• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

trump
କମ୍‌ଲା ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ପୁରୁଷମାନେ ଅପମାନିତ ଅନୁଭବ କରିବେ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖେଇ ପାଖେଇ ଆସୁଛି, ରାଷ୍ଟ୍ରପତି ଟ୍ରମ୍ପଙ୍କ ଅସମ୍ମାନଜନକ ବୟାନ ବଢି ବଢି ଚାଲିଛି। ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଡେମୋକ୍ରାଟିକ୍‌ ପାଟିର ଜୋ ବିଡେନ Joe Biden ଉପରାଷ୍ଟ୍ରପତି ପଦ ପାଇଁ ଭାରତୀୟ ମୂଳ କମଲା ହେରିଶଙ୍କ ନାମ ସୁପାରିଶ କରିଛନ୍ତି। ଏହାପରେ ଟ୍ରମ୍ପ କମଲାଙ୍କ ବିରୋଧରେ ମନ୍ତବ୍ୟ ଦେଇ ବିବାଦୀୟ ହୋଇପଡ଼ିଛନ୍ତି। ଗତକାଲି କମଲାଙ୍କୁ ‘ଦୁଷ୍ଟ ମହିଳା’ ବୋଲି ଆକ୍ଷେପ କରିଥିବାବେଳେ ଆଜି ଆଉ ପାଦେ ବଢି ଯାଇଛନ୍ତି। […]

  • Monday, 05 July 2021
ଟାକ୍ସ ସିଷ୍ଟମକୁ ନେଇ ପ୍ରଧାନମନ୍ତ୍ରୀ କଲେ ବଡ଼ ଘୋଷଣା, ଏଣିକି ଘରେ ବସି ବି ଦେଇପାରିବେ ଟାକ୍ସ

ନୂଆଦିଲ୍ଲୀ: ଦେଶର ଟିକସଦାତାଙ୍କୁ ଉତ୍ସାହିତ କରିବା ପାଇଁ  ଟିକସ ବ୍ୟବସ୍ଥାରେ ସୁଧାର ଆଣିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ଆଜି ଟିକସଦାତାଙ୍କ ପାଇଁ ନୂଆ ନିୟମର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଟ୍ରାନ୍ସପରେଣ୍ଟ ଟ୍ୟାକ୍ସେସନ-ଅନରିଂ ଦି ଅନେଷ୍ଟର ନାମକ ଏକ ନୂଆ ପ୍ଲାଟଫର୍ମ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଫେସ୍ ଲେସ୍ ହେବ ଟ୍ୟାକ୍ସ ସିଷ୍ଟମ । ୨୫ ସେପ୍ଟେମ୍ବରରେ ଫେସ୍ ଲେସ୍ ଅପିଲର ଶୁଭାରମ୍ଭ ହେବ। ଏହାଦ୍ୱାରା ଘରେ ବସି ଟେକ୍ନୋଲଜି ସାହାଯ୍ୟରେ ଟାକ୍ସ ଭରି ପାରିବେ […]

  • Monday, 05 July 2021
sweta-singh
ନିଜ ଭାଇ ପାଇଁ ପୁଣି ସିବିଆଇ ତଦନ୍ତ ଦାବି କଲେ ଭଉଣୀ ଶ୍ୱେତା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି ନେଇ ଲଗାତର ସ୍ୱର ଉଠିବାରେ ଲାଗିଛି। ଏବେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପୁଣିଥରେ ନିଜ ଭାଇଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି। ଏ ନେଇ ଶ୍ୱେତା ସୋସିଆଲ୍ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ହାତଯୋଡ଼ି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।   View this post on Instagram   ‪We stand together as a nation […]

  • Monday, 05 July 2021
gehlot-and-pilot
ହାତ ମିଳାଇଲେ ଗେହଲଟ୍ ଓ ପାଇଲଟ୍

ରାଜସ୍ଥାନ: ରାଜସ୍ଥାନରେ ଗତ କିଛିଦିନ ହେବ କ୍ଷମତା ଲଢ଼େଇ ଜାରି ରହିଛି। ଏହା ମଧ୍ୟରେ ଆସନ୍ତାକାଲି ରାଜସ୍ଥାନ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ। ଅଧିବେଶନରେ କଂଗ୍ରେସର ରଣନୀତି କଣ ରହିବ ସେ ନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଘରେ କଂଗ୍ରେସ ବିଧାୟକ ଦଳର ବୈଠକ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହ ସଚିନ ପାଇଲଟ୍ ସାମିଲ ହୋଇଛନ୍ତି। ପ୍ରାୟ ଏକମାସ ପରେ ସଚିନ ପାଇଲଟ୍ ଓ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ସାମ୍ନାସାମ୍ନି ହୋଇଥିଲେ। ଯେଉଁଥିରେ […]

  • Monday, 05 July 2021
kerala
କେରଳ ଭୁସ୍ଖଳନ: ୫୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଥିରୁଅନନ୍ତପୁରମ୍: କେରଳରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ଧ୍ୱଂସାବଶେଷ ତଳେ ଆହୁରି ଅନେକ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ପ୍ରତିକୂଳ ପାଗ ସତ୍ତ୍ୱେ ଲଗାତର ସପ୍ତମ ଦିନରେ ଏନଡିଆରଏଫ୍ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସେପଟେ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ ଓ ମୁଖ୍ୟମନ୍ତ୍ରୀ ପି. ବିଜୟାନ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗତ ଶୁକ୍ରବାର ଇଡୁକି ଜିଲ୍ଲା ରାଜମାଲାରେ […]

  • Monday, 05 July 2021
rajastha-politics
ରାଜସ୍ଥାନ ରାଜନୀତି ଅପ୍‌ଡେଟ୍‌; ବିଜେପିକୁ କାଉଣ୍ଟର କରି ଆସ୍ଥା ଭୋଟ୍ କରିପାରେ କଂଗ୍ରେସ

ଜୟପୁର: ରାଜସ୍ଥାନ ରାଜନୀତିରେ ଟ୍ୱିଷ୍ଟ। କଂଗ୍ରେସ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି। ଏ ନେଇ ଗତକାଲି ବିଧାୟକ ଦଳର ବୈଠକେରେ ନିଷ୍ପତ୍ତି ନିଯାଇଛି। ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ରାଜ୍ୟ ବିଜେପି ମୁଖ୍ୟ ସତିଶ ପୁନିଆ ସୂଚନା ଦେଇଛନ୍ତି। ବିଜେପିର ଏହି ଘୋଷଣା ପରେ ଦଳକୁ ଟାର୍ଗେଟ କରିବା ପାଇଁ କଂଗ୍ରେସ ମଧ୍ୟ ଆସ୍ଥା ଭୋଟ୍ କଥା କହିଛି। ଆଜି ରାଜସ୍ଥାନ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିବ। ସଚିନ ପାଇଲଟ ଫେରିବା ପରେ ଚିନ୍ତାଶୂନ୍ୟ […]

  • Monday, 05 July 2021
indiatoday
ପୁଲିସ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ; ୨ ସହିଦ, ଜଣେ ଆହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ନଓଗାମ ବାଇପାସ୍‌ ଠାରେ ଏକ ପୁଲିସ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଦୁଇ ଜଣ ପୁଲିସ କର୍ମୀ ସହିଦ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଶୁକ୍ରବାର ଏହି ଆକ୍ରମଣ ହୋଇଛି। ଘଟଣା ପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ କର୍ଡନ କରାଯାଇ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଆକ୍ରମଣ ବିଷୟରେ ଜାମ୍ମୁଓ କାଶ୍ମୀର ପୁଲିସ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପୁଲିସ ଟ୍ୱିଟ୍ କରି ଲେଖିଛି […]

  • Monday, 05 July 2021