେପାଳରେ ନିଷିଦ୍ଧ ଭାରତୀୟ ସମ୍ବାଦ ଚ୍ୟାନେଲଗୁଡ଼ିକର ପୁନଃ ପ୍ରସାରଣକୁ ଅନୁମତି ମିଳିଛି। […]

  • Monday, 05 July 2021
food 12
ହୋଟେଲ୍‌ରେ ମିଳୁଛି ‘କୋଭିଡ୍‌ Curry’, ‘ମାସ୍କ Naan’

ଯୋଧପୁର: ‘କୋଭିଡ୍‌ କରି’, ‘ମାସ୍କ ନାନ୍’…ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ ଏମିତି କିଛି ଖାଦ୍ୟ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି। ‌ଅନ୍‌ଲକ୍‌-୩ରେ ହୋଟେଲ୍ ସବୁ ଖୋଲା ରହିଥିଲେ ମଧ୍ୟ, କେବଳ ପାର୍ସଲ ପାଇଁ ଅନୁମତି ରହିଛି। ଏସବୁ ଭିତରେ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ହୋଟେଲ୍‌ ମାଲିକମାନେ ମଧ୍ୟ ନୂଆ ନୂଆ ଖାଦ୍ୟ ସବୁ ପ୍ରସ୍ତୁତ କରୁଛନ୍ତି। ରାଜସ୍ଥାନ ଯୋଧପୁରରେ ଏକ ରେଷ୍ଟୁରାଣ୍ଟ୍‌,‌ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ କିଛି ଖାଦ୍ୟର ନାଁ ଏମିତି ରଖିଛନ୍ତି […]

  • Monday, 05 July 2021
dogg
ଟିଭିରେ ଖେଳ ଦେଖିବା ସମୟରେ ଏମିତି ମଜ୍ଜି ଯାଇଥିଲା କୁକୁର, ଆଉ ତା’ପରେ...

ନୂଆଦିଲ୍ଲୀ: ଖେଳ ଦେଖିବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଯଦି ଟିଭିରେ ପ୍ରିୟ ଖେଳାଳିମାନେ ଖେଳୁଛନ୍ତି, ତେବେ ସେମାନେ ସବୁ କିଛି ଭୁଲିଯାଇ ଖେଳ ଦେଖିବାରେ  ହିଁ ମଜ୍ଜି ରୁହନ୍ତି।  ଖେଳାଳିମାନେ ବ୍ୟାଟ୍‌କୁ ଧରି ବଲ୍‌କୁ ମାରିବା ପାଇଁ ଆଗକୁ ଗତି କରିବା ସମୟରେ ଦର୍ଶକମାନେ ଚାତକ ପରି ସେମାନଙ୍କୁ ଚାହିଁଥାନ୍ତି।‌ ଠିକ୍‌ ସେତିକିବେଳେ ଯଦି ଖେଳାଳିଟି ଚଉକା କି ଛକା ଗୋଟେ ମାରି ଦିଏ, ତେବେ ଟିଭି ଦେଖୁଥିବା ଦର୍ଶକମାନେ ଖୁସିରେ ତାଳି ମାରିବା ସହ […]

  • Monday, 05 July 2021
snake
ଏମିତି ଟେକ୍‌ନିକ୍‌ରେ ନଡ଼ିଆ ଗଛରେ ଚଢିଲା ବିରାଟ ଅଜଗର

ନୂଆଦିଲ୍ଲୀ: ସମତଳ ଚଟାଣ ଉପରେ ବେଶ ସ୍ୱଚ୍ଛନ୍ଦରେ ଯାଇପାରେ ସାପ । ହେଲେ ଉପରକୁ ଉଠିବା ସାପ ପରି ସରୀସୃପଙ୍କ ପାଇଁ କଷ୍ଟ। କିନ୍ତୁ ଆମେ ସାପ ଗଛ ଚଢୁଥିବାର ଏମିତି ଦୃଶ୍ୟ ଦେଖାଇବୁ, ଯାହା ଦେଖାଇଲେ ଆପାଣ ଆଶ୍ଚର୍ଯ୍ୟ ହୋଇଯିବେ। ସାପ ଏଠି ଏକ୍‌ଦମ ସତର୍କତାର ସହ ବିରାଟ ଏକ ଗଛ ଚଢୁଛି, ସତେ ଯେମିତି ମଣିଷ। ଏମିତି ଏକ ଭିଡିଓ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓରେ ଦେଖିବାକୁ ମିଳିଛି, ଏକ ଲମ୍ବା […]

  • Monday, 05 July 2021
jim
ଖୋଲିବ ଜିମ୍‌ ଓ ଯୋଗ କେନ୍ଦ୍ର, ଜାରି ହେଲା ଗାଇଡ୍‌ ଲାଇନ

ନୂଆଦିଲ୍ଲୀ: କୋହଳ ହେଉଛି କୋଭିଡ କଟକଣା। ଆସ୍ତେ ଆସ୍ତେ ଖୋଲାଯାଉଛି ଦୋକାନ, ବଜାର ମଲ୍‌। ଏପରିକି ଜିମ୍‌ ସେଣ୍ଟର ଖୋଲିବା ପାଇ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି ।  ଏ ନେଇ କେନ୍ଦ୍ର ସରକାର ଜାରି କରିଛନ୍ତି ଗାଇଡ ଲାଇନ୍। କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ଜିମ୍ ଓ ଯୋଗ କେନ୍ଦ୍ରକୁ ଅନୁମତି ମିଳିଛି। ତେବେ ୬୫ ବର୍ଷୀୟ ବୟସ୍କ ବ୍ୟକ୍ତି, ଗର୍ଭବତୀ ଓ ୧୦ ବର୍ଷରୁ କମ୍ ଶିଶୁଙ୍କୁ ଏଠାକୁ ଆସିବାକୁ ବାରଣ କରାଯାଇଛି। […]

  • Monday, 05 July 2021