• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

123451233245
ସାବଧାନ ! ବିନା ଅର୍ଡରରେ ଘରେ ପହଞ୍ଚୁଛି କି ବିହନ ପ୍ୟାକେଟ ? ଭୁଲ୍‌ରେ ବି ଖୋଲନ୍ତୁନି

ନୂଆଦିଲ୍ଲୀ: ଚୀନ୍‌ରୁ ଆସୁଛି  ମହାବିନାଶକାରୀ ବିହନ ପ୍ୟାକେଟ୍ ! ଏହାକୁ ବ୍ୟବହାର କଲେ ଅମଳ ତ ହେବନି, ତେବେ ଆଖପାଖ ଅଞ୍ଚଳରେ ରୋଗପୋକ ବୃଦ୍ଧି, ଜମିର ଉର୍ବରତା ନଷ୍ଟ ସହ ପୁରା ଜୈବ ବିବିଧତା ବିପର୍ଯ୍ୟସ୍ତ ହୋଇପ଼ଡିବ। ଆମେରିକା, କାନାଡ଼ା ଓ ଜାପାନ ଭଳି କିଛି ଦେଶରେ ଏଧରଣର ବିହନ ପ୍ୟାକେଟ ପହଞ୍ଚିବା ପରେ ଏହା ଉପରେ ସତର୍କ ଦୃଷ୍ଟି ରଖିବାକୁ କେନ୍ଦ୍ର ରାଜ୍ୟମାନଙ୍କୁ ପରାମର୍ଶ ଦେଇଛି। ସୂଚନା ଅନୁସାରେ,  ବିହନ ନାଁରେ  ଘରେ ପହଞ୍ଚୁଛି ବିଷ। […]

  • Monday, 05 July 2021
two
ଉଦ୍ଧାର ହେଲା ବିରଳ ପ୍ରଜାତିର ବିଷାକ୍ତ ସାପ

ମୁମ୍ୱାଇ: ମହାରାଷ୍ଟ୍ରର କଲ୍ୟାଣରୁ ଏକ ଦୁଇ ମୁଣ୍ଡିଆ ସାପକୁ ଉଦ୍ଧାର କରାଯାଇଛି। ବିରଳ ପ୍ରଜାତିର ଏହି ଦୁଇ ମୁଣ୍ଡିଆ ସାପର ନାଁ ରସେଲ ଭାଇପର (Russell Viper) । ଏହି ସାପର ଲମ୍ୱ ୧୧ ସେଣ୍ଟିମିଟର। ସାପର ଯାଆଁଳା ମୁଣ୍ଡର ଲମ୍ୱ ୨ସେମି ପାଖାପାଖି ବୋଲି ଜଣାପଡ଼ିଛି। Double danger😳😳 Two headed Russell’s Viper rescued in Maharashtra. Genetic abnormality and hence low survival rates in the wild. The Russell’s […]

  • Monday, 05 July 2021
modi
ଆଣ୍ଡାମାନ ନିକୋବରକୁ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଉପହାର

ନୂଆଦିଲ୍ଲୀ: ଆଣ୍ଡାମାନ ନିକୋବରକୁ ହାଇ ସ୍ପିଡ୍ ସବମରିନ ଅପ୍ଟିକ ଫାଇବର କେବୁଲ ସଂଯୋଗ କରାଯାଇଛି। ଚେନ୍ନାଇ ସହିତ ଅପଟିକ ଫାଇବରରେ ଯୋଡ଼ି ହେଲା ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ। ଏହା ସହିତ ସେଠାରେ ଟେଲି ଯୋଗାଯୋଗ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ। ବର୍ତ୍ତମାନ ବ୍ରଡବ୍ୟାଣ୍ଡ ସ୍ପିଡ୍ ଯେତେ ଅଛି, ତାହା ୧୦ ଗୁଣ ହୋଇଯିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି କେବୁଲର ଦୈର୍ଘ୍ୟ ହେଉଛି ୨ ହଜାର ୩୧୨ କିଲୋମିଟର। ୨୦୧୮ […]

  • Monday, 05 July 2021
rahul
ମୋଦି ସରକାରଙ୍କ EIA ଡ୍ରାଫ୍ଟକୁ ରାହୁଲ ଗାନ୍ଧିଙ୍କ ବିରୋଧ

ନୂଆଦିଲ୍ଲୀ: ହାତୀ-ମଣିଷ ଲଢ଼େଇକୁ କେମିତି ହ୍ରାସ କରାଯାଇ ପାରିବ, ସେ ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଆଜି ଏକ ଡକ୍ୟୁମେଣ୍ଟର ଉନ୍ମୋଚନ କରିଛନ୍ତି। ଏହି ଡକ୍ୟୁମେଣ୍ଟରେ ଏକ ନିର୍ଦ୍ଦିଷ୍ଟ ପ୍ରକ୍ରିୟା ପ୍ରସ୍ତୁତ କରାଯାଇଛି। ଏହାକୁ ଅନୁସରଣ କଲେ ହାତୀ ମଣିଷ ଲଢ଼େଇ କମିବ ଓ ଜୀବନହାନୀ ମଧ୍ୟ ହ୍ରାସ ପାଇବ ବୋଲି କୁହାଯାଇଛି। EIA2020 ड्राफ़्ट का मक़सद साफ़ है – #LootOfTheNation यह एक और ख़ौफ़नाक उदाहरण है कि भाजपा सरकार […]

  • Monday, 05 July 2021
bs
ହସ୍ପିଟାଲରୁ ଡିସଚାର୍ଜ ହେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା କରୋନା ଭାଇରସ୍ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଏବଂ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଛି। ରାଜ୍ୟ ସରକାରଙ୍କ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଛନ୍ତି ଏବଂ ତାଙ୍କୁ ସୋମବାର ଏକ ପ୍ରାଇଭେଟ୍ ହସ୍ପିଟାଲରୁ ଛୁଟି ମିଳିଛି। ଅଗଷ୍ଟ ୨ ତାରିଖରେ ୭୭ ବର୍ଷୀୟ ୟେଦୁରପ୍ପାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା। ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ହସ୍ପିଟାଲରୁ […]

  • Monday, 05 July 2021
sushant
ସୁଶାନ୍ତ ମୃତ୍ୟୁ ମାମଲା: ରିୟା ଚକ୍ରବର୍ତ୍ତୀଙ୍କ ଅଭିଯୋଗକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ମୁମ୍ବାଇ: ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କ ଅଭିଯୋଗକୁ ନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଗଣମାଧ୍ୟମ ତାଙ୍କୁ ଦୋଷୀ ସଜାଇ ସାରିଲାଣି ବୋଲି ଅଭିଯୋଗ କରିଛନ୍ତି ରିୟା ଚକ୍ରବର୍ତ୍ତୀ । ଏଭଳି ଅଭିଯୋଗ ସହ ସୁପ୍ରିମକୋର୍ଟରେ ପୁଣି ସେ ସତ୍ୟପାଠ ଦାଖଲ କରିଛନ୍ତି । ରାଜନୈତିକ ଏଜେଣ୍ଡା ଭିତରେ ସେ ବଳି ପଡ଼ିବାକୁ ଯାଉଥିବାରୁ ସୁପ୍ରିମକୋର୍ଟଙ୍କଠାରୁ ସୁରକ୍ଷା ଲୋଡ଼ିଛନ୍ତି ରିୟା।ରିୟାଙ୍କୁ ଅଭିଯୁକ୍ତ […]

  • Monday, 05 July 2021
fire
ଜଳୁଛି ONGC ପାଇପ୍‌ଲାଇନ

ଦିଶପୁର: ଜଳୁଛି ଆସାମ ତିନ୍‌ସୁକିଆର ONGC ପାଇପ୍‌ଲାଇନ। ତିନ୍‌ସୁକିଆ ବାଘଜାନ୍ ଅଞ୍ଚଳରେ ଗତକାଲି ହଠାତ୍ ନିଆଁ ଲାଗି ଯାଇଥିଲା। ବୁଲ୍ ଲାଇନ୍ ଅର୍ଥାତ ଯେଉଁଠୁ ପାଇପ୍ ଅନ୍ୟ ଦିଗକୁ ମୋଡ଼ି ଥାଏ ସେହି ଅଞ୍ଚଳରେ କୌଣସି କାରଣରୁ ନିଆ ଲାଗି ଯାଇଥିଲା। ଫଳରେ କିଛି ଘଣ୍ଟା ଧରି ଅଞ୍ଚଳରେ ନିଆଁ ଜଳୁଥିବାର ଦେଖିବାକୁ ମିଳିଥିଲା। ବେଶ କିଛି ସମୟ ପାଇଁ ହୁତ୍ ହୁତ୍ ହୋଇ ନିଆଁ ଜଳୁଥିବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ନିଆଁକୁ ଆୟତ୍ତ କରିବାକୁ ସ୍ୱତନ୍ତ୍ର […]

  • Monday, 05 July 2021
student
ବାଇକ୍‌ ଆରୋହୀଙ୍କ ବଦ୍‌ମାସୀ ପାଇଁ ହଜିଗଲା ମେଧାବୀ ଛାତ୍ରୀଙ୍କ ସ୍ୱପ୍ନ

ବୁଲନ୍ଦସହର: ସେ ଥିଲେ ଜଣେ ମେଧାବୀ ଛାତ୍ରୀ। ଆଖିରେ ଥିଲା ଅନେକ ସ୍ୱପ୍ନ। ଅନେକ କିଛି କରି ଦେଖାଇବାର ସଙ୍କଳ୍ପ। ହେଲେ କିଛି ବଦ୍‌ମାସ୍‌ ପିଲାଙ୍କ ପାଇଁ ସବୁକିଛି ହଜିଗଲା। ସ୍ୱପ୍ନକୁ ସାକାର କରିବା ପୁର୍ବରୁ ସବୁଦିନ ପାଇଁ ବନ୍ଦ ହୋଇଗଲା ସେଇ ଆଖି। ଉତ୍ତରପ୍ରଦେଶ ବୁଲନ୍ଦସହରର ସୁଦୀକ୍ଷା ଭାଟି। ଗତବର୍ଷ ଇଣ୍ଟରମିଡିଏଟ ପରୀକ୍ଷାରେ ବୁଲନ୍ଦସହରରେ ଟପ୍ପର ହୋଇଥିଲେ। ଭଲ ପାଠ ପାଇଁ ତାଙ୍କୁ ସ୍କଲାରସିପ୍‌ ମିଳିଥିଲା। ଆମେରିକା ଯାଇଥିଲେ ଉଚ୍ଚ ଶିକ୍ଷା ପାଇଁ। ନିଜ ପରିଶ୍ରମରେ […]

  • Monday, 05 July 2021
sachin
ପାଇଲଟ ନାଟକର ସୁଖଦ ଅବସାନ; ଘରକୁ ବାହୁଡ଼ିବେ ସଚିନ

ଜୟପୁର: ରାଜସ୍ଥାନ ରାଜନୀତିରେ ପାଇଲଟ ନାଟକର ସୁଖଦ ଅବସାନ ହେବାକୁ ଯାଉଛି ! ଦୀର୍ଘ ୩୨ ଦିନର ବିବାଦ, ବିଦ୍ରୋହ ଓ ବିଚ୍ଛେଦ ପରେ ଶେଷରେ କଂଗ୍ରେସ ସହ ମନ ମିଳାଇଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟ୍। ସଚିନ୍ ପାଇଲଟ କଂଗ୍ରେସ ଦଳ ସରକାର ଓ ଦଳୀୟ ସ୍ୱାର୍ଥ ପାଇଁ କାମ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଏକ ଉଲ୍ଲେଖନୀୟ ଘଟଣା କ୍ରମେ ରାହୁଲ ଗାନ୍ଧି ଓ ସାଧାରଣ ସଂପାଦକ ପ୍ରିୟଙ୍କା […]

  • Monday, 05 July 2021
SC
ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ; ପୈତୃକ ସମ୍ପତ୍ତି ଉପରେ ଝିଅଙ୍କର ସମ୍ପୂର୍ଣ୍ଣ ଅଧିକାର ରହିଛି

ନୂଆଦିଲ୍ଲୀ:ପୈତୃକ ସମ୍ପତ୍ତି ଉପରେ ଝିଅମାନଙ୍କର ସମାନ ଅଧିକାର ରହିଛି। ଏ ନେଇ ଆଜି ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି।  ହିନ୍ଦୁ ଉତ୍ତରାଧିକାର ଆଇନ୨୦୦୫ ଅନୁସାରେ ପିତାଙ୍କ ମୃତ୍ୟୁ ପରେ ବି ଝିଅମାନଙ୍କର ବାପାଙ୍କ ସମ୍ପତ୍ତି ଉପରେ ଅଧିକାର ରହିବ। ଜଷ୍ଟିସ ଅରୁଣ ମିଶ୍ରଙ୍କ ଖଣ୍ଡପିଠ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇ କହିଛନ୍ତି, ଝିଅ ସାରା ଜୀବନ ପାଇଁ।  ସେଥିପାଇଁ ବାପାଙ୍କ ସମ୍ପତ୍ତିରେ ଝିଅର ପୂରା ଅଧିକାର ରହିଛି। ସୂଚନାଥାଉ କି,୧୯୫୬ ହିନ୍ଦୁ ଉତ୍ତରାଧିକାର ଆଇନରେ ସଂଶୋଧନ […]

  • Monday, 05 July 2021
pranab
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଗୁରୁତର

ନୂଆଦିଲ୍ଲୀ:  ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଛି। ଦିଲ୍ଲୀ ଆର୍ମି ହସ୍ପିଟାଲ୍‌ର ଭେଣ୍ଟିଲେଟରେ ଅଛନ୍ତି ପ୍ରଣବ।  ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ପ୍ରଣବଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି।  ପ୍ରତି ଘଣ୍ଟାରେ ପ୍ରଣବଙ୍କ ସ୍ୱାସ୍ଥ  ରିପୋର୍ଟକୁ ଅନୁଧ୍ୟାନ କରାଯାଇ ଚିକିତ୍ସା କରାଯାଉଛି। ସୂଚନାଥାଉ କି,  ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ତାଙ୍କ ବ୍ରେନରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡିଥିଲା। ତାଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ଦିଲ୍ଲୀ ଆର୍ମି ହସ୍ପିଟାଲ୍‌ରେ ପ୍ରଣବଙ୍କ ମୁଣ୍ଡରେ […]

  • Monday, 05 July 2021
miss
ସ୍ତ୍ରୀର ସ୍ମୃତି ପାଇଁ ସ୍ୱାମୀ ତିଆରି କଲେ ମହମ ପ୍ରତିମୂର୍ତ୍ତି

ବେଙ୍ଗାଲୁରୁ: ସ୍ତ୍ରୀ ଆରପାରିରେ। ହେଲେ ସ୍ୱାମୀଙ୍କ ସ୍ମୃତିରେ ସବୁ ବେଳେ ଜୀବିତ । ସ୍ତ୍ରୀଙ୍କୁ ସବୁବେଳେ ନିଜ ପାଖରେ ରଖିବାକୁ ସ୍ୱାମୀଙ୍କ ପ୍ରୟାସ। ତାଙ୍କୁ ମନେ ରଖିବା ପାଇଁ ଘରେ ତିଆରି କଲେ ପ୍ରତିମୂର୍ତ୍ତି । ଆପଣ ଦେଖୁଥିବା ଏହା ହେଉଛି ଏକ ପ୍ରତିମୂର୍ତ୍ତି । କର୍ଣ୍ଣାଟକ କୋପାଲର ଜଣେ ବ୍ୟବସାୟୀ ଶ୍ରୀନିବାସ ଗୁପ୍ତା ତାଙ୍କ ମୃତ ସ୍ତ୍ରୀଙ୍କ ମହମ ପ୍ରତିମୂର୍ତ୍ତି ନିର୍ମାଣ କରାଇଛନ୍ତି । ଅବିକଳ ତାଙ୍କ ସ୍ତ୍ରୀଙ୍କ ଭଳି ଦେଖାଯାଉଥିବା ପ୍ରତିମୂର୍ତ୍ତି ଘରେ ବନାଇଛନ୍ତି […]

  • Monday, 05 July 2021
sakhi-maharaja
ବିଜେପି ସାଂସଦଙ୍କୁ ଏହି ଦେଶରୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ବିଜେପି ସାଂସଦ ସାକ୍ଷୀ ସିଂହ ମହାରାଜଙ୍କୁ ପାକିସ୍ତାନରୁ ଧମକ ଆସୁଛି। କେହି ଦୁର୍ବୃତ୍ତ ବାରମ୍ବାର ଫୋନ୍‌ କରିବା ସହିତ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ଓ ଧମକ ଦେଇଛି। ଏନେଇ ଉନ୍ନାଓ ଥାନାରେ ମାମଲା ରୁଜୁ କରିଛନ୍ତି ସାଂସଦ। ଜୀବନକୁ ବିପଦ ଥିବା ଦର୍ଶାଇ ଥାନାରେ ମାମଲା କରିବା ସହିତ ତ୍ୱରତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସାକ୍ଷୀ ମହାରାଜ। ଏ ସମ୍ପର୍କରେ ପ୍ରତିକ୍ରିୟା ଦେଇ ସାଂସଦ କହିଛନ୍ତି, ଦୃର୍ବୃତ୍ତ ଜଣକ ବାରମ୍ବାର ପାକିସ୍ତାନ […]

  • Monday, 05 July 2021
suraj-pancholi
ଦିଶା ସାଲିୟାନଙ୍କ ହତ୍ୟା ମାମଲାରେ ନିଜ ନାଁ ଯୋଡ଼ିବାରୁ ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁଙ୍କ ମ୍ୟାନେଜର ଦିଶା ସାଲିୟାନଙ୍କ ମୃତ୍ୟୁ ମାମଲାରେ ଅନେକ ଲୋକ ନାଁ ସାମ୍ନାକୁ ଆସିଥିଲା। ସେଥିରେ ବଲିଉଡ୍ ଅଭିନେତା ସୁରଜ ପଞ୍ଚୋଲିଙ୍କ ନାଁ ମଧ୍ୟ ସାମିଲ୍ ଥିଲା। ଦିଶାଙ୍କର ମୃତ୍ୟୁରେ ସୁରଜଙ୍କର ହାତ ଥିବା ନେଇ ଅନେକ ଖବର ପ୍ରକାଶ ପାଇବା ପରେ ଏବେ ଏନେଇ ଥାନାରେ ମାମଲା କରିଛନ୍ତି ସୁରଜ ପଞ୍ଚୋଲି। ଯେଉଁମାନେ ତାଙ୍କ ନାଁକୁ ଦିଶାଙ୍କ ମୃତ୍ୟୁ ମାମଲାରେ ଯୋଡ଼ିଛନ୍ତି, ସେମାନଙ୍କ ନାଁରେ ଥାନାରେ ମାମଲା କରିଛନ୍ତି ସୁରଜ। ଖବର […]

  • Monday, 05 July 2021
meetu
ପ୍ରଥମଥର ସୁଶାନ୍ତଙ୍କ ପରିବାରକୁ ଇଡିର ପଚରାଉଚୁରା

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ତଦନ୍ତ ଜାରି ରହିଛି। ମଙ୍ଗଳବାର ଇଡିରେ ପ୍ରଥମ ଥର ପାଇଁ ମୁମ୍ବାଇରେ ରହୁଥିବା ସୁଶାନ୍ତଙ୍କ ଭଉଣୀ ମିତୁ ସିଂଙ୍କୁ ଡକାଯାଇଛି। ଇଡି ମିତୁଙ୍କୁ ସୁଶାନ୍ତଙ୍କ ଆକାଉଣ୍ଟ ସମ୍ପର୍କରେ ତଥ୍ୟ ପଚାରିପାରେ। ମିତୁ ମୁମ୍ବାଇରେ ରୁହନ୍ତି, ଏବଂ ପରିବାରର ଏକମାତ୍ର ସଦସ୍ୟ, ଯିଏ ଜୁନ୍ ୧୪ ତାରିଖରେ ଅଭିନେତା ସୁଶାନ୍ତଙ୍କ ମୃତ୍ୟୁ ଦିନ ବାନ୍ଦ୍ରାସ୍ଥିତ ପ୍ଲାଟରେ ପହଞ୍ଚିଥିଲେ। ମିତୁଙ୍କ ସହ ସୁଶାନ୍ତଙ୍କ ମ୍ୟାନେଜର୍ ଶ୍ରୁତି ମୋଦି […]

  • Monday, 05 July 2021